ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀଙ୍କ ଆନ୍ଦୋଳନ, ରାସ୍ତାରୋକ

ପୁରୀ: କୋର୍ସ ସରିନି ପରୀକ୍ଷା ହେବ A। ଏହାକୁ ବିରୋଧ କରି ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି । ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । କଲେଜର ମୁଖ୍ୟ ଫାଟକରେ ଭଙ୍ଗାରୁଜା ହୋଇଛି । ପୋଲିସ ଓ ଆନ୍ଦୋଳନରତ ଛାତ୍ରୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି । ପରୀକ୍ଷା ତାରିଖ ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି । ଯୁକ୍ତ ତିନି […]

Continue Reading

ମହଙ୍ଗା ପଡ଼ିଲା ଚୋରି, ଗଛରେ ୩ ଯୁବକଙ୍କୁ ବାନ୍ଧିଦେଲେ ମାଲିକ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ଏକ ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହେଉଛି । ମିଳିଥିବା ସୂଚନା ଅନୁସାରେ ବୋରିଂ ମୋଟର ଚୋରି କରିଥିବା ଅଭିଯୋଗରେ ୩ ଜଣ ଯୁବକଙ୍କୁ ଏମିତି ଘଛରେ ବନ୍ଧା ଯାଇଛି । ଦୀର୍ଘ ସମୟ ଧରି ଗାଁ ଦାଣ୍ଡରେ ଗଛରେ ବାନ୍ଧି ୩ ଯୁବକଙ୍କୁ ଦଣ୍ଡ ଦେଇଛନ୍ତି ଗ୍ରାମବାସୀ । ଏଭଳି ଘଟଣା ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଚିକଟା ମାଟିଆ ଅଞ୍ଚଳରେ ଘଟିଛି । ସୂଚନା ମୁତାବକ  ଚିଟିକା ମାଟିଆର କାର୍ତ୍ତିକ […]

Continue Reading

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ କଳାହାଣ୍ଡି ଓ କେନ୍ଦୁଝରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର କରୋନାରେ ମୃତ୍ୟ ଘଟିଥିବା ସୁତ୍ରରୁ ପ୍ରକାଶ। ଅଧିକ ପଢନ୍ତୁ- ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ […]

Continue Reading

ସିବିଏସ୍‌ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବୈଠକ ପରେ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଏବଂ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ସିବିଏସ୍ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ଜୁନ୍ ୧ ରେ ସ୍ଥିତିର ସମୀକ୍ଷା କରାଯିବ। ଏହାପରେ ସଂଶୋଧିତ ତାରିଖ ଘୋଷଣା କରାଯିବ। କରୋନା ବୃଦ୍ଧି ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। […]

Continue Reading

ଅନୁଭୂତିରେ ପଣା ସଂକ୍ରାନ୍ତି : ପବିତ୍ର ମୋହନ ଦାଶ

ପବିତ୍ର ମୋହନ ଦାଶ ଗାଁ ଓ ସହର ଉଭୟ ଜାଗାରେ ପଣା ସଂକ୍ରାନ୍ତି ଅନୁଭବିଛି । ବିଷୁବ ସଂକ୍ରାନ୍ତି, ମହାବୀର ଜୟନ୍ତୀ ଏ ସବୁ ଧାର୍ମିକ ଦିଗ ଅପେକ୍ଷା ମୋତେ ବେଶୀ ଆକୃଷ୍ଟ କରିଛି ବିଭିନ୍ନ ପ୍ରକାରର ପଣାର କଳ୍ପନା ଓ ପ୍ରସ୍ତୁତି ପ୍ରଣାଳୀ । ଗାଁରେ ତୁଳସୀ ଚଉରା ଉପରେ ବନ୍ଧା ହୋଇଥିବା ନଡ଼ିଆ ବାହୁଙ୍ଗାରୁ ଝୁଲୁଥାଏ ଛୋଟ ଛିଦ୍ରଯୁକ୍ତ ମାଟି ଘଡି । ପଣା ଭୋଗ ହେବା ପରେ ଢାଳି ଦିଆଯାଏ ସେ ଘଡିରେ […]

Continue Reading

ହାଇଦର ଫେରାର୍ ପଛରେ ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ବିଜେପି ନେତା ପ୍ରକାଶ ମିଶ୍ର

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାକୁ ୫ ଦିନ ବିତିଲାଣି । ପୋଲିସ ଖୋଜୁଛି ପାଉନି । କୁହାଯାଉଛି କେନ୍ଦ୍ରାପଡ଼ାର ଜମ୍ବୁ ଦେଇ ବାଲାଂଦେଶ ପଳାଇଛି ହାଇଦର । ଅନ୍ୟପଟେ ହାଇଦର ନିଖୋଜକୁ ନେଇ ପୋଲିସ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍ କରି ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ଅନେକ ପ୍ରଶ୍ନ କରିଛନ୍ତି । ହାଇଦରକୁ ଫେରାର୍ ପଛରେ ଷଡ଼ଯନ୍ତ୍ର କରାଯାଇଥିବା କହିଛନ୍ତି ପ୍ରକାଶ […]

Continue Reading

ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍, ସମସ୍ତ ରାସ୍ତା ସିଲ୍ କଲା ଜିଲ୍ଲା ପ୍ରଶାସନ, ଏପ୍ରିଲ ୩୦ଯାଏଁ ବସ୍ ସେବା ବନ୍ଦ

ମାଲକାନଗିରି: ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍ ହୋଇଛି । କରୋନା ସଂକ୍ରମଣ ବଢୁଥିବାରୁ ମାଲକାନଗିରିଠାରୁ ଛତିଶଗଡକୁ ସଂଯୋଗ ହେଉଥିବା ସମସ୍ତ ରାସ୍ତାକୁ ସିଲ୍ କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଏହାସହ ଏପ୍ରିଲ ୩୦ ପର୍ଯ୍ୟନ୍ତ କୌଣସି ବସ୍ ଛତିଶଗଡରୁ ମାଲକାନଗିରି ଯାତାୟାତ କରିପାରିବ ନାହିଁ ବୋଲି ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି । ମାଲକାନଗିରିରୁ ଛତିଶଗଡ ସହ ସୁକୁମା ଓ ଦୋର୍ନାପାଲକୁ ସଂଯୋଗ କରୁଥିବା ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଛତିଶଗଡରୁ ମାଲକାନଗିରି […]

Continue Reading

ଭବାନୀ ଶଙ୍କର ଦାଶଙ୍କ ‘ଶେଷ ବୁନ୍ଦାକ ଲୁହ’ ଲୋକାର୍ପିତ

ବାଲିପାଟଣା : ବିଶିଷ୍ଟ ଗାଳ୍ପିକ ଡ. ଭବାନୀ ଶଙ୍କର ଦାଶଙ୍କ ଗଳ୍ପ ସଂକଳନ ‘ଶେଷ ବୁନ୍ଦାକ ଲୁହ’ ସ୍ଥାନିୟ ଶିଶୁ ଅନନ୍ତ ମହାବିଦ୍ୟାଳୟ ପରିସରରେ ହୋଇଯାଇଛି। ମଣିଷ ଜୀବନ ଓ ସାମାଜିକ ପ୍ରତିଛବି ଏହି ଗଳ୍ପ ସଙ୍କଳନରେ ସ୍ଥାନିତ ହୋଇଛି ବୋଲି ଗାଳ୍ପିକ ଶ୍ରୀ ଦାଶ କହିଥିଲେ। ବୈକୁଣ୍ଠ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଳ ସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ବାଲେଶ୍ଵର ନାଥ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ଅବସରରେ […]

Continue Reading

ଏମିତି ଚାଲିଛି ଟିକା ଉତ୍ସବ: ଟିକା ଅଭାବରୁ ଓଡ଼ିଶାରେ ୧୧ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ ଦେଶରେ ଚାଲିଛି ଟିକା ଉତ୍ସବ । ଅଧିକରୁ ଅଧିକ ଲୋକଙ୍କୁ ଟିକା ଦେବାକୁ ଅଭିଯାନ ଚାଲିଛି । ଏପଟେ କିନ୍ତୁ ଓଡ଼ିଶାର ଟିକାର ଘୋର ଅଭାବ ଦେଖାଦଇଛି । ଟିକା ଅଭାବରୁ ଆଜି ରାଜ୍ୟର ୧୧ଟି ଜିଲ୍ଲା ଯାଜପୁର, ଭଦ୍ରକ, ପୁରୀ, ନୟାଗଡ଼, ସୋନପୁର, ଗଜପତି, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଢେଙ୍କାନାଳ, କୋରାପୁଟରେ ବନ୍ଦ ରହିଛି ଟିକାକରଣ । ଆଜି ମାତ୍ର ୫୦୦ କେନ୍ଦ୍ରରେ ଟିକାକରଣ ହେଉଛି । ୬୧ ହଜାର […]

Continue Reading

ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ୭୩ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର । ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ମନ୍ଦିରମାଳିନୀ ସହରରୁ ବିଶ୍ୱସ୍ତରୀୟ ସ୍ମାର୍ଟସିଟିରେ ପରିଣତ ହୋଇଛି ଭୁବନେଶ୍ୱର । ଏବେ ଭାରତର ଖେଳ ରାଜଧାନୀ ଭାବେ ଭୁବନେଶ୍ୱର ଉଭା ହୋଇଛି । ଭୁବନେଶ୍ୱର ସ୍ମାରକୀ, ସଂସ୍କୃତି ଓ ଐତିହ୍ୟକୁ ସଂରକ୍ଷଣ କରି ଭୁବନେଶ୍ୱରକୁ ଏକ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ନିରନ୍ତର ପ୍ରୟାସ କରାଯାଉଥିବା ଉଲ୍ଲେଖ […]

Continue Reading