ଅଗଷ୍ଟ ୧ ତାରିଖ ଯାଏ ଆଶିଂକ ଲକଡାଉନ୍

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ଜାରି ରହିଥିବା ବେଳେ ଲକଡାଉନ୍ ଜାରି ରହିଛି । ଏବେ ପୁଣି ଥରେ ଅଗଷ୍ଟ ୧ ତାରିଖ ଯାଏ ଲକଡାଉନ୍ ଜାରି ହେବ । ଏହି ସମୟରେ କିଛି ମାତ୍ରାରେ କୋହଳ କରାଯିବ । ପୂର୍ବ ଘୋଷଣା ଅନୁସାରେ କାଟାଗୋରୀ-ଏ ଏବଂ କାଟାଗୋରୀ-ବି ରେ କଟକଣା ଲାଗୁ ହେବ । କାଟାଗୋରୀ-ଏ ରେ ସପ୍ତାହରେ ୫ ଦିନ ଦୋକାନ ବଜାର ଖୋଲା ରହିବ । କାଟାଗୋରୀ-ଏ ରେ ସକାଳ ୬ଟାରୁ […]

Continue Reading

ଗୁଣ୍ଡିଚା ମନ୍ଦିରରୁ ମହାପ୍ରଭୁଙ୍କ ଆଡପ ଅବଢ଼ା

ପୁରୀ : ମହାପ୍ରଭୁଙ୍କ  ଆଡପ ଅବଢ଼ା ଆଜି ଗୁଣ୍ଡିଚା ମନ୍ଦିରରୁ ବାହାରିଛି । ବ୍ୟବସ୍ଥା ଅନୁଯାୟୀ ଗୁଣ୍ଡିଚା ମନ୍ଦିରର ଉତ୍ତର ଦ୍ୱାର ଓ ପୁରୀ ବସ ଷ୍ଟାଣ୍ଡ ରେ ଦୁଇଟି କାଉଣ୍ଟର ହୋଇଛି । ଭକ୍ତ ମାନେ ସେଠାରେ ଟୋକନ କାଟି ମହାପ୍ରଭୁଙ୍କ ଆଡପ ଅବଢ଼ା ପାଇ ପାରିବେ । ସୁଆର ମାହାସୁଆର ନିଯୋଗ ପକ୍ଷରୁ ଏହି ବ୍ୟବସ୍ଥା ହୋଇଛି । ଅନ୍ୟପଟେ କୋଭିଡ କଟକଣା ହେତୁ ଆଡପ ଦର୍ଶନ ବନ୍ଦ ରହିଛି । ପୁରାଣରେ ବର୍ଣ୍ଣନା […]

Continue Reading

ଡ଼ରାଇଲାଣି ଛତିଶଗଡ଼ରେ ସଂକ୍ରମଣ ବୃଦ୍ଧି, ଓଡ଼ିଶାର ସୀମାନ୍ତ ଜିଲ୍ଲାକୁ ଛନକା

ଭୁବନେଶ୍ୱର: ଛତିଶଗଡ଼ରେ ପୁଣି ବଢ଼ିଲାଣି ସଂକ୍ରମଣ । ସେଠି ବଢ଼ିବା ପରେ ଓଡ଼ିଶାର ସୀମାନ୍ତ ଜିଲ୍ଲା ପ୍ରତି ଟେନସନ୍ ବଢ଼ିଛି । ସ୍ଥିତି ଉପରେ ସରକାର ନଜର ରଖିଛନ୍ତି । ବିଶେଷ କରି ନୂଆପଡା ଜିଲ୍ଲା ଉପରେ ସ୍ୱତନ୍ତ୍ର ଭାବେ ନଜର ରଖଯାଇଥିବା ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମହାପାତ୍ର କହିଛନ୍ତି । ସେ କହିଛନ୍ତି, ପୁଣି ଥରେ ଛତିଶଗଡ଼ରେ ସଂକ୍ରମଣ ବଢୁଥିଲେ ବି ପଶ୍ଚିମବଙ୍ଗ ସୀମାରେ ସେମିତି କିଛି ଦରକାର ହୋଇ ନାହିଁ । ମୁକାବିଲା ପାଇଁ […]

Continue Reading

କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ବର୍ଷା-ଅନୁଭବ

କଟକ: ଘରୋଇ ହିଂସା ଓ ବିବାହ ବିଚ୍ଛେଦ ମାମଲାରେ ପୁଣି କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଜାରି ରହିଛି । ଗତ ୯ ତାରିଖରେ ବି କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ଉଭୟ ବର୍ଷା ଓ ଅନୁଭବ । ସେଦିନ ମଧ୍ୟସ୍ଥତା କେନ୍ଦ୍ରରେ ଉଭୟଙ୍କୁ ସାମନା […]

Continue Reading

ବୋଲବମ୍ ଉପରେ ରୋକ୍, ଜଳ ଉଠାଇ ଶିବ ମନ୍ଦିର ଯାଇପାରିବେନି କାଉଡିଆ

ଭୁବନେଶ୍ବର : ଗତବର୍ଷ ଭଳି ଏଥର ବି ବୋଲବମ୍‌ ଉପରେ ଲାଗିଲା କଟକଣା । କରୋନା କାରଣରୁ ଚଳିତ ବର୍ଷ ବି ବୋଲବମ୍ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଏ ନେଇ ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ନିର୍ଦ୍ଦେଶ ମୁତାବକ, କୌଣସି ଧାର୍ମିକ ସ୍ଥାନରୁ ଜଳ ଉଠାଇ ପାରିବେନି କାଉଡିଆ । ଏହାସହ ଜଳ ନେଇ ସର୍ବସାଧାରଣ ରାସ୍ତାରେ ଯାଇପାରବେନି । ପାଣି ନେଇ କାଉଡିଆମାନେ ଶିବ ମନ୍ଦିରକୁ […]

Continue Reading

ଆସନ୍ତୁ ଜାଣିବା ପ୍ରଧାନମନ୍ତ୍ରୀଙ୍କୁ ମନ ଖୋଲି କଣ କହିଲେ ଓଡିଶା ଧାବିକା ଦୂତି ଚାନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଟୋକିଓ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିବା ଭାରତୀୟ ଖେଳାଳିଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ପ୍ରଧାନମନ୍ତ୍ରୀଙ୍କୁ ନିଜ ମନର କଥା କହିଥିଲେ । ଓଡିଶାର ଏହି ଆଥଲେଟ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ, ଏହା ମୋର ଦ୍ୱିତୀୟ ଅଲିମ୍ପିକ୍ସ । ମୁଁ ବ୍ୟକ୍ତିଗତ ଭଲ ପ୍ରଦର୍ଶନ କରିବା ସହ ପ୍ରମାଣ କରିବାକୁ ଚାହୁଁଛି ଭାରତୀୟ ମହିଳା କୌଣସି ଗୁଣରେ କମ ନୁହନ୍ତି । […]

Continue Reading

ବୁର୍ଲା ଭିମସାରରେ ସୁରକ୍ଷାକର୍ମୀଙ୍କ ଦାଦାଗିରି, ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆକ୍ରମଣ

ବୁର୍ଲା : ବୁର୍ଲା ଭିମସାରରେ ପୁଣି ଉତ୍ତେଜନା । ଭିମସାରରେ ନିୟୋଜିତ ବେସରକାରୀ ସୁରକ୍ଷାକର୍ମୀ ଓ ଭିମସାର ନିକଟରେ ଥିବା ମା ତାରିଣୀ ବେସରକାରୀ ଆମ୍ବୁଲାନ୍ସ ଚାଳକ ସଂଘ ମୁହାଁମୁହିଁ ହୋଇଛନ୍ତି । ଭିମସାରର ସୁରକ୍ଷାକର୍ମୀମାନେ ବେସରକାରୀ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗୋଡାଇ ଗୋଡାଇ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଭିମସାରରେ ଦୀର୍ଘ ବର୍ଷ ହେଲା ଏହି ଆମ୍ବୁଲାନ୍ସ ସଂଘ ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇ ଆସୁଛି । ହେଲେ ଏଠାକାର ସୁରକ୍ଷାକର୍ମୀ ଓ ସୁପରଭାଇଜରମାନେ ଏହି […]

Continue Reading

ପୁଲିସ-ମାଓ ମୁହାଁମୁହିଁ, ଜଣେ ମାଓବାଦୀ ମୃତ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୋଲିସ ମାଓ ଗୁଳିବିନିମୟ । ଏଥିରେ ଜଣେ ଯବାନ ଆହତ ହୋଇଥିବା ବେଳେ ଆଉ ଜଣେ ମାଓବାଦୀର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଆଉ କିଛି ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି । ବିଜାପୁର ଜିଲ୍ଲା ଉସୁର ଥାନା ଅନ୍ତର୍ଗତ ଗୋଲାପାଲ୍ଲି ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫ ବାହିନୀର ଯବାନ ମାନେ ମିଳିତ […]

Continue Reading

ପଜିଟିଭ୍ ହାର ଓ କୋଭିଡ ଗାଇଡଲାଇନକୁ ଦେଖି ଅନଲକ୍ ସମ୍ପର୍କରେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ । ମାମଲା ହ୍ରାସ ପାଉଥିବା ବେଳେ, ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ତେବେ ଗତ କିଛି ଦିନର ସ୍ଥିତିକୁ ଯଦି ନଜର ପକାଇବା, ତାହେଲେ ରାଜ୍ୟରେ କମୁଛି ସଂକ୍ରମଣ । ଯେଉଁ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି, ସେସବୁ ଜିଲ୍ଲା ଉପରେ ସ୍ବତନ୍ତ୍ର ନଜର ରଖାଯାଇଛି ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେହିପରି ସଂକ୍ରମଣକୁ ନଜରରେ ରଖି ଅନଲକ୍ […]

Continue Reading

ନୂଆ ରୂପ ନେବ ଶୈବକ୍ଷେତ୍ର ବାବା ଆଖଣ୍ଡଳମଣୀଙ୍କ ପୀଠ

ଭଦ୍ରକ : ନୂଆ ରୂପ ନେବ ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ତଥା ଶୈବକ୍ଷେତ୍ର ବାବା ଆଖଣ୍ଡଳମଣୀଙ୍କ ପୀଠ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଛି ୬ କୋଟି ଟଙ୍କା । ବିଶେଷକରି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ମନ୍ଦିର ବେଢ଼ାର ସୌନ୍ଦର୍ଯ୍ୟକରଣ କରାଯିବ । ଏହାସହ ଦର୍ଶନ ପାଇଁ ସ୍ବତନ୍ତ୍ର ଚଲାପଥ ନିର୍ମାଣ, ଶ୍ରାବଣ ମାସରେ ଆସୁଥିବା ବୋଲବମ ଭକ୍ତଙ୍କ ଶୃଙ୍ଖଳିତ ଜଳାଭିଷେକ ପାଇଁ ନୂତନ ଶ୍ରାବଣୀ ମଣ୍ଡପ ନିର୍ମାଣ, ଯଜ୍ଞମଣ୍ଡପ ନିର୍ମାଣ, ମଣିବାବାଙ୍କ […]

Continue Reading