୧୫ ହଜାର ପ୍ରାଥମିକ ଓ ୧୭ ହଜାର ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ
ଭୁବନେଶ୍ୱର: ମଧ୍ୟ ସରକାରୀ ସ୍କୁଲଗୁଡ଼ିକରେ ଅଧିକ ଉନ୍ନତି ଆଣିବା ଲାଗି ରାଜ୍ୟରେ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତାବର୍ଷ ଠାରୁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ ବିଶେଷକରି ସ୍କୁଲ ଗୁଡିକରେ ବିଜ୍ଞାନ ଉପକରଣ, ପାଠ୍ୟପୁସ୍ତକ, ଖେଳ ସରଞ୍ଜମ, ଶିକ୍ଷାଦାନ ଲାଗି ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ଅନୁଯାୟୀ ସୁବିଧା ସୁଯୋଗ ଏବଂ କିଛି ଛାତ୍ରୀ ସ୍କୁଲଗୁଡିକରେ ପିଲାଙ୍କୁ ମୌଳିକ ସୁବିଧା ଯୋଗାଇବା ପାଇଁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ କରାଯିବ । ତେବେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ […]
Continue Reading
