ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଙ୍କୁ ୫୦ ହଜାର ଟଙ୍କା ସହାୟତା
ସୋନପୁର: ସୋନପୁରର ସଦର ବ୍ଲକ୍ର ଶରଧାବାଲି ସ୍କୁଲଠାରେ କାର୍ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ […]
Continue Reading
