ଲୁଟେରା ଗ୍ୟାଙ୍ଗକୁ ଠାବ କଲା ଯାଜପୁର କୁଆଖିଆ ପୋଲିସ

ଯାଜପୁର : ଏକ ଲୁଟେରା ଗ୍ୟାଙ୍ଗକୁ ଠାବ କରିବାରେ ସଫଳ ହୋଇଛି ଯାଜପୁର କୁଆଖିଆ ପୋଲିସ । ଲୁଟରେ ସମ୍ପୃକ୍ତ ଥିବା ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୧୧ଟି ବାଇକ୍ ଓ ୧୫ଟି ମୋବାଇଲ ଜବତ କରାଯାଇଛି । ସୂଚନା ମୁତାବକ, କୁଆଖିଆ ଓ ଏହାର ଆଖପାଖ ଅଞ୍ଚଳରେ ବାଇକ୍ ଓ ମୋବାଇଲ ଲୁଟ ହେଉଥିବା ନେଇ ଥାନାରେ ଅଭିଯୋଗ ହୋଇ ଆସୁଥିଲା । ପୋଲିସ ଏହି ଲୁଟେରା ଗ୍ୟାଙ୍ଗକୁ ଧରିବା […]

Continue Reading

ସିଆଇଆଇ ପକ୍ଷରୁ ସମ୍ ଅଲଟିମେଟ୍ ମେଡିକେଆର ନର୍ସିଂ ଟିମ୍ ସମ୍ବର୍ଦ୍ଧିତ

ଭୁବନେଶ୍ବର : କୋଭିଡ ମହାମାରୀ ସମୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସମାଜ ପାଇଁ ଅତୁଳନୀୟ କାର୍ଯ୍ୟ କରିଥିବାରୁ କନଫେଡେରେସନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ସମ୍ ଅଲ୍ଟିମେଟ ମେଡ଼ିକେୟାର ନର୍ସିଂ ଟିମକୁ ସମ୍ବର୍ଦ୍ଧିତ କରାଯାଇଛି । କରୋନା ମହାମାରୀ ଯୁଦ୍ଧରେ ସାମିଲ ହୋଇ ୨୪ ଘଣ୍ଟା ନିଷ୍ଠା ଓ ଯତ୍ନର ସହ ରୋଗୀ ସେବା କରୁଥିବା ସମର ନର୍ସିଂ ଟିମକୁ ସମ୍ମାନିତ କରିଛି ସିଆଇଆଇ । ନିଜ ପରିବାର ଓ ସମ୍ପର୍କୀୟଙ୍କ ଠାରୁ ଦୂରରେ ରହି […]

Continue Reading

ନିୟମଗିରି ପାହାଡରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ରାୟଗଡ଼ା : ସିଆରପିଏଫ ଯବାନଙ୍କ ସଫଳତା । କମ୍ବିଂ ବେଳେ ଜବତ ହୋଇଛି ବିପୁଳ ପରିମାଣର ମାଓ ସାମଗ୍ରୀ । ରାୟଗଡା ଓ କଳାହାଣ୍ଡି ଜିଲ୍ଲା ସୀମାନ୍ତ ନିୟମଗିରି ପାହାଡରେ ଥିବା ତାଡିଝୋଲା ଗାଁ ନିକଟରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି । ଆଜି ସକାଳୁ ତଡିଝୋଲା ଗାଁ ନିକଟ ଏକ ଗୁମ୍ଫା ମଝିରେ କିଛି ମାଓ ସାମଗ୍ରୀ ରଖା ଯାଇଥିବା ଜଣାପଡିଥିଲା । ଖବର ପାଇ ସନ୍ଧାନୀ କୁକୁର ସହାୟତାରେ ଏସବୁ ମାଓ […]

Continue Reading

ଶ୍ରୀଜିଉଙ୍କ ଦର୍ଶନ ଲାଗି ନୂଆ ଗାଇଡ଼୍‌ଲାଇନ୍‌ ଜାରି

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜାରି ହେଲା ନୂଆ ଏସ୍‌ଓପି । ତେବେ ଏହି ଏସ୍‌ଓପି କେବଳ ପୁରୀବାସୀଙ୍କ ଲାଗି ହୋଇଛି। ପୁରୀ ପୌରଞ୍ଚଳର ୩୨ ୱାର୍ଡ଼ରେ ବଂଟନ ହେବ ଟୋକନ୍‌। ଟୋକନ୍ ସହ ଆଧାର କାର୍ଡ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ପୂର୍ବଭଳି କିଓସ୍କ ମାଧ୍ୟମରେ ଟୋକନ୍ ଓ ଆଧାରକାର୍ଡ ଦେଖାଇବେ । ଏହାସହ ଶ୍ରୀମନ୍ଦିରକୁ ଆସୁଥିବା ଦର୍ଶନକଙ୍କ ପାଇଁ ଟିକା ସାର୍ଟିଫିକେଟ ବାଧ୍ୟତାମୂଳକ ନୁହେଁ ବୋଲି ଜଣାପଡ଼ିଛି। କେବଳ ଏତିକି […]

Continue Reading

ଅପେକ୍ଷାର ଅନ୍ତ ଘଟାଇ ରିଲିଜ ହେବାକୁ ଯାଉଛି “ସହିଦ ରଘୁ ସର୍ଦ୍ଦାର”

ଭୁବନେଶ୍ୱର: କରୋନା ମହାମାରୀର ତାଣ୍ଡବ ପରେ ସମସ୍ତ ଅପେକ୍ଷାର ଅନ୍ତ ଘଟାଇ ରିଲିଜ୍ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଫିଲ୍ମ “ସହିଦ ରଘୁ ସର୍ଦ୍ଦାର” । ଏହି ଫିଲ୍ମର ରିଲିଜକୁ ନେଇ ଓଡିଶା ଫିଲ୍ମ ଜଗତ ତଥା ଦର୍ଶକଙ୍କ ମନରେ ବେଶ କିଛି ମାସ ହେଲା କଳ୍ପନାଜଳ୍ପନା ଜାରି ରହିଥିଲା । ହେଲେ ଶେଷରେ କରୋନାର ଦ୍ୱିତୀୟ ଲହର କଟକଣା ଉଠିବା ପରେ ଏହି ଫିଲ୍ମର ରିଲିଜ୍ ତାରିଖ ଘୋଷଣା ହୋଇଛି । ଦେବାଶିଷଙ୍କୁ ମୁଖ୍ୟ ଭୂମିକାରେ […]

Continue Reading

ଋଣ ସୁଝିନପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ସମ୍ବଲୁପର: ସମ୍ବଲପୁର ବୁର୍ଲା ଥାନା କୁଦ-ଗୁଣ୍ଡେରପୁରରେ ଚାଷୀ ଆତ୍ମହତ୍ୟା ଅଭିଯୋଗ । ଚାଷୀ ଜଣଙ୍କ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଚାଷୀ କୁଦ ଗୁଣ୍ଡେରପୁର କୈବଲ୍ୟ ରୋହିଦାସ ବୋଲି ଜଣାପଡିଛି । ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ସେ ମାନସିକ ଚାପରେ ଥିଲେ। କୈବଲ୍ୟ ବିଷ ପିଇ ଦେଇଥିବାଳେ ତାଙ୍କୁ ସଙ୍ଗେସଙ୍ଗେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃୃତ୍ୟୁ […]

Continue Reading

STF ପଞ୍ଝାରେ ବଜ୍ରକାପ୍ତା ବ୍ୟବସାୟୀ, ୩ ଗିରଫ

ଭୁବନେଶ୍ବର : STF ପଞ୍ଝାରେ ପୁଣି ବଜ୍ରକାପ୍ତା ବ୍ୟବସାୟୀ । ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକ ନିକଟରୁ ୩ ବ୍ୟବସାୟୀଙ୍କୁ ଗିରଫ କରିଛି STF । ବଜ୍ରକାପ୍ତା ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡିବସିଲା STF ଟିମ୍‌ । ଗିରଫ ୩ ଜଣ ହେଲେ କଟକ ବଡମ୍ବା ଅଞ୍ଚଳର ଚିତ୍ରସେନ ସାହୁ, ଭୁବନେଶ୍ବର ପାତ୍ରପଡାର ଖଗେଶ୍ବର ସାହୁ ଓ ଗଞ୍ଜାମ କାଂସମାରୀର ଭାଗିରଥୀ ବେହେରା । ସେମାନଙ୍କ ନିକଟରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । […]

Continue Reading

ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ

କଟକ: ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ। ଆଜିଠୁ ଖୋଲିଲା କଟକ ଜିଲ୍ଲାର ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର । ଆଜି ଭୋରରୁ ମନ୍ଦିର ଖୋଲାଯାଇ ସମସ୍ତ ନୀତିକାନ୍ତି କରାଯାଇଛି । ମଙ୍ଗଳ ଆଳତୀ ସରିବା ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟାଯାଇଛି । ତେବେ ମନ୍ଦିର ଭିତରକୁ ବାହାର ଭୋଗକୁ ବାରଣ କରାଯାଇଛି । ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ ରହିଛି । ଦର୍ଶନ ବେଳେ କୋଭିଡ ଗାଇଡଲାଇନର କଡ଼ାକ଼ଡ଼ି ପାଳନ […]

Continue Reading

ଆଜିଠୁ ଦେବୀ ବିରଜା ଦର୍ଶନ

ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରରେ ଭକ୍ତ ପ୍ରବେଶ | ବୁଧବାର ଦିନ ମା ବିରଜା ମନ୍ଦିରକୁ ଭକ୍ତ ମାନେ ପ୍ରବେଶ କରି  କରିବା ସହ ମାଙ୍କ ଦର୍ଶନ କରି ପ୍ରାଥନା କରିଛନ୍ତି | ଦ୍ୱିତୀୟ କରୋନା ଲହରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରକୁ ମେ ୫ତାରିଖରୁ ଭକ୍ତ ମାନଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା |ରାଜ୍ୟ ସରକାର ଜ଼ିଲ୍ଲାର ଧର୍ମାନୁଷ୍ଠାନ ଖୋଲିବାପାଇଁ ଜ଼ିଲ୍ଲାପାଳଙ୍କୁ କ୍ଷମତା ପ୍ରଦାନ କରିବା ପରେ ଯାଜପୁର ଜ଼ିଲ୍ଲାପାଳ […]

Continue Reading

ପ୍ରଥମ ବନ୍ୟାଜଳ ଛାଡିଲା ରେଙ୍ଗାଲି ଡ୍ୟାମ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ରେଙ୍ଗାଲି ଡ୍ୟାମର କର୍ତ୍ତୃପକ୍ଷ ବୁଧବାର ବ୍ରାହ୍ମଣୀ ନଦୀର ପ୍ରଥମ ବନ୍ୟା ଜଳ ଛାଡିଛନ୍ତି। କର୍ତ୍ତୃପକ୍ଷ ସକାଳ ୧୧ ଟାରେ ଡ୍ୟାମର ସ୍ଲୁଇସ୍ ଗେଟ୍ ନଂ-୭ ରୁ ବନ୍ୟା ଜଳ ଛାଡିଥିବା ସୂଚନା ମିଳିଛି। ଜଳଭଣ୍ଡାରକୁ ଜଳ ପ୍ରବାହ ୧୬୨୭ କ୍ୟୁସେକ୍ ହୋଇଥିବାବେଳେ ଆଉଟଫ୍ଲୋ ୧୦୦୦ କ୍ୟୁସେକ୍ ଥିଲା। ସକାଳ ୧୧ଟାରେ ଡ୍ୟାମର ଜଳ ସ୍ତର ସର୍ବାଧିକ ୧୨୫.୫ ମିଟର ତୁଳନାରେ ୧୧୯.୮ ମିଟର ଥିଲା। ବନ୍ୟା ଜଳ ମୁକ୍ତ ହେବା ପୂର୍ବରୁ ଜଳସମ୍ପଦ […]

Continue Reading