ବାଲେଶ୍ବର ଚାନ୍ଦିପୁରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ

ବାଲେଶ୍ବର : ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ । ଉତ୍‌କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମୀକ୍ଷା । ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ । ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୬୫୦ରୁ ୮୦୦ କିଲୋମିଟର । ଏହି କ୍ଷେପଣାସ୍ତ୍ର ଶବ୍ଦର ବେଗ ଠାରୁ […]

Continue Reading

କନ୍ଧମାଳ ଗୋଛାପଡ଼ାରେ ମାଓ-ଯବାନ ଗୁଳି ବିନିମୟ ଘଟଣା, ଜବତ ହୋଇଛି ମାରଣାସ୍ତ୍ର

କନ୍ଧମାଳ : କନ୍ଧମାଳ ବୌଦ୍ଧ- ସୀମାନ୍ତ ଗୋଛାପଡ଼ା ଥାନା ଉମା ଜଙ୍ଗଲରେ ହୋଇଥିବା ମାଓ-ଯବାନ ଗୁଳି ବିନିମୟ ପରେ ଜବତ ହୋଇଛି ମାରଣାସ୍ତ୍ର । ସର୍ଚ୍ଚ ଅପରେସନ ବେଳେ ସୁରକ୍ଷା କର୍ମୀମାନେ ୨ଟି ଦେଶୀ ବନ୍ଧୁକ ସହ ବହୁ ମାଓ ସାମଗ୍ରୀ ଜବତ କରିଥିବା ସୂଚନା ଦେଇଛନ୍ତି କନ୍ଧମାଳ ଏସପି ବିନିତ ଅଗ୍ରଓ୍ବାଲ । ଜବତ ମାଓ ସାମଗ୍ରୀ ମଧ୍ୟରେ ୨ଟି ଦେଶୀ ବନ୍ଧୁକ, ମାଓ ପୋଷାକ, ଛତା, ଜୋତା, ବ୍ୟାଟେରୀ ତାର, ଔଷଧ, ରେଡିଓ ଆଦି […]

Continue Reading

ଚମ୍ପୁଆ ରେଞ୍ଜରେ ହାତୀ ଆତଙ୍କ, ଆକ୍ରମଣରେ ଗଲା ବୃଦ୍ଧାଙ୍କ ଜୀବନ

କେନ୍ଦୁଝର : ଚମ୍ପୁଆ ରେଞ୍ଜରେ ଥମୁନି ହାତୀ ଆତଙ୍କ । ଗୋଠଛଡା ଦନ୍ତାହାତୀର ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ହାତୀପଲ କେତେବେଳେ ଘରଦ୍ବାର ଭାଙ୍ଗି ଦେଉଛନ୍ତି ତ ଆଉ କେତେବେଳେ ଫସଲ ଉଜାଡି ଦେଉଛନ୍ତି । ବିଭିନ୍ନ ସମୟରେ ହାତୀ ଆକ୍ରମଣରେ ଲୋକଙ୍କ ପ୍ରାଣହାନୀ ଘଟୁଛି । ତେବେ ଗତକାଲି ପୁଣି ଏଭଳି ଏକ ଦୁଃଖଦ ଘଟଣା ଘଟିଛି । ଚମ୍ପୁଆ ଏନଏସି ୨ ନମ୍ବର ଓ୍ବାର୍ଡର ପାଞ୍ଚ ପୋଖରୀଆ ଅଞ୍ଚଳରେ ଦନ୍ତା ଆକ୍ରମଣରେ ଜଣେ […]

Continue Reading

ଗୁପ୍ତ କ୍ଷେତ୍ରରେ ସଖି ବଟ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ମାର୍ଶାଘାଇ ବ୍ଲକ ବିଲ ବଳରାମପୁରରେ ରହିଛି ଗୁପ୍ତ କ୍ଷେତ୍ର ସଖିବଟ । ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ହେଉଛି ଏହି ସ୍ଥାନ ।ବରଗଛରେ ପୁର୍ଣ୍ଣ ଏହି ସ୍ଥାନରେ ଥିବା ମନ୍ଦିରରେ ପୂଜା ପାଉଛନ୍ତି ତୁଳସୀକ୍ଷେତ୍ରର ଆରାଧ୍ୟ ଦେବ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ । କିମ୍ବଦନ୍ତୀ ଅନୁସାରେ ୧୬୫୮ ମସିହାରେ ମୋଗଲ ଶାସନ କାଳରେ ବଳଦେବଜୀଉ ମନ୍ଦିର ଉପରେ ବିପଦ ଥିବାରୁ ସେବାୟତ ମାନେ ବଲଦେବଜୀଉଙ୍କୁ ଏହି ସ୍ଥାନରେ ଲୁଚାଇ ରଖିଥିଲେ । ପ୍ରଭୁ ଶ୍ରୀବଳଦେବଜୀଉଙ୍କୁ ଏଠାରେ […]

Continue Reading

ଲଘୁଚାପ ପ୍ରଭାବରେ ରାଜ୍ୟର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପର ପ୍ରଭାବ ଯୋଗୁ ଦକ୍ଷିଣ ଓଡିଶା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର କହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଇଏମଡି ଏହିସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଜୁଲାଇ ୧୧ରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୧୨ରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର […]

Continue Reading

ସାମ୍ବାଦିକଙ୍କୁ ଧମକ ଦେଇ ବନ୍ଧା ହେଲା ବାଲି ମାଫିଆ

ଗୁଣୁପୁର: ରାୟଗଡା ଜିଲ୍ଲାର ଗୁଣୁପୁରର ବଂଶଧାରା ନଦୀ ପଠା ରୁ ଜିଲ୍ଲା ପ୍ରଶାସନର ଜାଣତରେ ଲକ୍ଷାଧିକ ଟଙ୍କା ର ବାଲି ଆନ୍ଧ୍ର ପ୍ରଦେଶକୁ ଚୋରା ଚାଲାଣ ହେଉଛି। ସ୍ଥାନୀୟ ତହସିଲଦାର ଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରକାଶ ପାଇବା ପରେ ମଧ୍ୟ ପ୍ରଶାସନ ସବୁ ଜାଣି ନ ଜାଣିବା ଭଳି ବସିବା ବୁଦ୍ଧିଜୀବୀ ମହଲରେ ଆଲୋଚ୍ୟ ର ବିଷୟ ପାଲଟିଛି। ଏହି ଚୋରା ବାଲି ଚାଲାଣ କୁ କିଛି ସାମ୍ବାଦିକ ନିଜ ଖବର […]

Continue Reading

ମାଲକାନଗିରି ଏସିଙ୍କ ବଦଳିରେ ନାଖୁସ୍ ସ୍ୱାଭିମାନ ଅଞ୍ଚଳବାସୀ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି । ପୋଲିସ ବିରୋଧରେ ନୁହେଁ । ପୋଲିସ ସପକ୍ଷରେ ଏକାଠି ହୋଇଛନ୍ତି ସ୍ୱାଭିମାନ ଅଞ୍ଚଳ ବାସିନ୍ଦା । ମାଲକାନଗିରି ଏସପିଙ୍କ ବଦଳିକୁ ବିରୋଧ କରି ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ନିକଟରେ ମାଲକାନଗିରି ଏସପି ଋିଷିକେଶ ଖିଲାରୀଙ୍କୁ ମୟୂରଭଞ୍ଜ ବଦଳି ପାଇଁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଯାହାକୁ ଅଞ୍ଚଳବାସୀ ବିରୋଧ କରିବା ସହ ଏସପିଙ୍କ ସପକ୍ଷରେ ଆଗକୁ ଆସିଛନ୍ତି । ମାଲକାନଗିରି ଏସପି ରିଷିକେଶ ଖିଲାରୀଙ୍କୁ […]

Continue Reading

ଖରିଫ ଧାନ ସଂଗ୍ରହ ପାଇଁ ୧୫ ତାରିଖରୁ ଅନଲାଇନରେ ପଞ୍ଜିକରଣ

ଭୁବନେଶ୍ୱର: ଚଳିତ ଖରିଫ ଋତୁ ଧାନ ସଂଗ୍ରହ ପାଇଁ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ ପଞ୍ଜିକରଣ । ଅନଲାଇନରେ ଚାଷୀଙ୍କର ନାମ ପଞ୍ଜିକରଣ ଆରମ୍ଭ ହେବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସୂଚନା ଦେଇଛନ୍ତି । ଜୁଲାଇ ୧୫ରୁ ପଞ୍ଜିକରଣ ଆରମ୍ଭ ହୋଇ ଅଗଷ୍ଟ ୧୬ ତାରିଖ ଯାଏ ଚାଲିବ । ଖରିଫ ଧାନ ବିକ୍ରି ପାଇଁ ଇଚ୍ଛୁକ ଚାଷୀ ଏଥିପାଇଁ ନିର୍ଦ୍ଧାରିତ ସମୟ ଭିତରେ ନାମ ପଞ୍ଜିକରଣ କରିବେ । […]

Continue Reading

ସିଂହଦ୍ୱାର ସାମନାରେ ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ: ରାତି ପାହିଲେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ରଥଖଳାରୁ ତିନି ରଥ ଆସି ସିଂହଦ୍ୱାର ସାମନାରେ ଲାଗିଛନ୍ତି । ରଥ ପ୍ରସ୍ତୁତ ଅଛି । ପଥ ବି ପ୍ରସ୍ତୁତ । ଏବେ ଅପେକ୍ଷା କେବଳ ଲୀଳାମୟ ଠାକୁରଙ୍କୁ । ଦର୍ପଦଳମ, ତାଳଓ୍ୱଜ ଓ ନନ୍ଦିଘୋଷ ମହାପ୍ରଭୁଙ୍କ ଆଗମନ ଅପେକ୍ଷାରେ ଅଛନ୍ତି । ଆଜି ସକାଳେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାରେ ପହଞ୍ଚିଥିଲା । ତିନିବାଡ଼ ପୂଜାପଣ୍ଡା […]

Continue Reading

ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଶେଷ

ପୁରୀ : ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। କେଵଳ ତିନି ରଥରେ କପଡା ପକାଯିବା କାର୍ଯ୍ୟ ଚାଲୁ ରହିଛି। ତେବେ ରଥ ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳା ରେ ହେବ ସେ ନେଇ ପୁରୀ ଜିଲାପାଳ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାପାଳ ଙ୍କ ସୂଚନା ଅନୁଯାୟୀ src ଙ୍କ ଗାଇଡ଼ ଲାଇନ ଅନୁଯାୟୀ ୩ ହଜାର ସେଵାୟତଙ୍କ କୋଭିଡ ଟେଷ୍ଟ ହୋଇଛି । ସେହିପରି ଏକ ହଜାର ସରକାରୀ କର୍ମଚାରୀଙ୍କର କୋଭିଡ […]

Continue Reading