ଶିକାରୀଙ୍କ ଆକ୍ରମଣରେ ବନ କର୍ମଚାରୀ ଆହତ
ବାରିପଦା: ଶିକାରୀଙ୍କ ଉତ୍ପାତ । ବନ କର୍ମଚାରୀଙ୍କୁ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି । ମୟୂରଭଞ୍ଜ ଜିଲ୍ଲା ଉଦଳା ରେଞ୍ଜରେ ବନ କର୍ମଚାରୀଙ୍କୁ ପଥରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଶିକାରୀଙ୍କ ଆକ୍ରମଣରେ ୪ ବନ କର୍ମଚାରୀ ଗୁରୁତର ହୋଇଛନ୍ତି । ଜମୁଡିହା ଗାଁରେ ଚଢ଼ାଉ କରିଥିଲେ ବନ କର୍ମଚାରୀ । ସମ୍ବର ମାଂସ ଓ ୨ଟି ବନ୍ଧୁକ ଜବତ କରିଥିଲେ । ଗାଁରୁ ଫେରିବା ବେଳେ ସେମାନଙ୍କ ଉପରେ ସଂଘବଦ୍ଧ ହୋଇ ଆକ୍ରମଣ କରିଥିଲେ […]
Continue Reading
