ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ପୋଲିସ ଡିଜି

ବାଲେଶ୍ୱର: ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ବ୍ୟାପୁଛି କରୋନା କାୟା । ଓଡ଼ିଶାର ସୀମାନ୍ତବର୍ତ୍ତୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ସଂକ୍ରମଣ ବଢୁଛି । ଆଜି ବାଲେଶ୍ୱର ଗସ୍ତରେ ଯାଇ ଦୁଇଟିଯାକ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ସୀମାରେ କେମିତି ଚାଲିଛି ପ୍ରବାସୀଙ୍କ ଚେକିଂ, ଏନଫୋର୍ସମେଣ୍ଟ କଟକଣାକୁ କିଭଳି କଡ଼ାକଡ଼ି କରିଛି ପୋଲିସ, ସନେଇ ଦୁଇ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ରାତ୍ରିକାଳୀନ କର୍ଫ୍ୟୁ, […]

Continue Reading

ତାଳଚେର ହିଙ୍ଗୁଳା ମନ୍ଦିର ବିକାଶ ପାଇଁ MCL ସିଏସ୍ଆର୍‌ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର

ଅନୁଗୋଳ: ତାଳଚେର ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର । ଏମ୍‌ସିଏଲ୍‌ର ସିଏସ୍ଆର୍ ପାଣ୍ଠିରୁ ମନ୍ଦିରର ବିକାଶ ପାଇଁ ଏହି ଟଙ୍କା ମଞ୍ଜୁର ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ମନ୍ଦିର ପାଇଁ ଅର୍ଥ ମଞ୍ଜୁର ହୋଇଛି । ଏନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଗତ ଜାନୁଆରୀ ୧୩ ତାରିଖରେ ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ କେନ୍ଦ୍ର କୋଇଲା […]

Continue Reading

କୋଦଳାରେ ଯୁବ ବ୍ୟବସାୟୀଙ୍କ କରୋନାରେ ମୂର୍ତ୍ୟୁ

ବେଗୁନିଆପଡା : ଶନିବାର କୋଦଳା ଅଂଚଳରୁ ଏକ ଦୁଃଖଦ ଖବର ପହଁଚିଛି । ସମସ୍ତଙ୍କ ପ୍ରିୟ, ମେଳାପି, ଉତ୍ତମ ବ୍ୟବହାରରେ ସମସ୍ତଙ୍କ ମନ ଜିଣିଥିବା ଯୁବ ବ୍ୟବସାୟୀ କୈଳାଶ ଚନ୍ଦ୍ର ପୃଷ୍ଟି (୩୫)ଙ୍କ କରୋନା ରେ ମୃତ୍ୟୁ ଘଟିଛି। ଗତ ଏକ ସପ୍ତାହ ହେବ ବେଗୁନିଆପଡା ମେଡିକାଲରେ କୋଭିଡ ପରୀକ୍ଷା ପରେ କରୋନା ପଜେଟିଭ ରିପୋର୍ଟ ମିଳିବାରୁ ସଙ୍ଗେ ସଙ୍ଗେ ସେ ନିଜର ପରିବାର ସହିତ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ । କିନ୍ତୁ […]

Continue Reading

ଟ୍ରେନ ଅଟକାଇଲେ ମାଓବାଦୀ, ମାରିଲେ ଓ ବାଣ୍ଟିଲେ ପୋଷ୍ଟର !

ମାଲକାନଗିରି: ଅପରେସନ୍ ପ୍ରହାରକୁ ନକ୍ସଲଙ୍କ ବିରୋଧ । ଗତକାଲି ମାଲକାନଗିରି ଛତିଶଗଡ ସୀମାନ୍ତ ଦାନ୍ତେଓଦ୍ୱାଡା ଜିଲ୍ଲାରେ ଏକ ପାସେଂଜର ଟ୍ରେନକୁ ଅଟକାଇଥିଲେ । ସୂଚନା ମୁତାବକ ବାଚେଲି ଓ ଭାନସି ମଝିରେ ଥିବା ଜଙ୍ଗଲି ରାସ୍ତାରେ ଶତାଧିକ ମାଓବାଦୀ ଟ୍ରେନକୁ ଅଟକାଇବା ପରେ ଯାତ୍ରୀମାନ ଭୟଭୀତ ହୋଇପଡିଥିଲେ । ଟ୍ରେନରେ ମାଓବାଦୀମାନ ପୋଷ୍ଟର ଲଗାଇବା ସହ ଆସନ୍ତା ୨୬ ତାରିଖରେ ଭାରତ ବନ୍ଦ କରିବାକୁ ଯାତ୍ରୀମାନଙ୍କୁ ମାଓ ପୋଷ୍ଟର ମଧ୍ୟ ବାଣ୍ଟିଥିଲେ । ଦୁଇ ଘଣ୍ଟାରୁ ଅଧିକ […]

Continue Reading

ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା

ଭୁବନେଶ୍ୱର: ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା ।  ଗତକାଲି ୭୬୯ଟି କେନ୍ଦ୍ରରେ ୧ ଲକ୍ଷ ୮ ହଜାର ୯୦୨ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୫୫ ଲକ୍ଷ ୫୦ ହଜାର ୩୮୦ ଡୋଜ୍ ଟିକାକରଣ ହେଲାଣି । ସଟଡାଉନ ଯୋଗୁଁ ଆଜି ଓ ଆସନ୍ତାକାଲି ବନ୍ଦ ରହିବ ଟିକାକରଣ । ଅନ୍ୟ ପାଞ୍ଚ ଦିନ ଅଭିଯାନ ଜାରି ରହିବ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ […]

Continue Reading

ସୋମବାର ରାଜ୍ୟର ଏହି ୨ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ସୂଚନା ଅନୁଯାୟୀ ଓଡିଶାର କୋରାପୁଟ ଏବଂ ଝାରସୁଗୁଡା ଜିଲ୍ଲାର ସମସ୍ତ ଟିକାକରଣ କେନ୍ଦ୍ରରେ ଟିକାକରଣ ସୋମବାର ବନ୍ଦ ରହିବ। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଯେ ଶୁକ୍ରବାର ଦିନ ୭୬୯ ସ୍ଥାନରେ ଟିକାକରଣ କରାଯାଇଥିଲା ଏବଂ ସୋମବାର ୨୮ ଟି ଜିଲ୍ଲାର ୫୧୨ ଟି ସ୍ଥାନରେ ଏହି ଅଭିଯାନ ଜାରି ରହିବ। ଶୁକ୍ରବାର ଦିନ ୪୫ ବର୍ଷରୁ ଅଧିକ ବୟସ୍କ ୧,୦୮,୯୦୨ ଜଣଙ୍କ ମଧ୍ୟରୁ ୬୯,୪୨୦ ଜଣଙ୍କୁ ପ୍ରଥମ ଡୋଜ […]

Continue Reading

ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ଟ୍ରିପଲ ମ୍ୟୁଟାଣ୍ଟ ଷ୍ଟ୍ରେନ୍ ଚିହ୍ନଟ ହୋଇନାହିଁ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଟ୍ରିପଲ୍ ମ୍ୟୁଟାଣ୍ଟ ଚିହ୍ନଟ ହୋଇ ନାହିଁ । ପଶ୍ଚିମବଙ୍ଗ, ଦିଲ୍ଲୀ, ଛତିଶଗଡ଼ରେ ଚିହ୍ନଟ ହୋଇଛି । ଏହି ନୂଆ ଭୂତାଣୁ ଶୀଘ୍ର ବ୍ୟାପୁଛି । ଏହି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଏହି ନୂଆ ଭୁତାଣୁକୁ କୋଭିଡ୍ ଟିକା ରୋକିବ କି ନାହିଁ ତାହା ଅନୁଧ୍ୟାନ ଚାଲିଛି । ଦ୍ୱିତୀୟ ଡୋଜ ନେବା ପରେ ସଂକ୍ରମଣ କମ ହେବା ଆଶଙ୍କା କରାଯାଉଛି । […]

Continue Reading

ଓଡ଼ିଶାରୁ ବିଶାଖାପାଟଣା ଓ ପୁଣେ ଗଲା ଅକ୍ସିଜେନ୍ ବୋଝେଇ ଟ୍ୟାଙ୍କର, ଦେଖନ୍ତୁ ଭିଡିଓ

ଭୁବନେଶ୍ୱର: କରୋନାରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ବିଶାଖାପାଟଣା ଏବଂ ପୁଣେକୁ ଶୁକ୍ରବାର ଦିନ ଓଡିଶାରୁ ଆଉ ଦୁଇଟି ଅକ୍ସିଜେନ୍ ବୋଝେଇ ଟ୍ୟାଙ୍କର ଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ ଯାଜପୁରର ଏକ ଇଣ୍ଡଷ୍ଟ୍ରିଆଲ୍ ୟୁନିଟରୁ ଦୁଇଟି ଟ୍ୟାଙ୍କର୍ ବିଶାଖାପାଟଣା ଏବଂ ପୁଣେକୁ ଏକ ଡେଡିକେଟେଡ୍ କରିଡର ମଧ୍ୟରେ ପୋଲିସ୍ ପଠାଇଛି।

Continue Reading

ଭୁବନେଶ୍ୱରରୁ ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ୧୨୫ ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଡ୍ରଗ୍ସ ବେପାରିକୁ ଗିରଫ କରାଯାଇଛି। ଏହି ବ୍ରାଉନ ସୁଗାରର ବଜାର ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରିଛି ଅବକାରୀ ବିଭାଗ। ତେବେ ଏଥିରେ ଆଉ କାହାର ସମ୍ପୃକ୍ତି ଥିବା ନେଇ ଖୋଳତାଡ଼ ଆରମ୍ଭ ହୋଇଥିବା ସୂତ୍ରରୁ ପ୍ରକାଶ।

Continue Reading

ଝରାଫୁଲ ମୃତ୍ୟୁ ମାମଲା: ଫେରାର୍ ଅଭିଯୁକ୍ତ ଶକ୍ତି ଶେଖର ଗିରଫ

ଭୁବନେଶ୍ୱର: ରମାଦେବୀ ଛାତ୍ର ଝରାଫୁଲ ମୃତ୍ୟୁ ମାମଲାରେ ଫେରାର୍ ଅଭିଯୁକ୍ତ ଗିରଫ । ଅନ୍ୟ ଜଣେ ସହଯୋଗୀ ଶକ୍ତି ଶେଖର ସ୍ୱାଇଁକୁ ଗିରଫ କରିଛି ଯାଜପୁର ପୋଲିସ । ତାକୁ ଭୁବନେଶ୍ୱରରୁ ଗିରଫ କରାଯାଇଛି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଛନ୍ତି । ପୂର୍ବରୁ ଝରାଫୁଲଙ୍କ ବୟଫ୍ରେଣ୍ଡ ରାକେଶ ସ୍ୱାଇଁ ଓ ତୃତୀୟ ଅଭିଯୁକ୍ତ ଅମରେଶ ରାଉତକୁ ଗିରଫ କରିଥିଲା ଯାଜପୁର ପୋଲିସ । କୁହାଯାଉଛି ଅମରେଶଠାରୁ ତଥ୍ୟ ଆଧାରରେ ଶେଖରକୁ ଗିରଫ […]

Continue Reading