ଅପରେନସ୍ ହାଇଦର: କେଉଁଠି ଲୁଚିଛି ଗ୍ୟାଙ୍ଗଷ୍ଟର ? ଖୋଜୁଛି ପୋଲିସର ୪ଟି ଟିମ୍

ଭୁବନେଶ୍ୱର: ପୋଲିସକୁ ଚକମା ଦେଇ କଟକ ଏସସିବିରୁ ଚମ୍ପଟ ମାରିଥିବା ଗ୍ୟାଙ୍ଗଷ୍ଟାର ହାଇଦର କେଉଁଠୁ ଲୁଚିଛି ? ତାକୁ ଖୋଜୁଛି ପୋଲିସ । ଗତକାଲିଠାରୁ ଏଯାଏ କୌଣସି ପତ୍ତା ମିଳିନି । ହାଇଦରକୁ ଖୋଜିବା ପାଇଁ ୪ଟି ସ୍ପେଶାଲ୍ ଟିମ୍ ଗଠନ କରାଯାଇଛି । ରେଲ୍‌ୱେ ଷ୍ଟେସନ, ବିମାନ ବନ୍ଦର, ବସ୍‌ଷ୍ଟାଣ୍ଡ ଉପରେ ନଜର ରଖାଯାଇଛି । ନିଜେ ପୋଲିସ କମିଶନର ଅପରେସନ୍ ହାଇଦରକୁ ତଦାରଖ କରୁଛନ୍ତି । ବଛା ବଛା ପୋଲିସ ଅଫିସର ଗ୍ୟାଙ୍ଗଷ୍ଟରକୁ ଖୋଜିବା କାମରେ ଲାଗିଛନ୍ତି […]

Continue Reading

ଦ୍ୱିତୀୟ ଡୋଜ କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଦ୍ୱିତୀୟ ଡୋଜ କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଭୁବନେଶ୍ୱର ଏମ୍‌ସ ଠାରେ କରୋନା‌ ଟିକା କୋଭାକ୍ସିନ୍‌ ଗ୍ରହଣ କରିଛନ୍ତି। ଏହା ସହିତ ସମସ୍ତେ ନିଶ୍ଚିତ ଭାବେ ଟିକା ଗ୍ରହଣ କରି ସୁରକ୍ଷିତ ରହିବା ପାଇଁ ସେ କହିଛନ୍ତି। ଏହା ସହ ସଶକ୍ତ ଭାବେ କରୋନା ସହ ଲଢ଼ିବା ପାଇଁ ସାଂସଦ ଅପରାଜିତା ଷଡ଼ଙ୍ଗୀ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି।

Continue Reading

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ କରୋନା ପଜିଟିଭ୍

ପିପିଲି: ପିପିଲି ଉପନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ‌ ଅଜିତ‌ ଶନିବାର ଦିନ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି। ତେବେ ସେ କଂଗ୍ରେସ କର୍ମୀଙ୍କୁ ଗୁଜବ ପ୍ରଚାର ନକରିବା ଏବଂ ଦଳ ପାଇଁ ଜୋରଦାର ପ୍ରଚାରରେ ଧ୍ୟାନ ଦେବାକୁ ସେ ଅନୁରୋଧ କରିଛନ୍ତି।

Continue Reading

ସିଲ୍‌ ହେଲା ଓଡ଼ିଶାର ଆଉ ୨ ସିନେମା ହଲ୍‌

ପାରଳାଖେମୁଣ୍ଡି: କୋଭିଡ୍‌-୧୯ ଗାଇଡଲାଇନର ଉଲ୍ଲଂଘନ ପାଇଁ ଗଜପତି ଜିଲ୍ଲା ପ୍ରଶାସନ ଶନିବାର ଦିନ ପାରଳାଖେମୁଣ୍ଡି ସହରର ଦୁଇଟି ସିନେମା ହଲକୁ ସିଲ୍ କରିଛି। ପ୍ରଶାସନ ଏକ ବିଜ୍ଞପ୍ତିରେ କହିଛି ଯେ ଦୁଇଟି ସିନେମା ହଲ୍ – ଜୟା ମହଲ ଏବଂ ଲକ୍ଷ୍ମୀ ଟକିଜ୍ – ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ସିଲ୍ କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନରେ ତେଲୁଗୁ ଚଳଚ୍ଚିତ୍ର ଦେଖିବା ପାଇଁ ଏହି ଦୁଇଟି ସିନେମା ହଲ ସମ୍ମୁଖରେ ଲୋକଙ୍କ ଭିଡ଼ ଜମିଥିଲା। ସୂଚନା ପାଇ […]

Continue Reading

୩ ଦିନ ମଧ୍ୟରେ କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୯୦ ଲକ୍ଷରୁ ଅଧିକ ‌ଜରିମାନା ଆଦାୟ କରିଛି ଓଡ଼ିଶା ପୋଲିସ

ଭୁବନେଶ୍ୱର: କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ୱତନ୍ତ୍ର ଅଭିଯାନ ଜାରି କରି ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶା ପୋଲିସ ପ୍ରାୟ ୩୯ ଲକ୍ଷ ଟଙ୍କା ଜରିମାନା ଆଦାୟ କରିଛି। ଅଭିଯାନର ତୃତୀୟ ଦିନରେ ମାସ୍କ ବ୍ୟବହାର ନକରିବା କିମ୍ବା ସାମାଜିକ ଦୂରତା ବଜାୟ ରଖିବା ପାଇଁ ପୋଲିସ ୧୨,୧୪୫ ଜଣଙ୍କ ଉପରେ ଜରିମାନା ଲାଗୁ କରିଥିଲା। ସେମାନଙ୍କଠାରୁ ୩୮,୯୮,୨୫୦ ଟଙ୍କା ଆଦାୟ କରିଛି ଓଡ଼ିଶା ପୋଲିସ୍‌। ଗତ ତିନି ଦିନ ମଧ୍ୟରେ ୩୩,୩୪୬ ଜଣ ଲୋକ […]

Continue Reading

ଦିନକରେ ସର୍ବାଧିକ ୧୩୭୪ କରୋନା ପଜିଟିଭ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ୧୩୭୪ ନୂଆ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୮୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୬୨ଟି । ତନ୍ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୩୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି… ସୁନ୍ଦରଗଡ଼ରୁ ସର୍ବାଧିକ ୩୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୩, […]

Continue Reading

୭୦ ଦିନରେ ରାଜ୍ୟରେ ଦିଆଯାଇଛି ୪୦ ଲକ୍ଷ ଡୋଜ୍ ଟିକା

ଭୁବନେଶ୍ୱର: ଜାନୁଆରୀ ୧୬ ରାଷ୍ଟ୍ରୀୟ ଟିକାକରଣ ଦିବସରୁ ଆରମ୍ଭ ହୋଇଥିବା ଟିକାକରଣ ରାଜ୍ୟରେ ଜାରି ରହିଛି । ଏପ୍ରିଲ୍ ୯ ସୁଦ୍ଧା ୭୦ ଦିନ ଭିତରେ ଓଡ଼ିଶା ୪୦ ଲକ୍ଷ ଡୋଜ୍ କୋଭିଟ୍ ଟିକା ଦେଇଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେବା ସହ ଏଥିପାଇଁ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛି । ଟିକାକରଣର ପ୍ରଥମ ୪୫ ଦିନରେ ଓଡ଼ିଶା ୧୦ ଲକ୍ଷ ଟିକା ଦେଇଥିବା ବେଳେ ପରବର୍ତ୍ତୀ ୧୧ […]

Continue Reading

ପିପିଲି ବାଇପୋଲ୍‌; ଆସନ୍ତା ୧୨ରେ ପ୍ରଚାର ‌ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ୧୨ ରେ ଆଗାମୀ ପିପିଲି ବାଇପୋଲରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରାଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ମନ୍ତ୍ରୀ ସମୀର ରଂଜନ ଦାଶ ଶୁକ୍ରବାର ସୂଚନା ଦେଇଛନ୍ତି। ନବୀନ ଭର୍ଚୁଆଲ ମୋଡରେ ଏହି ପ୍ରଚାର କରିବେ ବୋଲି ମନ୍ତ୍ରୀ କହିଛନ୍ତି। ଏହାପୂର୍ବରୁ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟ କହିଛନ୍ତି ଯେ ପ୍ରତ୍ୟେକ ଜିଲ୍ଲା ପରିଷଦରେ ବଡ଼ ଏଲଇଡି ଟିଭି ଲଗାଯିବ ଯାହା ଫଳରେ ଲୋକମାନେ ସିଏମଙ୍କ ସମ୍ବୋଧନ ଶୁଣିବାକୁ […]

Continue Reading

ସମଲେଇ ବିକାଶ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ସମ୍ବଲପୁରର ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିର ତଥା ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ ଯୋଜନା । ଆଜି ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି । ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ବରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ […]

Continue Reading

ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହେବ ମାଟ୍ରିକ୍ ଏବଂ ପ୍ଲସ୍ ୨ ପରୀକ୍ଷା; ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଶୁକ୍ରବାର ଦିନ ସ୍ପଷ୍ଟ କରିଛନ୍ତି ଯେ ଓଡ଼ିଶାରେ କରୋନାର ଦ୍ୱିତୀୟ ତରଙ୍ଗକୁ ଦୃଷ୍ଟିରେ ରଖି ମାଟ୍ରିକ୍ ଏବଂ ପ୍ଲସ୍ ୨ ପରୀକ୍ଷା ପୁନଃସ୍ଥିର କରିବାର କୌଣସି ଯୋଜନା ନାହିଁ। ସେ କହିଛନ୍ତି, “ପୂର୍ବରୁ ଘୋଷିତ ତାରିଖ ଅନୁଯାୟୀ ପରୀକ୍ଷା ଅନୁଷ୍ଠିତ ହେବ। ମାଟ୍ରିକ ପରୀକ୍ଷା ମେ ୩ ରୁ ୧୫ ପର୍ଯ୍ୟନ୍ତ ଏବଂ ଏପ୍ରିଲ୍ ୨୮ ରୁ ପ୍ରାକ୍ଟିକାଲ୍ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ପ୍ଲସ୍ ୨ […]

Continue Reading