ସାମ୍ନାକୁ ଆସିଲା ନିଶା ମହାରଣାଙ୍କ ପୁରା ଇତିହାସ, ସାନ ଝିଅ ବୋଲି ସେ ଥିଲେ ଗେଲ୍ହା
Nisha Maharana’s entire history came to light, she was said to be a young girl
Continue ReadingNisha Maharana’s entire history came to light, she was said to be a young girl
Continue Readingଭୁବନେଶ୍ୱର: ପୁଣି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । ଆସନ୍ତା ୨୬ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଝଡ଼-ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୬ ତାରିଖରେ କାଳବୈଶାଖୀ ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, […]
Continue Readingଭୁବନେଶ୍ୱର: ରାଜ୍ୟରେ ଅପରିବର୍ତ୍ତିତ ରହିବ ବିଜୁଳି ଦର। ଦର ଅପରିବର୍ତ୍ତିତ ରଖିବା ନେଇ ନିଷ୍ପତି ନେଇଛି ଓଡିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି)। ଘରେ।ଇ ଉପଭୋକ୍ତାଙ୍କ ପାଇଁ ମଧ୍ୟ ବୁଦ୍ୟୁତ ଦର ଅପରିବର୍ତ୍ତିତ ରହିବ। ୫୦ ୟୁନିଟ୍ ପାଇଁ ୟୁନିଟ୍ ପିଛା ₹ ୩, ୫୦-୨୦୦ ୟୁନିଟ୍ ପାଇଁ ୪.୮୦ ଟଙ୍କା, ୨୦୦-୪୦୦ ୟୁନିଟ୍ ପାଇଁ ୫.୮୦ ଟଙ୍କା, ୪୦୦ ରୁ ଅଧିକ ୟୁନିଟ୍ ପାଇଁ ୬.୨୦ ଟଙ୍କା ୨୦୨୩-୨୪ ପର୍ଯ୍ୟନ୍ତ ଜାରି ରହିବ। ତେବେ ଡିଜିଟାଲ ମୋଡ୍ରେ […]
Continue Readingଭୁବନେଶ୍ୱର: ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏହି ଗସ୍ତ ମଧ୍ୟରେ ବର୍ତ୍ତମାନ ସେ ନବୀନ ନିବାସରେ ପହଞ୍ଚି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଭେଟିଛନ୍ତି । ନବୀନ ନିବାସରେ ଉଭୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଥିବା ବେଳେ ପାଖରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଛନ୍ତି । ଦୁଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି ନବୀନ ପଟ୍ଟନାୟକ ଏବଂ ମମତା ବାନାର୍ଜୀ ।
Continue Readingପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।
Continue Readingଭୁବନେଶ୍ୱର: ଆଗାମୀ ତିନି ଘଣ୍ଟା ପାଇଁ ୨୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା । ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, କନ୍ଧମାଳ, ବରଗଡ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାରେ ଲୋକଙ୍କୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି […]
Continue Readingଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍କୁଲରେ ଶିକ୍ଷକ ମାନଙ୍କର ଘୋର ଅଭାବକୁ ନେଇ ଆଜି ବିଧାନସଭାରେ ଗଭୀର ଉଦବେଗ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ସ୍କୁଲରେ ଶିକ୍ଷକ ଅଭାବ ହେବ ନାହିଁ। ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଜାରି ରହିଛି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧ ହଜାର ୭୫ଟି ଉଚ୍ଚ ବିଦ୍ୟାଳୟ, ଦ୍ୱିତୀୟ ପର୍ଯ୍ୟାୟରେ ୩ ହଜାର ୪୬୧ ଉଚ୍ଚ ବିଦ୍ୟାଳୟ ଏବଂ ତୃତୀୟପର୍ଯ୍ୟାୟରେ ୨ ହଜାର ୩୩୬ ଉଚ୍ଚ ବିଦ୍ୟାଳୟକୁ ପାଇଭ୍-ଟି […]
Continue Readingସୋନପୁର: ସୋନପୁରର ସଦର ବ୍ଲକ୍ର ଶରଧାବାଲି ସ୍କୁଲଠାରେ କାର୍ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ […]
Continue Readingଭୁବନେଶ୍ୱର : ବିଧାନସଭା ପରିସରରେ ଆଜି (ବୁଧବାର) ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାବେଳେ ‘ଆଶୁ କବି’ ଅନ୍ଦାଜରେ ନଜର ଆସିଥିଲେ ବିଜେଡି ବିଧାୟକ ଅରୁଣ ସାହୁ l ଏକାଧିକ ବାର ପଦକୁ ପଦ ଛନ୍ଦି କହିଥିଲେ ” ଚାଷ, ବାସ, କେନ୍ଦ୍ର ସରକାର କଲା ସର୍ବନାଶ” l ଏଥିସହ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରି ଅରୁଣ କହିଛନ୍ତି; କେନ୍ଦ୍ର ସରକାର, ନା ଆମ ପେଟକୁ ଭାତ ଦେଉଛନ୍ତି ନା ମୁଣ୍ଡକୁ ଛାତ ଖଣ୍ଡିଏ ଦେଉଛନ୍ତି l ଚାଷ ଓ […]
Continue Readingଭୁବନେଶ୍ୱର: ଗତ ୧୮ ତାରିଖ ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱରର ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ ମହାରଣାଙ୍କ ମୃତ୍ୟୁ ଘଟିଥିଲା । ଅକ୍ଷୟ କବାଟ ବନ୍ଦ କରି ଘର ଭିତରେ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିବା ଜଣାପଡ଼ିଥିଲା । ପରେ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲେ ହେଁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା । ଡିଜେଙ୍କ ମୃତ୍ୟକୁ ନେଇ ସନ୍ଦେହ ଦୃଢ଼ୀଭୂତ ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ ଏହି ମୃତ୍ୟୁ ପଛରେ ଏକ […]
Continue Reading