ସଂସଦ ଢାଞ୍ଚାରେ ବିଧାନସଭା ଅଧିବେଶନ, ୪ ଫୁଟ ଦୂରତାରେ ବସିବେ ବିଧାୟକ
ଭୁବନେଶ୍ୱର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ଏଥରର ବିଧାନସଭା । ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ । ତେବେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ ଓ କଲିଂ ଆଟେନସନ ରହିବ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା ଅନୁସାରେ ବିଧାୟକ ମାନେ ୪ ଫୁଟ ଦୂରତାରେ ବସିବେ । ୧୪୫ଟି ସିଟ୍ ପ୍ରସ୍ତୁତ ରଖାଯାଇଛି । ଦର୍ଶକ ଗ୍ୟାଲେରୀରେ ମଧ୍ୟ ବସିହେବ । ବାଚସ୍ପତିଙ୍କ ସୂଚନା ଅନୁସାରେ, ସଂସଦ ଭଳି ବିଧାନସଭାରେ ବିଧାୟକଙ୍କ ସିଟ୍ […]
Continue Reading
