ପରଲୋକରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ବିଜୟ ସାହୁ
ଭୁବନେଶ୍ୱର: ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ ସାହୁଙ୍କର ଆଜି ପରଲୋକ ହୋଇଛି । ଗତ କିଛି ଦିନ ହେଲା ସେ କୋଭିଡ୍ରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ଆଜିସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା । କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସା ଚାଲୁଥିବା […]
Continue Reading
