ଆଜି ଛତିଶାନିଯୋଗ ବୈଠକ, ଜଗା ଦର୍ଶନକୁ ନେଇ ଆସିପାରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି
ପୁରୀ: ସାରା ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ କଟକଣା କଡାକଡି କରାଯାଇଛି। ସାରା ରାଜ୍ୟରେ ନାଇଟ କର୍ଫ୍ୟୁ ନେଇ ଘୋଷଣା କରାଯାଇଥିଲା ବେଳେ କୀର୍ତ୍ତିରାଜି ଗୁଡିକରେ ପର୍ଯ୍ୟଟକଙ୍କ ଆଗମନକୁ ବନ୍ଦ କରାଯାଇଛି। ଏହି ପରିପ୍ରେକ୍ଷୀରେ ପୁରୀ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବ୍ୟବସ୍ଥା ନେଇ ଆଜି ଛତିଶାନିଯୋଗ ବୈଠକ ହେବ। ଭର୍ଚୁଆଲ ମାଧ୍ୟମରେ ମଧ୍ୟାହ୍ନ ୧୨ଟାରେ ଏହି ବୈଠକ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ କ୍ରିଷନ […]
Continue Reading
