ଘରୋଇ କଳିରୁ କରୁଣ ପରିସ୍ଥିତି; ବୋହୁ ହାତରେ ଗଲା ଶ୍ୱଶୁର ପ୍ରାଣ

ବାରିପଦା: ଘରୋଇ କଳିରୁ କରୁଣ ପରିଣତି । ବୋହୁ ହାତରେ ଗଲା ଶ୍ୱଶୁର ପ୍ରାଣ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ଟାଉନ ଥାନା ଅନ୍ତର୍ଗତ କାଳୀ ମନ୍ଦିର ସାହିରେ। ଅଭିଯୁକ୍ତ ବୋହୁ ଜୟନ୍ତୀ ଭୂୟାଁ(୨୭) ତାଙ୍କ ଶ୍ୱଶୁର ବିଜୟ କୁମାର ଆଇଚ(୭୮)ଙ୍କ ସହିତ ଆଜି ସକାଳୁ ପାଟିଗୋଳ କରିଥିଲେ। ଏନେଇ ଜୟନ୍ତୀ ବିଜୟଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ତାଙ୍କ ସ୍ୱାମୀ ତଥା ମୃତକଙ୍କ ପୁଅ ଦେବରାଜ ଆଇଚ(୪୮) ଥାନାରେ ଅଭିଯୋଗ […]

Continue Reading

ରାଜ୍ୟର ୧୫ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ଵର, ଖୋର୍ଦ୍ଧା, କଟକ, ପୁରୀ, ଭଦ୍ରକ, ନୟାଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ […]

Continue Reading

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ କଂଗ୍ରେସ ନେତା ମହମ୍ମଦ ମୋକିମ୍

କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଟ୍ୱିଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍‌ କରି ମୋକିମ୍‌ କହିଛନ୍ତି, RT PCR ରିପୋର୍ଟ ଅନୁସାରେ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛି। ଶୀଘ୍ର ଆରୋଗ୍ୟ ପାଇଁ ଆପଣମାନଙ୍କ ଆଶୀର୍ବାଦ ଚାହୁଁଛି।

Continue Reading

ଯାଜପୁର ବିରଜା ମନ୍ଦିର ରଥଯାତ୍ରା ପାଇଁ ଅନୁମତି ଦେଲେ ହାଇକୋର୍ଟ

କଟକ: ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିରରେ ଚଳିବର୍ଷ ରଥଯାତ୍ରା ପାଇଁ ମିଳିଲା ଗ୍ରୀନ ସିଗନାଲ୍ । ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । କୋଭିଡ ନିୟମ ଓ କଟକଣା ମାନି ରଥଯାତ୍ରା କରାଯାଉ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୭ରୁ ୨୪ ଯାଏଁ ଅନୁଷ୍ଠିତ ହେବ ମାଆ ବିରଜାଙ୍କ ନବ ଦିନାତ୍ମକ ରଥଯାତ୍ରା ।ମା’ ବିରଜାଙ୍କ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ଆୟୋଜନ ପାଇଁ ଅନୁମତି ପ୍ରସଂଗ […]

Continue Reading

ଖୋଲିପାରେ ରାଜ୍ୟର ପ୍ରମୁଖ ମନ୍ଦିର, ଆକ୍ସନ ପ୍ଲାନ ମାଗିଲେ ସରକାର

ଭୁବନେଶ୍ୱର: ଓଡ଼ିଶାରେ କିଛି ପ୍ରମୁଖ ମନ୍ଦିର ଖୋଲିବା ନେଇ ସଙ୍କେତ ମିଳିଛି । କରୋନା କଟକଣା ଭିତରେ ଭକ୍ତଙ୍କ ପାଇଁ ରାଜ୍ୟର କିଛି ମନ୍ଦିର ଖୋଲିବା ନେଇ ଯୋଜନା କରୁଛନ୍ତି ରାଜ୍ୟ ସରକାର । ଏନେଇ ପୁରୀ ଶ୍ରୀମନ୍ଦିର ଓ ଅନ୍ୟ ପ୍ରମୁଖ ମନ୍ଦିରର ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ କଟକଣା ଭିତରେ କିଭଳି ଭକ୍ତଙ୍କ ପାଇଁ ମନ୍ଦିର ଖୋଲାଯିବ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଟ୍ୱିଟ୍ କରି ଏହି ସୂଚନା […]

Continue Reading

ଓଡ଼ିଶାର ୭ ଜିଲ୍ଲାରୁ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୮୭୪କୁ ବୃଦ୍ଧି ପାଇଛି । ମୃତକଙ୍କ ଭିତରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଅଛନ୍ତି । ସେହିପରି ଭୁବନେଶ୍ୱରରୁ ଆଉ ୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ଦୁଇ […]

Continue Reading

ଭୁବନେଶ୍ୱର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ମୃତ

ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ଼ମେଡିକାଲରେ ଜଣେ ଆହତ ପ୍ରାଣ ହରାଇଛନ୍ତି । ଏହି ସୂଚନା ଦେଇଛନ୍ତି ଏସସିବି ଜରୁରିକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା । ମୃତକଙ୍କ ନାଁ ସତ୍ୟ ନାୟକ ଓ ଘର ଗଞ୍ଜାମ ଜିଲ୍ଲାରେ ବୋଲି ଜଣାପଡ଼ିଛି । ତାଙ୍କର ଶରୀରର ୬୦ ପ୍ରତିଶତ ଜଳି ଯାଇଥିଲା । ମୁଣ୍ଡରେ ବି ଲାଗିଥିଲା ଆଘାତ । ଗତକାଲି ତାଙ୍କୁ ଭେଣ୍ଟିଲେଟରରେ […]

Continue Reading

ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ବିପଦମୁକ୍ତ, ଖାଲି କରାଗଲା ଗ୍ୟାସ ଟାଙ୍କି

ଭୁବନେଶ୍ୱର: ରାଜଭବନ ଅଞ୍ଚଳ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ବିପଦ ଟଳିଛି । ବିଳମ୍ବିତ ରାତିରେ IOCL ଅଧିକାରୀ ଫାଟିଥିବା ଗ୍ୟାସ ଟାଙ୍କିକୁ ଖାଲି କରିଦେଇଛନ୍ତି । ସେଥିରୁ ବାହାର କରାଯାଇଛି ବାକିଥିବା ଗ୍ୟାସ । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି । ଖାଲି ହୋଇଛି ପେଟ୍ରୋଲ ପମ୍ପରେରେ ଥିବା ୨ ନମ୍ବର ଗ୍ୟାସ୍‌ ଟାଙ୍କି । କିଛି ସମୟରେ ପେଟ୍ରୋଲ ଓ ଡିଜେଲ ଟାଙ୍କି ଖାଲି କରାଯିବ । ବର୍ତ୍ତମାନ […]

Continue Reading

ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ ସହିଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର କୋଭିଡ […]

Continue Reading

ତିନି ଅସହାୟ ଶିଶୁଙ୍କୁ ସହାୟତାର ହାତ ବଢାଇଲା କିସ ଫାଉଣ୍ଡେସନ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଜରଦା ଥାନା ଭୋଗିବନ୍ଧ ଗ୍ରାମର ତିନି ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢାଇଛି କିସ ଫାଉଣ୍ଡେସନ। ସୂଚନା ଅନୁସାରେ, ସେମାନଙ୍କ ମା ବାଳାବତୀ ନାୟକଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସରେ ହୋଇ ଯାଇଥିବା ବେଳେ ସେପ୍ଟେମ୍ବର ମାସରେ ବାପା କୁଷନ ନାୟକଙ୍କ ଅକାଳ ବିୟୋଗ ହୋଇଥିଲା। ଯାହା ପରେ ଏହି ତିନି ଶିଶୁ ବେସାହାରା ହୋଇଯାଇଥିଲେ। ଜନଜାତି ବର୍ଗର ଏହି ତିନି ଭାଇ ଭଉଣୀ ଦେବକୀ, ବର୍ଷାରାଣୀ ଓ କ୍ଷୀରୋଦଙ୍କ ଦୁଃଖ […]

Continue Reading