ଶ୍ରଦ୍ଧାଳୁଙ୍କ ପାଇଁ ସପ୍ତାହରେ ଏହି ତିନି ଦିନ ବନ୍ଦ ରହିବ ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର: କରୋନା ମାମଲାର ବୃଦ୍ଧିକୁ ଦୃଷ୍ଟିରେ ରଖି ଘଟଗାଁରେ ଥିବା ପ୍ରସିଦ୍ଧ ତାରିଣୀ ମନ୍ଦିରକୁ ସପ୍ତାହରେ ତିନି ଦିନ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ମଙ୍ଗଳବାର, ଶନିବାର ଏବଂ ରବିବାର ଦିନ ମନ୍ଦିର ବନ୍ଦ ରହିବ। ବାକି ଚାରି ଦିନ ଏହା ଖୋଲା ରହିବ। ମଙ୍ଗଳବାର ମାଁଙ୍କ ମନ୍ଦିରରେ ହେବାକୁ ଥିବା ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ବାହାରୁ ଆସୁଥିବା ଭକ୍ତଙ୍କ ପାଇଁ ଆର୍‌ଟିପିସିଆର୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ […]

Continue Reading

ଏହି ଜିଲ୍ଲାରୁ ଚିହ୍ନଟ ହେଲେ କୁମ୍ଭ ମେଳାରୁ ଫେରିଥିବା ୧୦ ଜଣ ପଜିଟିଭ୍

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକକୁ କୁମ୍ଭ ମେଳାରୁ ୨୯ ଜଣ ଫେରିଥିବା ବେଳେ ୧୦ ଜଣଙ୍କ ନମୁନା କୋଭିଡ୍ ପଜିଟିଭ୍ ଆସିଛି । ୨୯ ଜଣ ରବିବାର ଜିଲ୍ଲାକୁ ଫେରିଥିଲେ । ଆଣ୍ଟିଜେନ୍ ଟେଷ୍ଟରେ ସେମାନଙ୍କ ରିପୋର୍ଟ ପଜିଟଭ୍ ଆସିଛି । କୁମ୍ଭ ମେଳାରୁ ରାୟଗଡ଼ା ଜିଲ୍ଲାକୁ ପ୍ରାୟ ୭୦ ଫେରିଛନ୍ତି । ସୋମବାର ହରିଦ୍ୱାରରୁ ଫେରିଥିବା ୨୦ ଜଣଙ୍କୁ ପ୍ରଶାସନ କୋଭିଡ୍ କେୟାର୍ ସେଣ୍ଟରରେ ରଖିଛି । ଏସଆରସିଙ୍କ ନିର୍ଦ୍ଦେଶ ଅନୁସାରେ ସେମାନେ ୧୪ ଦିନ […]

Continue Reading

ସରିଲା ବ୍ରହ୍ମପୁରର ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଶାଶୁ ଘରକୁ ଫେରିଲେ ମାଆ ସାଆନ୍ତାଣୀ

ବ୍ରହ୍ମପୁର: ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ବାପା ଘରେ ନଅ ଦିନ ରହଣୀ ପରେ ପାଟ, ପାଟୁଆରରେ ଶାଶୁ ଘରକୁ ଫେରିଛନ୍ତି ମାଆ ସାଆନ୍ତାଣୀ । ଗତକାଲି ଅସ୍ଥାୟୀ ମଣ୍ଡପରୁ ବିଳମ୍ବିତ ରାତିରେ ରୀତିନୀତି ଅନୁସାରେ ମନ୍ଦିରକୁ ବାହୁଡ଼ିଛନ୍ତି ମାଆ ବୁଢ଼ୀ ଠାକୁରାଣୀ । କେବଳ ପୂଜକ ଓ ମାଆଙ୍କ ନୀତିରେ ଆବଶ୍ୟକ ଲୋକ ସାମିଲ ଥିଲେ । ଚଳିତବର୍ଷ କୋଭିଡ୍ କଟକଣା ଭିତରେ ଅନୁଷ୍ଠିତ ହୋଇଛି ବୁଢ଼ୀ ଠାକୁରାଣୀ ଯାତ୍ରା । […]

Continue Reading

ଆଜି ଅଶୋକାଷ୍ଟମୀ: ବିନା ଭକ୍ତରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବେନଶ୍ୱର: ଆଜି ପବିତ୍ର ଅଶୋକାଷ୍ଟମୀ । ଆଜି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଣ । ସାଢ଼େ ୧ଟା ସୁଦ୍ଧା ପହଣ୍ଡି ସରିବ । ଅପରାହ୍ଣ ୩ଟାରେ ରଥ ଟଣା ଯିବା ନେଇ ନିଷ୍ପତ୍ତି ହୋଇଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କଡ଼ା କଟକଣା ଭିତରେ ରୁକୁଣା ରଥଯାତ୍ରା ନେଇ ବ୍ୟବସ୍ଥା ହୋଇଛି । କେବଳ ପାଳିଆ ସେବାୟତ […]

Continue Reading

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ କରୋନା

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ । ବହୁବାର ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ଟ୍ୱିଟ୍ କରି ନିଜେ ପ୍ରଦୀପ୍ତ ନାଏକ ସୂଚନା ଦେଇଛନ୍ତି । ଗତ ପାଞ୍ଚ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରିବା ପାଇଁ ସେମାନଙ୍କୁ ଅପିଲ କରିଛନ୍ତି । ସେମାନଙ୍କୁ ଆଇସୋଲେସନରେ ରହିବା ସହ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି ପ୍ରଦୀପ୍ତ ନାଏକ ।

Continue Reading

ଆଜିଠୁ ରାଜ୍ୟ ବାହାରକୁ ଗଡ଼ିବନି ବସ୍, ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ କଟକଣା କଡ଼ାକଡ଼ି ହେଲାଣି । ଆଜିଠୁ ବନ୍ଦ ରହିବ ଆନ୍ତଃରାଜ୍ୟ ବସ୍ ସେବା । ଓଡ଼ିଶାରୁ ବାହାର ରାଜ୍ୟକୁ କୌଣସି ବସ୍ ଯିବ ନାହିଁ କି ସେଠାରୁ ବସ୍ ଓଡ଼ିଶା ଆସିବ ନାହିଁ । କିନ୍ତୁ ରାଜ୍ୟ ଭିତରେ ବସ୍ ଚଳାଚଳରେ କୌଣସି କଟକଣା ନାହିଁ । ବସରେ ଯେତିକି ସିଟ୍ ସେତିକି ଯାତ୍ରୀ ନେବେ । କେହି ଠିଆ ହୋଇ ଯିବେ ନାହିଁ ବୋଲି ଗାଇଡଲାଇନ୍ ଜାରି […]

Continue Reading

ଶ୍ରୀମନ୍ଦିରରେ ଆଜିଠୁ ନୂଆ SOPରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ ନେଇଥିବା ପ୍ରମାଣପତ୍ର ବାଧ୍ୟକାମୂଳକ କରାଯାଇଛି । ଚାରି ଦିନ ମଧ୍ୟରେ କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଥିବା ଆବଶ୍ୟକ । କରୋନା […]

Continue Reading

କୁମ୍ଭମେଳା ଫେରନ୍ତାଙ୍କ ଉପରେ ସରକାରଙ୍କ କଡ଼ା ନଜର: ନବ ଦାସ

ଭୁବନେଶ୍ୱର: କୁମ୍ଭମେଳା ଫେରନ୍ତାଙ୍କଠାରୁ ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କୁମ୍ଭମେଳା ଫେରନ୍ତଙ୍କ ଉପରେ ଏବେ ସରକାର ସ୍ୱତନ୍ତ୍ର ନଜର ରଖିଛନ୍ତି । ଉତ୍ତରାଖଣ୍ଡରେ ନାମ ପଞ୍ଜିକରଣ କରି ଯେଉଁମାନେ କୁମ୍ଭମେଳାକୁ ଯାଇଥିଲେ ସେମାନଙ୍କର ତାଲିକା ପ୍ରସ୍ତୁତ କରାଯାଉଛି । ସେମାନଙ୍କୁ ଟ୍ରାକିଂ କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । କୁମ୍ଭମେଳା ଫେରନ୍ତାଙ୍କ ଜଞ-ଚଉଜ ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି । ଓଡ଼ିଶା […]

Continue Reading

ବିଶିଷ୍ଟ ହୋମିଓପାଥି ଚିକିତ୍ସକ ପ୍ରଫେସର ଡା. ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ସମ୍ମାନ

ଭୁବନେଶ୍ୱର:  ବିଶିଷ୍ଟ ହୋମିଓପାଥି ଚିକିତ୍ସକ ପ୍ରଫେସର ଡାକ୍ତର ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ସମ୍ମାନ ପାଇଁ ଚୟନ କରାଯାଇଛି । ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ହୋମିଓପାଥି ଫିଜିସିଆନ ତରଫରୁ ୨୦୨୧ ବର୍ଷ ପାଇଁ ବିଭିନ୍ନ ପୁରସ୍କାର ଘୋଷଣା କରାଯାଇଛି ।  ସୁନାମଧନ୍ୟ ହୋମିଓପାଥି ଚିକିତ୍ସକ ତଥା ଡା. ଅଭିନ୍ନଚନ୍ଦ୍ର ହୋମିଓପାଥିକ ଭେଷଜ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡା. ନିରଞ୍ଜନ ମହାନ୍ତି ।  ହୋମିଓପାଥି ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ପ୍ରଫେସର ମହାନ୍ତିଙ୍କ ଅବଦାନ ଅତୁଳନୀୟ । ବର୍ତ୍ତମାନ ଡାକ୍ତର ମହାନ୍ତି ଖଣ୍ଡଗିରି ସ୍ଥିତ […]

Continue Reading

ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

ଭବାନୀପାଟଣା: ଦୁର୍ଗମ ଅଞ୍ଚଳରେ ପୁଣି ଜନନୀ ଯନ୍ତ୍ରଣା । ରାସ୍ତା ନଥିବାରୁ ଖଟିଆରେ ବୁହା ହେଲେ ଗର୍ଭବତୀ । ଘଟଣା ଘଟିଛି କଳାହାଣ୍ଡି ଥୁଆମୂଳ ରାମପୁର ପଡାପଦର ପଞ୍ଚାୟତ ଭିତରଡୁଙ୍ଗାରେ । ପାହାଡ ଜଙ୍ଗଲ ଅଞ୍ଚଳ ହୋଇଥିବା ବେଳେ ବେଳେ ଗମନା ଗମନର କୌଣସି ସବୁିଧା ନାହିଁ । ଏମିତି ଅଣ ଓସାରିଆ ଖାଲଢିପ ଦେଇ ଲୋକମାନେ ଯିବାଆସିବା କରୁଛନ୍ତି । ଗାଡିଟିଏ ଯିବାର ବି ସୁବିଧା ନାହିଁ । ଏନେଇ ଗର୍ଭବତୀ ଜଣଙ୍କୁ ଖଟିଆରେ ବୁହା […]

Continue Reading