‘ଯୋଗ ଦିବସ’ ଅବସରରେ ଶିଳ୍ପୀ ସୁଦର୍ଶନଙ୍କ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ

ପୁରୀ: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ‘ଯୋଗ ଦିବସ’ ଅବସରରେ ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ତାଙ୍କର ବାଲୁକା କଳା ମାଧ୍ୟମରେ ଆଜି ଜନସାଧାରଣଙ୍କୁ ‘ଯୋଗ ଦିବସ’ର ଶୁଭେଚ୍ଛା ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ବୈଦିକ ଯୁଗରେ ଯୋଗର ଉତ୍ପତି ହୋଇଥିବା ବେଳେ ୨୦୧୫ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତିସଂଘରେ ସୁସ୍ଥତା ଓ ଜନକଲ୍ୟାଣ ନିମନ୍ତେ ଯୋଗର ଉପଯୋଗୀତା […]

Continue Reading

କୋଟିଏ ଛୁଇଁବ ଟିକାକରଣ: ଆଜିଠୁ ଦୈନିକ ତିନି ଲକ୍ଷ ଟିକାକରଣ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଦୈନିକ  ତିନି ଲକ୍ଷ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ଲକ୍ଷ୍ୟ ଧାର୍ଯ୍ୟ  କରିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ପ୍ରମୁଖ ସଚିବ  ଜିଲ୍ଲାପାଳ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓ ମ୍ୟୁନିସିପାଲିଟି କମିଶନରମାନଙ୍କୁ ଚିଠି ଲେଖିଛନ୍ତି। ଟିକାର ଅଭାବ ଯୋଗୁ ରାଜ୍ୟରେ ଟିକାକରଣ ଧୀମେଇଥିଲେ ମଧ୍ୟ ଖୁବ ଶୀଘ୍ର କୋଟିଏ ଛୁଇଁବ। ଜାନୁଆରୀ ୧୬ରୁ କରୋନା ଟିକାକରଣ ଆରମ୍ଭ ହୋଇଥିବା ବେଳେ ଶନିବାର ସୁଦ୍ଧା […]

Continue Reading

ବାପା ମାଆଙ୍କୁ ହରାଇଥିବା ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଆଶୀର୍ବାଦ’, ୩ଟି ବର୍ଗରେ ସହାୟତା

ଭୁବନେଶ୍ୱର: ବାପା ମାଆ କିମ୍ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ପିଲାଙ୍କ ପାଇଁ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ଆଶୀର୍ବାଦ । ଏଥିରେ ଆର୍ଥିକ ଓ ଅନ୍ୟାନ୍ୟ ସହାୟତା ପ୍ରଦାନ କରାଯିବ । ଏହି ଯୋଜନାରେ ଯୋଗ୍ୟ ଶିଶୁମାନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି । ଏଗୁଡ଼ିକ ହେଲା ବାପା ମାଆ ଉଭୟଙ୍କୁ ହରାଇଥିବା ପିଲା, ସିଙ୍ଗଲ ପାରେଣ୍ଟଙ୍କୁ ହରାଇଥିବା ପିଲା ଏବଂ ଉପାର୍ଜନକାରୀ ବାପା ମାଆଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲା । ଉଭୟ ବାପା […]

Continue Reading

Father’s Day 2021: ଜାଣନ୍ତୁ, କେବେଠୁ ପାଳିତ ହେଉଛି ପିତୃ ଦିବସ

ଭୁବନେଶ୍ୱର: ଜୁନ ମାସର ତୃତୀୟ ରବିବାରରେ ପ୍ରତିବର୍ଷ ଭାରତ ସମେତ ବିଶ୍ୱର ବହୁ ଦେଶରେ‘ଫାଦର୍ସ ଡ଼େ’ ବା ‘ବିଶ୍ୱ ପିତୃତ୍ୱ ଦିବସ’ ଭାବେ ପାଳନ କରାଯାଏ। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ‘ପିତୃତ୍ବ ଦିବସ’ର ଶୁଭେଚ୍ଛା ପ୍ରଦାନ କରିଛନ୍ତି। କ’ଣ ରହିଛି ଏହା ପଛର ରହସ୍ୟ-‘ଫାଦର୍ସ ଡ଼େ’ ପାଳନ ପଛରେ ଏଭଳି ଏକ କାହାଣୀ ରହିଛି। ଯାହା ସୋନୋରା ସ୍ମାର୍ଟ ଡୋଡଙ୍କ ସହ ଜଡ଼ିତ, ଯିଏ କି ‘ଫାଦର୍ସ ଡ଼େ’ ପାଳନ […]

Continue Reading

ପଞ୍ଚଭୂତରେ ବିଲୀନ ହେଲେ ତପୁ ମଶ୍ର, ସ୍ୱାମୀ ଦେଲେ ମୁଖାଗ୍ନି

ଭୁବନେଶ୍ୱର: ଫେରାର ରାଇଜକୁ ଚାଲି ଯାଇଛନ୍ତି ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ର । ଆଜି ପଞ୍ଚଭୂତରେ ବିଲୀନ ହୋଇଛି ପାର୍ଥିବ ଶରୀର । ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ତାଙ୍କ ହିନ୍ଦୁ ରୀତିନୀତି ଅନୁସାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ସ୍ୱାମୀ ଦୀପକ ପୂଜାରୀ ମୁଖାଗ୍ନୀ ଦେଇଥିଲେ । ଅଭିନେତ୍ରୀ ତଥା ବିଜେଡି ନେତ୍ରୀ ଏଲିନା ଦାସ, ଉଷଶ୍ରୀ ମିଶ୍ରଙ୍କ ସମେତ ବହୁ ଓଲିଉଡ ଅଭିନେତା ଓ ଅଭିନେତ୍ରୀ ତପୁ ମିଶ୍ରଙ୍କ ଶେଷ ଦର୍ଶ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ […]

Continue Reading

କୋଭିଡ ନିୟମ ଉଲ୍ଲଂଘନ; ୨୪ ଘଣ୍ଟାରେ ୨୨ ଲକ୍ଷ ଫାଇନ, ୧୫ ଗିରଫ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ୨୨,୨୦,୪୫୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି। ଏହି ଘଟଣାରେ ୧୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୪୨୪ଟି ଗାଡି ଜବତ କରାଯାଇଛି। ଏନେଇ ଓଡିଶା ପୋଲିସ ଶନିବାର ଟୁଇଟ୍ କରି ସୂଚନା ଦେଇଛି। ଏହାବ୍ୟତୀତ, ସମାନ ଘଟଣାରେ ଆଉ ଦୁଇଟି ମାମଲା ମଧ୍ୟ ପଞ୍ଜିକୃତ ହୋଇଥିଲା। ଉଲ୍ଲେଖଯୋଗ୍ୟ, କୋଭିଡ ଗାଇଡଲାଇନ ଉଲ୍ଲଂଘନକାରୀଙ୍କ ଠାରୁ ଓଡିଶା ପୋଲିସ ଗତ ଅଢେଇ ମାସ ମଧ୍ୟରେ ୧୬ […]

Continue Reading

ବିନା ମାସ୍କରେ ଭାଇ ବାହାଘରରେ ନାଗିନ୍ ଡ୍ୟାନ୍ସ କରିଥିବା ତହସିଲଦାର ନିଲମ୍ବିତ

ଭୁବନେଶ୍ୱର: ତହସିଲଦାରଙ୍କୁ ମହଙ୍ଗା ପଡ଼ିଲା କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ । ବିନା ମାସ୍କରେ ଭାଇ ବାହାଘରରେ ଡ୍ୟାନ୍ସରେ ମତୁଆଲା ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ ବେହେରା ସସପେଣ୍ଡ ହୋଇଛନ୍ତି । ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ମେ ୨୧ ତାରିଖରେ ଜଗତସିଂହପୁରରେ ଭାଇ ବାହାଘର ଶୋଭାଯାତ୍ରାରେ ବିନା ମାସ୍କରେ ସେ ଡ୍ୟାନ୍ସ କରୁଥିଲେ । ତହସିଲଦାର ମ୍ୟାଡାମଙ୍କ ଭିଡିଓ ଭାଇରାଲ୍ ହେବା ପରେ ଚାରିଆଡୁ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଏହାପରେ ଜୁନ୍ […]

Continue Reading

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ରେଜଲ୍ଟ, ମୂଲ୍ୟାୟନ ଫର୍ମୂଲା କହିଲା CHSE

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଚଳିତବର୍ଷର ଯୁକ୍ତ ଦୁଇ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ତାସହ ମୂଲ୍ୟାୟନ ପ୍ରକ୍ରିୟା ବାବଦରେ ସୂଚନା ଦେଇଛି ସିଏଚଏସଇ । କେମିତି ଓ କେଉଁ ପ୍ରକ୍ରିୟାରେ ବିକଳ୍ପ ମୂଲ୍ୟାୟନ ହେବ ସେବାବଦରେ ସୂଚନା ଜାରି ହୋଇଛି । ରେଗୁଲାର ଛାତ୍ରଛାତ୍ରୀଙ୍କୁ ଦଶମ ଶ୍ରେଣୀ ବୋର୍ଡର ଥିଓରୀ ପରୀକ୍ଷା ମାର୍କ ଆଧାରରେ ମୂଲ୍ୟାୟନ କରାଯିବ । ସେହିପରି ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କୁ […]

Continue Reading

ପୁରୀ ରଥଯାତ୍ରା ପାଇଁ ୪ ଥର ହେବ କୋଭିଡ୍ RT-PCR ଟେଷ୍ଟ

ପୁରୀ: ରଥଯାତ୍ରାରେ ସାମିଲ ହେବାକୁ ଥିବା ସେବାୟତଙ୍କର ଚାରି ଥର କୋଭିଡ୍ ଟେଷ୍ଟ ହେବ । ବିଭିନ୍ନ ପର୍ଯ୍ୟାୟରେ RT-PCR ଟେଷ୍ଟ କରାଯିବ । ସେହିପରି ପୋଲିସ୍ କର୍ମଚାରୀ ଓ ମନ୍ଦିର ଅଧିକାରୀଙ୍କର ମଧ୍ୟ ୪ ଥର RT-PCR ଟେଷ୍ଟ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପ୍ରଥମେ ସ୍ନାନଯାତ୍ରା ପୂର୍ବରୁ କୋଭିଡ୍ ଟେଷ୍ଟ କରାଯିବ । ସେହିପରି ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରା ପୂର୍ବରୁ ସେବାୟତ, […]

Continue Reading

ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଟିମ୍: ଓଡ଼ିଶାରୁ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା

ନୂଆଦିଲ୍ଲୀ: ଦୁଇ ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଅଲିମ୍ପିକ୍ସ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଦଳ ଘୋଷଣା ହୋଇଛି । ୧୫ ଜଣିଆ ଟିମରେ ଅଛନ୍ତି ଦୁଇ ଓଡ଼ିଆ । ଗତକାଲି ମହିଳା ଦଳରେ ଓଡ଼ିଆ ଖେଳାଳି ଦୀପଗ୍ରେସ ଏକ୍କା ସାମିଲ ହୋଇଥିଲେ । ଏଥର ଟୋକିଓ ଅଲିମ୍ପିକ୍ସ ପାଇଁ ଉଭୟ ପୁରୁଷ ଓ ମହିଳା ହକି ଟିମରେ ସ୍ଥାନ ପାଇଛନ୍ତି ତିନି ଜଣ ଓଡ଼ିଆ […]

Continue Reading