ନଦୀକୁ ଖସିପଡ଼ିଲା ୩୦ ଜଣ ଯବାନଙ୍କୁ ନେଇ ଯାଉଥିବା ବସ୍
ବାଜିପୁର: ନଦୀ ଗର୍ଭକୁ ଖସିପଡ଼ିଲା ଯବାନଙ୍କୁ ନେଇ ଯାଉଥିବା ବସ୍ । ଛତିଶଗଡ଼ ବିଜାପୁର ଅଞ୍ଚଳରେ ନସ୍କଲ ବିରୋଧି ଅପରେସନ୍ ସାରି ଫେରୁଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି ଡିଆରଜି ଯବାନଙ୍କ ଗାଡ଼ି। ଏହି ବସରେ ପାଖାପାଖି ୩୦ ଜଣ ଯବାନ ଥିବା ବେଳେ ସୌଭାଗ୍ୟ ବଶତଃ ଏମାନନେ ସମସ୍ତେ ସୁରକ୍ଷିତ ଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅତିରିକ୍ତି ସେନା ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁଇ ଦିନ ପୂର୍ବରୁ ନକ୍ସଲଙ୍କ ବିରୋଧରେ ଅପେରସନ୍ ପାଇଁ […]
Continue Reading
