ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଗର୍ଭବତୀ ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’। କମୁଛି ପ୍ରସବ ଜନିତ ମାତୃ ମୃତ୍ୟୁ ସଂଖ୍ୟା । ସୁନ୍ଦରଗଡ଼ ଜିଲ୍ଲାରେ ମାତୃ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ ବିଶେଷ ଭୂମିକା ନେବାକୁ ଯାଉଛି । ୨୦୨୦ ନଭେମ୍ବର ମାସରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟକ୍ରମ ଲାଗୁ ହେବା ପରେ ମାତୃ ମୃତ୍ୟୁ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ମାତୃ ମୃତ୍ୟୁ ସଂଖ୍ୟାର ସ୍ଥିତି ସମ୍ପର୍କରେ ଜାଣିବା […]

Continue Reading

ରାଜଧାନୀ ସମେତ ରାଜ୍ୟର ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଏହି ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ଦିନ ପାଣିପାଗ ବଭାଗ ଚେତାବନୀ ଦେଇଛି। ଏହି ଜିଲ୍ଲାଗୁଡିକ ହେଉଛି କଟକ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ଏବଂ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କ ରହିଛି। ପାଣିପାଗ ଉପରେ ନଜର ରଖିବାକୁ ଏବଂ […]

Continue Reading

ଡେଙ୍ଗୁ ମୁକାବିଲା ପାଇଁ ବିଏମସି ଆରମ୍ଭ କଲା ଅଭିଯାନ

ଭୁବନେଶ୍ବର : ଭୁବନେଶ୍ବରରେ କାୟା ମେଲାଇ ଚାଲିଛି ଡେଙ୍ଗୁ । ଡେଙ୍ଗୁ ସ୍ଥିତିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଆରମ୍ଭ ହେଲା ଅଭିଯାନ । ସମସ୍ତ ୬୭ଟି ୱାର୍ଡରେ ସଫେଇ କାର୍ଯ୍ୟ ସହିତ ସଚେତନତା କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଛି । ସବୁ ଓ୍ବାର୍ଡର କାର୍ଯ୍ୟ ତଦାରଖ କରିବା ପାଇଁ ଅଧିକାରୀଙ୍କୁ ଦିଆଯାଇଛି ଦାୟିତ୍ବ । ରାଜଧାନୀ ଭୁବନେଶ୍ବରରେ ଦୈନିକ ୨୫ରୁ ୩୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି । ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଏବେ […]

Continue Reading

ଭୁବନେଶ୍ବରରେ ହେଲା ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ହେଲା ଶତ ପ୍ରତିଶତ ଟିକାକରଣ । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ କରିଛି ବିଏମସି । ଗତକାଲି ସୁଦ୍ଧା ଭୁବନେଶ୍ବରରେ ଦିଆଯାଇଛି ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଟିକା । ଏହା ଭିତରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇଛନ୍ତି । ସେହିପରି ୭ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି । ଭୁବନେଶ୍ବରରେ […]

Continue Reading

କଳାହାଣ୍ଡିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଭୁବନେଶ୍ବର : କଳାହାଣ୍ଡି ମେଡିକାଲ କଲେଜ ଓ ସମ୍ଭାବ୍ୟ ତୃତୀୟ ଲହର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ କଳାହାଣ୍ଡି ଗସ୍ତ କରି କରୋନାର ସମ୍ଭାବ୍ୟ ତୃତୀୟ ଲହରର ସଂକ୍ରମଣର ମୁକାବିଲା ନେଇ ହୋଇଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଏଥିସହ ସ୍ବାସ୍ଥ୍ୟ, ଜଳସେଚନ ଓ ଶିକ୍ଷା ସମ୍ପର୍କିତ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ […]

Continue Reading

ଆସିଲା ଅଗଷ୍ଟ ଗାଇଡଲାଇନ୍, ରାଜ୍ୟରେ ଖୋଲିବ ସିନେମା ହଲ୍‌ ଓ ମଲ୍‌

ଭୁବନେଶ୍ବର : ଆସିଲା ଅଗଷ୍ଟ ମାସର କରୋନା ଗାଇଡଲାଇନ୍ । ସ୍ବତନ୍ତ୍ର ରିଲିଫ୍ କମଶନର ପ୍ରଦୀପ ଜେନା କୋଭିଡ ଗାଇଡଲାଇନ୍ ସମ୍ପର୍କରେ ଘୋଷଣା କରିଛନ୍ତି । ନୂଆ ଗାଇଡଲାଇନ ଅନୁସାରେ ଏବେ ଅଗଷ୍ଟ ମାସରେ ଖୋଲିବ ସିନେମା ହଲ୍‌ ଓ ମଲ୍‌ । ୫୦ ପ୍ରତିଶତ ଦର୍ଶକକୁ ନେଇ ଚାଲି ପାରିବ ହଲ୍‌ । ଏହାସହ ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ସପିଂ ମଲ୍‌ । ସିନେମା ହଲ ଖୋଲିବା ପାଇଁ ସରକାର ଅନୁମତି […]

Continue Reading

ପ୍ରେମିକାକୁ ସ୍ପିରିଟ୍ ଢ଼ାଳି ଜାଳିଦେବା ଘଟଣା, ଅଭିଯୁକ୍ତ ପ୍ରେମିକକୁ କୋର୍ଟ ଚାଲାଣ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ପ୍ରତାପପୁରରେ ପ୍ରେମିକାକୁ ସ୍ପିରିଟ ଢ଼ାଳି ଜାଳିଦେବା ଘଟଣାରେ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ସାହୁକୁ କୋର୍ଟ ଚାଲାଣ କରିଛି ପୋଲିସ । ଘଟଣା ଦିନ ମୃତ ପ୍ରେମିକା ଶୁଭସ୍ମିତାଙ୍କ ମୃତ୍ୟୁ କାଳୀନ ଜମାନବନ୍ଦୀ ନେଇଥିଲା ପୋଲିସ । ପ୍ରେମିକ କୃଷ୍ଣଚନ୍ଦ୍ର ସାହୁ ସ୍ପିରିଟ୍ ଢ଼ାଳି ତାଙ୍କୁ ଜାଳି ଦେବାକୁ ଉଦ୍ୟମ କରିଥିଲା ବୋଲି ମୃତ୍ୟୁକାଳୀନ ଜମାନବନ୍ଦୀରେ କହିଥିଲେ ଶୁଭସ୍ମିତା । ଏହାକୁ ଆଧାର କରି ପୋଲିସ ଅଭିଯୁକ୍ତ କୃଷ୍ଣଚନ୍ଦ୍ରର ମୋବାଇଲ ଟ୍ରାକ୍ କରି […]

Continue Reading

ଓଡ଼ିଶାରେ ବିରଳ ନାଲି ବଗ

କେଦ୍ରାପଡା: ଓଡ଼ିଶାରେ ବିରଳ ନାଲି ବଗ । ଓଡ଼ିଶାର ଦେଖା ଦେଇଛି ଏକ ଅତି ବିରଳ ନାଲି ରଙ୍ଗର ବଗ । କେଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସଂଲଗ୍ନ ଜମ୍ବୁ ଲୁଣାଜଙ୍ଗଲ ପାର୍ଶ୍ଵରେ ଦେଖା ଦେଇଛି ନାଲି ରଙ୍ଗର ବଗ । ଚାଷ ଜମିରେ ଚାଷ ପାଇଁ ଟ୍ରାକ୍ଟର ହଳ କରୁଥିବା ବେଳେ ଏହି ବିରଳ ପ୍ରଜାତିର ନାଲି ରଙ୍ଗର ବଗ  ଦେଖା ଦେଇଛି ।  ଏଇ ଭଳି ଏକ ରଙ୍ଗର ପକ୍ଷୀ […]

Continue Reading

କରୋନା ପାଇଁ ଅଗଷ୍ଟ ୨ରୁ ୮ ତାରିଖ ଯାଏଁ ଟ୍ରେନ୍ ବାତିଲ

ଭୁବନେଶ୍ବର : କରୋନା ସଂକ୍ରମଣର ଚେନ ଭାଙ୍ଗିବାକୁ ରେଳବାଇର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ମହାମାରୀକୁ ରୋକିବାକୁ ପାଇଁ ଅଗଷ୍ଟ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସାତ ଯୋଡା ଟ୍ରେନକୁ ବାତିଲ କରାଯାଇଛି । ତିନି ଯୋଡ଼ା ବିଶେଷ ଟ୍ରେନ ଶନିବାର ଓ ରବିବାର ଦିନ ବାତିଲ୍ ରହିବ । ସେହିପରି ଏକ ଯୋଡ଼ା ଟ୍ରେନ ଆଂଶିକ ବାତିଲ୍ ହେବ । ଅଗଷ୍ଟ ୨ ତାରିଖରୁ ୮ ତାରିଖ ମଧ୍ୟରେ ବାତିଲ ହେବାକୁ ଥିବା ଟ୍ରେନ ଗୁଡିକ […]

Continue Reading

ସିଂହଦ୍ୱାର ସମ୍ମୁଖରେ ଧାରଣାରେ ରାଣୀ

ପୁରୀ: ବଡ଼ ଦାଣ୍ଡରେ ଯାତ୍ରା ନାୟିକା ରାଣୀ ପଣ୍ଡା । ଓଡ଼ିଶୀ ନୃତ୍ୟାଙ୍ଗନା ବେଶରେ ସଜେଇ ହୋଇ ଧାରଣାରେ ବସିଛନ୍ତି ରାଣୀ । ପୂର୍ବରୁ ରାଜକନିକା ଅଞ୍ଚଳର ଜଣେ ଯୁବକ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅପଶଦ୍ଦ ବ୍ୟବହାର କରିଥିଲେ । ଯାହାକୁ ନେଇ ରାଣୀ ନିଜେ ଥାନାରେ ଏତଲା ଦେଇଥିଲେ । ହେଲେ ଏଯାଏଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନି । ଯାହାକୁ ବିରୋଧ କରିବା ସହିତ ରାଣୀ ପଣ୍ଡା ସିଂହଦ୍ୱାର ସମ୍ମୁଖରେ ବସିଯାଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଫଟୋ […]

Continue Reading