୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର : ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ୨ ହଜାର ୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ । ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା । ବସ୍ତି ବାସିନ୍ଦାଙ୍କ ନିକଟରେ ଏଣିକି ସରକାର ପହଞ୍ଚାଇବେ ସମସ୍ତ ବ୍ୟବସ୍ଥା । ବିଜୁଳି, ସଡ଼କ, ଶିକ୍ଷା, […]

Continue Reading

ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା

କେନ୍ଦ୍ରାପଡା : କେନ୍ଦ୍ରାପଡାର ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ସାନ ଭାଈ ଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କ ସହ ସ୍ନାନ ବେଦୀରେ ବିରାଜିଛନ୍ତି ତୁଳସୀକ୍ଷେତ୍ରର କ୍ଷେତ୍ରଧିପତି ସିଦ୍ଧ ବଳଦେବ ଜୀଉ । ସମସ୍ତ କଟକଣା ଅନୁଯାୟୀ ସ୍ୱତନ୍ତ୍ର ରୀତି ଓ ନୀତି ମୁତାବକ ଚାଲିଛି ସ୍ନାନ ଯାତ୍ରା । ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ସରିବା ୭ଟା ସମୟରେ ଶ୍ରୀଜୀଉଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ସ୍ନାନବେଦୀକୁ ବିଜେ କରିବା ପରେ ଜୟମଙ୍ଗଳା […]

Continue Reading

ସ୍ନାନ ମଣ୍ଡପରେ ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କର ଗଜାନନ ବେଶ । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମାର ମହାର୍ଘ ଅବସରରେ ମହାପ୍ରଭୁ ଦିବ୍ୟ ଦୁର୍ଲଭ ହାତୀବେଶରେ ସଜ୍ଜିତ ହୋଇଛନ୍ତି । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳ ଲାଗି ପରେ ଦୁର୍ଲଭ ଗଜାନନ ବା ହାତୀ ବେଶରେ ସଜ୍ଜିତ ହୋଇ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ତେବେ କରୋନା ଯୋଗୁ ଚର୍ମଚକ୍ଷୁରେ ବଡ଼ଦାଣ୍ଡରେ ଏହି ବେଶ ଦେଖିବାରୁ ଏବର୍ଷ ବଞ୍ଚିତ ହୋଇଛନ୍ତି ଭକ୍ତ । ସ୍ନାନବେଦୀରେ ଶ୍ରୀଜିଉ ବିରାଜମାନ କରିଛନ୍ତି । କିନ୍ତୁ […]

Continue Reading

ଓମଫେଡ୍ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା

ଭୁବନେଶ୍ଵର: ଓମଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ୍ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ପାଇଁ ଚାଷୀମାନଙ୍କ ରୋଜଗାର କମିଥିବା ବେଳେ ଗାଈଗୋରୁଙ୍କ ଖାଦ୍ୟ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ପ୍ରତ୍ୟକ ଚାଷୀଙ୍କ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬ ହଜାର ଟଙ୍କା ଯାଏ ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧.୨ ଲକ୍ଷ ଚାଷୀ ଉପକୃତ ହେବ। ସହାୟତା ଘୋଷଣା କରିବା […]

Continue Reading

ଟ୍ରଷ୍ଟ ଇନ ନ୍ୟୁଜ ସର୍ଭେରେ ଭାରତକୁ ୩୧ତମ ସ୍ଥାନ

ଭୁବନେଶ୍ୱର: ରଏଟର୍ସ ପକ୍ଷରୁ କରାଯାଇଥିବା ଟ୍ରଷ୍ଟ ଇନ ନ୍ୟୁଜ ସର୍ଭେରେ ଭାରତକୁ ୩୧ତମ ସ୍ଥାନ ମିଳିଛି । ରଏଟର୍ସ ଇନଷ୍ଟିଚ୍ୟୁଟ ଫର ଷ୍ଟଡି ଅଫ ଜର୍ଣ୍ଣାଲିଜିମରେ ଡିଜିଟାଲ ନ୍ୟୁଜ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି । ୪୬ ମିଡିଆ ମାର୍କେଟ ମଧ୍ୟରୁ ଭାରତ ୩୧ରେ ରହିଛି । ଏହାର ରିପୋର୍ଟ ଅନୁସାରେ ଭାରତରେ ୭୩ ପ୍ରତିଶତ ସ୍ମାଟଫୋନ ଏଥିପାଇଁ ସ୍ମାର୍ଟଫୋନ ବ୍ୟବହାର କରିଥାନ୍ତି । ୮୨ ପ୍ରତିଶତ ଅନଲାଇନରୁ ଖବର ସଂଗ୍ରହ କରିଥାନ୍ତି । ୬୩ ପ୍ରତିଶତ […]

Continue Reading

ଭଂଜନଗରରେ ବନ୍ଦ ଘରୁ ମିଳିଲା ମହିଳା ଇଂଜିନିଅରଙ୍କ ମୃତଦେହ

ଭଂଜନଗର : ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର । ଗଂଜାମ ଭଂଜନଗରରେ ଘଟିଛି ଏହି ଘଟଣା । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ପାରିପାଶ୍ୱର୍ିକ ପରିସ୍ଥିତିକୁ ଦେଖିଲେ ଜଣାପଡୁଛି ଯେ ମହିଳା ଇଂଜିନିଅର ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ଆଜି ଘର ଭିତରୁ ଦୁର୍ଗନ୍ଧ ବାହାରିବା ପରେ ପଡୋଶୀମାନେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଉପସ୍ଥିତିରେ ଘରର କବାଟ […]

Continue Reading

ପାତାଳୀ ଶ୍ରକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା । ଆଜି ବିନା ଭକ୍ତରେ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି l ପାତାଳୀ ଶ୍ରୀକ୍ଷେତ୍ର ସ୍ଥିତ ଜଗତର ନାଥ ଜଗନ୍ନାଥଙ୍କ ପୀଠରେ ତିନି ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା ହୋଇଯାଇଛି । ଏଥିରେ ପାତାଳୀ ଶ୍ରୀକ୍ଷେତ୍ର ସେବାୟତ ମାନଙ୍କ ଦ୍ଵାରା ଶ୍ରୀ ମନ୍ଦିର ରିତିକାନ୍ତିରେ ଦେବସ୍ନାନ ହୋଇଛି l ଆଜି ଭୋର୍ ସକାଳୁ ୧୦୮ କୁମ୍ଭ ସୁବାସିତ ଜଳ ନେଇ ମହାପ୍ରଭୁଙ୍କ […]

Continue Reading

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତାକାଲି ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏହାସହିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା ସ୍କୁଲଗୁଡ଼ିକର ଦଶମ ଶ୍ରେଣୀ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ଘୋଷଣା କରିଛି। ଆସନ୍ତାକାଲି ଅପରାହ୍ନ ୧ଟାରେ ରେଜଲ୍ଟ ଏକଜାମିନେସନ କମିଟିକୁ ପ୍ରଦାନ କରାଯିବ। ଏକଜାମିନେସନ କମିଟିର ଅନୁମୋଦନ ପରେ ଅପରାହ୍ନ ୪ଟା ବେଳେ ବୋର୍ଡ ଅଫିସରୁ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ସନ୍ଧ୍ୟା ୬ଟା ବେଳେ ଏହା ଛାତ୍ରଛାତ୍ରୀଙ୍କ ଓ୍ଵବସାଇଟରେ ଉପଲବ୍ଧ […]

Continue Reading

ଦମଦାର ହକି ଷ୍ଟାର ଦୀପ ଗ୍ରେସ୍

ଭୁବନେଶ୍ୱର: ଓଡ଼ିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ୍ ଏକ୍କା । ଇଣ୍ଡିଆନ୍ ହକି ଟିମ୍‌ର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତ ହୋଇଛନ୍ତି ଦୀପ୍ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଜଣେ ଓଡ଼ିଆ ହେଉଛନ୍ତି ଦୀପ୍ । ସୁନ୍ଦରଗଡ଼ ଲୁଲକିଡି ନାଁରେ ଏକ ଛୋଟ ଗାଁରେ ଜନ୍ମ ହୋଇଥିଲେ ଦୀପ୍ । ପିଲାବେଳରୁ ଖେଳ ପ୍ରତି ଥିବା ତାଙ୍କର ଆଗ୍ରହ ଆଜି ତାଙ୍କୁ ସଫଳତାର ଶୀର୍ଷରେ ପହଞ୍ଚାଇପାରିଛି […]

Continue Reading

ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକିବା, ୩ ଜଣଙ୍କୁ ବାନ୍ଧିଲା ଏସଟିଏଫ

ଭୁବନେଶ୍ବର : ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକ୍ରି କରିବା । ନକଲି ଔଷଧ ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ୩ ଜଣ । ଏହି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ମେଡିଲ୍‌ଏଡ୍‌ ମେଡିକେମେଣ୍ଟ ପ୍ରାଇଭେଟ୍‌ ଲିମିଟେଡର୍‌ ନିର୍ଦ୍ଦେଶକ ଓ କମ୍ପାନୀର ୨ ଜଣ ସଦସ୍ୟଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ସେହିପରି ଅଭିଯୁକ୍ତ ଓ କମ୍ପାନୀର ବ୍ୟାଙ୍କ ଆକାଉଣ୍ଟରେ […]

Continue Reading