ବୁର୍ଲା ଭୀମସାରରେ ରାଗିଂ ଘଟଣାରେ ୧୮ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଜରିମାନା
ସମ୍ବଲପୁର: ବୁର୍ଲା ଭୀମସାରରେ ଦ୍ୱିତୀୟ ବର୍ଷ ଡାକ୍ତରୀ ଛାତ୍ରଙ୍କୁ ରାଗିଂ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ । ୧୮ ସିନିୟର ଛାତ୍ରଙ୍କୁ ୫୪ ହଜାର ଟଙ୍କା ଜରିମାନା ହୋଇଛି । ଆଣ୍ଟିଂ ରାଗିଂ କମିଟିର ତଦନ୍ତ ଓ ସୁପାରିଶ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭୀମସାର କର୍ତ୍ତୃପକ୍ଷ । ଏହାସହ ରାଗିଂ କରିଥିବା ସିନିୟର ଛାତ୍ରଙ୍କୁ ଓ୍ୱାର୍ଣ୍ଣିଂ ଲେଟର ଜାରି କରାଯାଇଛି । ଏହାସହ ସେମାନଙ୍କ ଅଭିଭାବକଙ୍କୁ ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରାଇଛନ୍ତି ଭୀମସାର କର୍ତ୍ତୃପକ୍ଷ । କିଛି ଦିନ […]
Continue Reading
