ଝାରସୁଗୁଡା ବିଧାନସଭା ଆସନ ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଶେଷ: ସନ୍ଧ୍ୟା ୫ଟା ସୁଦ୍ଧା ୬୮.୧୨% ମତଦାନ
ଝାରସୁଗୁଡ଼ା: ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି ଝାରସୁଗୁଡା ବିଧାନସଭା ଆସନ ଉପ-ନିର୍ବାଚନ। ସନ୍ଧ୍ୟା ୫ଟା ସୁଦ୍ଧା ୬୮.୧୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଦିନ ୧ ସୁଦ୍ଧା ୪୨.୨୬ ପ୍ରତିଶତ ମତଦାନ ହୋଇଥିଲା। ସେହିଭଳି ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଦିନ ୩ଟା ସୁଦ୍ଧା ୬୨,୪୧୯ ଜଣ ପୁରୁଷ […]
Continue Reading
