ବାପାଙ୍କ ରେକର୍ଡ ଭାଙ୍ଗିଲେ ଦୀପାଳି ; ବିପୁଳ ଭୋଟରେ ବଜୟଲାଭ

ଭୁବନେଶ୍ୱର : ବାଘର ଛୁଆ ସବୁବେଳେ ବାଘ ରହିବ । ବାପାଙ୍କ ରେକର୍ଡ ଭାଙ୍ଗି ବିପୁଳ ଭୋଟରେ ଜିତିଲେ ଦୀପାଳି । ବିଧିବଦ୍ଧଭାବରେ ଘୋଷଣା ହେଲା । ୧୦୭୦୦୩ ଭୋଟରେ ଦୀପାଳି ବିଜୟ ଲାଭ କରିଛନ୍ତି । ପ୍ରଥମଥର ପାଇଁ ବିଜେଡି ଏକ ଲକ୍ଷ ଉପରେ ଭୋଟ୍ ସଂଗ୍ରହ କରିଛି । ରେକର୍ଡ ସଂଖ୍ୟାରେ ବିଜେଡି ବିଜୟ ଲାଭ କରିଛି । ବାଘ ର ଝିଅ ବାଘୁଣୀ ବୋଲି ଦୀପାଳି ନିଜେ କହିଛନ୍ତି । ବିଜେପିକୁ ୫୮୩୮୪ […]

Continue Reading

ଜଗା ଦର୍ଶନ ପାଇଁ ରାଜସ୍ଥାନରୁ ଖାଲି ପାଦରେ ଚାଲି ଚାଲି ଆସିଲେ ଭକ୍ତ

ସୁବର୍ଣ୍ଣପୁର: ଭକ୍ତ ଓ ଭଗବାନଙ୍କ ସମ୍ପର୍କ ଅତୁଟ ବନ୍ଧନ । ଭକ୍ତର ଭାବ ଡୋରିରେ ବନ୍ଧା ମହାପ୍ରଭୁ । ସେହି ଭାବ ଡୋରିକୁ କେହି କାଟି ପାରିବେନି । ସେ ପବନ ହେଉ କି ଝାଞ୍ଜି ଖରା । ଲକ୍ଷେ ପ୍ରତିବନ୍ଧକ ସାଜିଲେ ବି ମହାପ୍ରଭୁଙ୍କ ଦର୍ଶନ କରିବାକୁ ଅଟାକାଇ ପାରିବନି । ଏ ତ ଭକ୍ତ ଆଉ ଭଗବାନଙ୍କ ସମ୍ପର୍କ । ଜଗତର ନାଥ ଜଗନ୍ନାଥ କାହାକୁ କେମିତି ଯେ ଡୋରି ଲଗେଇବେ ସେକଥା କେହି ଜାଣିନାହାନ୍ତି […]

Continue Reading

ପ୍ରମିଳା ମଲ୍ଲିକଙ୍କୁ ମିଳିଲା ୨ ବିଭାଗ ଦାୟିତ୍ୱ

ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଜି ଆଉ ଦୁଇଟି ବିଭାଗର ଦାୟିତ୍ୱ ମିଳିଲା । ତାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଭାର ଦିଆଯାଇଛି । ପୂର୍ବରୁ ସେ କେବଳ ରାଜସ୍ୱ ବିପର୍ଯ୍ୟୟ ବିଭାଗର ପରିଚାଳନା କରୁଥିବା ବେଳେ ବର୍ତ୍ତମାନ ତାଙ୍କୁ ଅନ୍ୟ ଦୁଇଟି ବିଭାଗର ଦାୟିତ୍ୱ ଦିଆଯାଇଛି । ସୂଚନା ଅନୁଯାୟୀ, ୨ଟି ମନ୍ତ୍ରୀ ଇସ୍ତଫା ଦେବାପରେ ଗଣଶିକ୍ଷା ଓ ଶ୍ରମ ବିଭାଗ ଖାଲି ପଡିଥିଲା । ଗତକାଲି ମନ୍ତ୍ରୀ ସମୀର […]

Continue Reading

ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌ର ନର୍ସମାନଙ୍କ ସେବା ଅତୁଳନୀୟ: ଶାଶ୍ୱତୀ ଦାସ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌କୁ ଆସୁଥିବା ସଂକ୍ରମିତମାନଙ୍କର ସେବା, ଯତ୍ନ ଓ ଚିକିତ୍ସା କରିବା କ୍ଷେତ୍ରରେ ନର୍ସମାନଙ୍କର ଭୂମିକା ଅତୁଳନୀୟ ଥିଲା । କୋଭିଡ ସମୟରେ ହିଁ ସେମାନଙ୍କର ଦକ୍ଷତା ପ୍ରତିପାଦିତ ହୋଇଥିଲା ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତୀ ଦାସ କହିଛନ୍ତି । ଆନ୍ତର୍ଜାତିକ ନର୍ସେସ ଦିବସ ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି […]

Continue Reading

ସାରଙ୍କ ଚାପୁଡା ସହିନପାରି ଛାତ୍ରର ଆତ୍ମହତ୍ୟା ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ମଞ୍ଚେଶ୍ୱରରେ ଥିବା ଏକ ଆଇଟିଆଇ କଲେଜରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। କେନ୍ଦୁଝର ଜିଲ୍ଲାର ବାସିନ୍ଦା ତଥା କଲେଜରେ ଛାତ୍ର ରୁଦ୍ର ମାଧବ ରଣାଙ୍କୁ ଶୁକ୍ରବାର ହଷ୍ଟେଲରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଭବାନୀ ନାମକ ଜଣେ ଶିକ୍ଷକଙ୍କ ଦ୍ୱାରା ମାଡ ଖାଇଥିବାରୁ ସେ ଏଭଳି ଚରମ ପଦକ୍ଷେପ ନେଇଥାଇ ପାରନ୍ତି ବୋଲି ତାଙ୍କ ମା’ ଦାବି କରିଛନ୍ତି। ମୃତ ଛାତ୍ରଙ୍କ ମା’ଙ୍କ କହିବାନୁସାରେ, […]

Continue Reading

ବାଚସ୍ପତିଙ୍କ ପରେ ଇସ୍ତଫା ଦେଲେ ଶିକ୍ଷାମନ୍ତ୍ରୀ ସମୀର ଦାଶ: ଶ୍ରମମନ୍ତ୍ରୀ ବି ଛାଡିଲେ ପଦ

ଭୁବନେଶ୍ୱର: ଅଚାନକ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ତାଙ୍କ ପରେ ପରେ ମନ୍ତ୍ରୀମଣ୍ଡଳର ଆଉ ଦୁଇ ଜଣ ମନ୍ତ୍ରୀ ମଧ୍ୟ ନିଜ ନିଜ ପଦରୁ ଇସ୍ତପା ଦେଇଛନ୍ତି । ରାଜ୍ୟର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ପଦ ଛାଡିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ବାଚସ୍ପତିଙ୍କ ଇସ୍ତଫା ପରେ ଆଉ ଦୁଇ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି । ତେବେ ୩ ଜଣ ପ୍ରମୁଖ ମନ୍ତ୍ରୀଙ୍କ […]

Continue Reading

OTET ବୈଧତା ବୃଦ୍ଧି: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟର ସମସ୍ତ ଶିକ୍ଷକ ଓ ଶିକ୍ଷକତାକୁ ନେଇ କ୍ୟାରିୟର କରିବାକୁ ଇଚ୍ଛୁକ ଥିବା ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିୟମରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥରେ ଓଟିଇଟି ପାସ କଲେ ତାହା ୭ ବର୍ଷ ପର୍ଯ୍ୟନ୍ତ ବୈଧ ରହୁଥିଲା । ମାତ୍ର ଆଜି ରାଜ୍ୟ ସରକାରଙ୍କ ଏ ବାବଦରେ ଏ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ନୂଆ ନିୟମ […]

Continue Reading

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ ଆରୁଖ

ଭୁବନେଶ୍ୱର : ରାଜ୍ୟ ରାଜନୀତିରୁ ଏକ ବଡ ଖବର ଆସିଛି । ବିଧାନସଭାର ବାଚସ୍ପତି ବିକ୍ରମା ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଯୋଗୁଁ ଇସ୍ତଫା ଦେଇଥିବା ସେ କହିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଏ ବିଷୟରେ ନିଜେ ସେ ସୂଚନା ଦେଇଛନ୍ତି । ଏକ ଘଣ୍ଟା ପୂର୍ବରୁ ସେ ନିଜର ଇସ୍ତଫା ପତ୍ର ମାନ୍ୟବର ଉପ-ବାଚସ୍ପତିଙ୍କ ନିକଟକୁ ପଠାଇଛନ୍ତି ବୋଲି କହିଛନ୍ତି । ବାଚସ୍ପତି ପଦରେ ଥିବା ସମୟରେ ମୁଁ ନିଷ୍ଠାର […]

Continue Reading

ପ୍ରକାଶ ପାଇଲା CBSEର ଦ୍ଵାଦଶ ରେଜଲ୍ଟ: ପାସ୍ ହାର ୮୭.୩୩%, ଏପରି କରନ୍ତୁ ଚେକ୍‌

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ସିବିଏସଇ ଦ୍ଵାଦଶ ରେଜଲ୍ଟ। ସିବିଏସଇ ଦ୍ୱାଦଶରେ ପାସ୍ ହାର ୮୭.୩୩% ରହିଛି । ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ। ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ । କେରଳ ତ୍ରିଭେନ୍ଦ୍ରମରେ ସର୍ବାଧୀକ ପାସ ହାର ୯୯.୯୧ ରହିଛି । ଝିଅଙ୍କ ପାସ ହାର ପୁଅଙ୍କ ଅପେକ୍ଷା ୬% ଅଧିକ । ଝିଅମାନଙ୍କ ପାସ ହାର ୯୦.୬୮% […]

Continue Reading

ମୋଦୀ-ନବୀନ ସାକ୍ଷାତ: ୨୦୨୪ରେ ଏକାକୀ ଲଢ଼ିବ BJD, ମୁଖ୍ୟମନ୍ତ୍ରୀ ରଖିଲେ ୪ଟି ଦାବି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ଆଜି ନବୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ସାରା ଦେଶରେ ଏବେ ନିର୍ବାଚନୀ ବାତାବରଣ ଜାରି ରହିଥିବା ବେଳେ ଏହି ଅବସରରେ ଏହି ଦୁଇ ହେଭିୱେଟ ନେତାଙ୍କ ସାକ୍ଷାତ ରାଜନୈତିକ ଦୃଷ୍ଟିରୁ ବେଶ୍ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ସହିତ ସାକ୍ଷାତ ଅବସରରେ ନବୀନ ୪ଟି ଦାବି ରଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨୦୨୪ […]

Continue Reading