ରାଜ୍ୟର ୨୩ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ବୁଧବାର ଦିନ ରାଜ୍ୟର ଅତି କମରେ ୨୩ ଟି ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି। ୩୦ରୁ ୪୦ କିଲୋମିଟର ବେଗରେ ବେଗରେ ପବନ ବହିବା ସହିତ ଅଧିକାଂଶ ଉପକୂଳ ଏବଂ ଦକ୍ଷିଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଉତ୍ତର ଏବଂ ପଶ୍ଚିମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଆସନ୍ତା ୯ ତାରିଖ […]
Continue Reading
