ପୁରୀ ଲୋକନାଥ ମନ୍ଦିରରେ ଆଜି ପଙ୍କୋଦ୍ଧାର ଏକାଦଶୀ ନୀତି
ପୁରୀ: ପୁରୀ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଆଜି ଅନୁଷ୍ଠିତ ହେବ ପଙ୍କୋଦ୍ଧାର ଏକାଦଶୀ ନୀତି । କୋଭିଡ କଟକଣା ଭିତରେ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଏହି ନୀତି ସମ୍ପନ୍ନ ହେବ । ଗମ୍ଭୀରା ଭିତରକୁ ପ୍ରବେଶ କରି ଦର୍ଶନ ଉପରେ କଟକଣା ଜାରି ହୋଇଛି । ମନ୍ଦିରଠାରୁ ୨୦୦ମିଟର ଅଞ୍ଚଳକୁ ନୋ ଏଣ୍ଟ୍ରି ଜୋନ କରାଯାଇଛି । ଶ୍ରୀଲୋକନାଥ ମନ୍ଦିର ଭିତରେ ଓ ବାହାରେ ୧୫ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ ହେବେ […]
Continue Reading
