ଓଡ଼ିଶାରେ କରୋନା ରେଡ୍ ହଟ୍ ଜିଲ୍ଲା ଖୋର୍ଦ୍ଧା-ସୁନ୍ଦରଗଡ଼-କଟକ
ଭୁବନେଶ୍ୱର: ରାଜ୍ୟରେ କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ । ସେକେଣ୍ଡ ଓ୍ୱେଭରେ ବିଭିନ୍ନ ସମୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ହଜାରେ ପାର କରିଛି । ଆଜି କଟକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି । ରାଜ୍ୟରୁ ଦିନକରେ ଯେତିକି ପଜିଟିଭ୍ ବାହାରୁଛନ୍ତି ତାର ୩୦ ପ୍ରତିଶତରୁ ଅଧିକ କେବଳ ଏହି ତିନିଟି ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି । ଏହି ତିନିଟି ଜିଲ୍ଲାରେ ସଂକ୍ରମଣ ବ୍ରେକ ଫେଲ୍ […]
Continue Reading
