ପୋଲିସ ନାଁରେ ନବବଧୂକୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ପୁଲିସ୍ ନାଁରେ ହତ୍ୟା ଅଭିଯୋଗ। ମିଳିଥିବା ସୂଚନା ଅନୁସାରେ ତୋମାଣ୍ଡୋ ଥାନା ପୋଲିସ କର୍ମଚାରୀ ବିଜୟ କୁମାର ଗୋଚ୍ଛାୟତ ଏବଂ  ତାଙ୍କ ପୁଅ ଯାମିନୀ ଗୋଚ୍ଛାୟତଙ୍କ ନାଁରେ ହତ୍ୟା ଅଭିଯୋଗ ହୋଇଛି। ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ଝିଅର ପରିବାର ଲୋକେ। ଏ ନେଇ ତୋମାଣ୍ଡୋ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି ମୃତଦେହ। ମୁତକ ଜଣଙ୍କ ହେଲେ ବନ୍ଦନା ଜେନା । ଗତ ଫେବୃଆରୀ ମାସରେ ତମାଣ୍ଡୋରେ […]

Continue Reading

ଓଡିଶାରେ ଆଉ ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୩୩୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୯ ହଜାର ୮୮୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୫୫୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୭୪ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି। ଆକ୍ରାନ୍ତଙ୍କ […]

Continue Reading

ଆଜିଠୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠାରୁ ବର୍ଷା ସମ୍ଭାବନା ରହିଥିବା ପଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି । ସୃଷ୍ଟ ଲଘୁଚାପ ଯୋଗୁଁ ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଉଛି […]

Continue Reading

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କ ନିଧନ

ପୁରୀ: ପୁରୀ ଜଗନ୍ନାଥ ମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କର ରବିବାର ସକାଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେହାନ୍ତ ଘଟିଛି। ସୂଚନାନୁସାରେ, ରବିବାର ସକାଳେ ହଠାତ୍ ସେ ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା ଚାଲିଥିବା ବେଳେ ସେ ହୃଦଘାତରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,ପୂର୍ବରୁ କୋଭିଡ ସଂକ୍ରମିତ ହେବା ପରେ ଭୁବନେଶ୍ୱରର ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରୁ […]

Continue Reading

ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୫୧ ହଜାରରୁ ଉର୍ଦ୍ଧ୍ବ ନମୁନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୧୫୪ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୦୩୧ ଜଣଙ୍କର ଆଣ୍ଟିଜେନ, ୭୯୬୦ ଟି ଆରଟିପିସିଆର୍ ଓ ୧୬୩ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି । ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ […]

Continue Reading

ବହୁ ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ମନା

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । କରୋନା ଲକ୍ଷଣ ଦେଖାଦେଲେ କଣ କରିବେ ଓ ଘରେ ରହି ନିଜେ ନିଜେର କିପରି ଚିକିତ୍ସା କରିବେ ସେନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ବହୁରୋଗରେ ପୀଡ଼ିତ ଥିଲେ କରୋନା ପଜିଟିଭ ବ୍ୟକ୍ତି ହୋମ୍ ଆଇସୋଲେସନରେ ରହିପାରିବେ ନାହିଁ । କରୋନାରେ ଆକ୍ରାନ୍ତ ବ୍ୟକ୍ତି ହୋମ୍ ଆଇସୋଲେସନରେ ଥିବା ସମୟରେ ସବୁବେଳେ ମାସ୍କ ଓ ଗ୍ଲୋଭସ ପିନ୍ଧିବାକୁ ହେବ । ରାଜ୍ୟ ସ୍ୱ।ସ୍ଥ୍ୟ […]

Continue Reading

ଭୁବନେଶ୍ୱରରୁ ଆଜି ପୁଣି ବାହାରିଲେ ୩୪୨ ପଜିଟିଭ

ଭୁବନେଶ୍ୱର: ବେଲଗାମ ହେଲାଣି କରୋନା । ଦିନକୁ ଦିନ କରୋନା ମିଟର କଂଟା ଉପରମୁହାଁ ହେଉଛି । ରାଜଧାନୀ ଭୁବନେଶ୍ୱରେ ହୁ ହୁ ହୋଇ ବଢ଼ୁଛି ସଂକ୍ରମଣ । ଆଜି ପୁଣି ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୪ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୨୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । Update on newly detected […]

Continue Reading

ଇଂଟରଷ୍ଟେଟ୍ ବସ୍ ଟର୍ମିନାଲ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବୀକରଣ । ଇଂଟରଷ୍ଟେଟ୍ ବସ ଟର୍ମିନାଲ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ । ଏଥିପାଇଁ ଆଜିଠାରୁ ବିଡିଏ ପକ୍ଷରୁ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଆରମ୍ଭ ହୋଇଛି ଉଚ୍ଛେଦ କାମ । ୧୫.୦୫ ଏକର ସ୍ଥାନରେ ଇଂଟରଷ୍ଟେଟ୍ ବସ୍ ଟର୍ମିନାଲ ତିଆରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ବ୍ରିଜ୍ ଆଣ୍ଡ ରୁଫସ୍ କମ୍ପାନୀ ଇଣ୍ଡିଆ ଲିମିଟେଡ୍ ପକ୍ଷରୁ ଏହି ଟର୍ମିନାଲ ତଆରି ହେବ । ନୂଆ ବସ୍ ଟର୍ମିନାଲରେ ବିଦ୍ୟୁତ […]

Continue Reading

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ନବରଙ୍ଗପୁର, କନ୍ଧମାଳ, ବରଗଡ, କଟକ (କଟକ ସିଟି), ଅନୁଗୁଳ, ଖୋର୍ଦ୍ଧା (ଭୁବନେଶ୍ୱର), ଝାରସୁଗୁଡା, ସମ୍ବଲପୁର, ମାଲକାନଗିରି, ରାୟଗଡା, ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ନୟାଗଡ ଆଦି ଜିଲ୍ଲା ରହିଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର […]

Continue Reading

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ: ଅଭିନେତାରୁ ରାଜନେତା ପାଲଟିଥିବା ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ବିଚ୍ଛେଦକୁ ନେଇ ବାକବିତର୍କ ଲାଗି ରହିଛି । ଏଭଳି ସମୟରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବର୍ଷା । ପ୍ରାପ୍ତ ସୂଚନାନୁଯାୟୀ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ଥିବା ମାମଲାକୁ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତରିତ କରିବା ପାଇଁ ବର୍ଷା ଆବେଦନ କରିଛନ୍ତି । ହେଲେ ଅନୁଭବ ତାଙ୍କ ପକ୍ଷ ନଶୁଣି କୌଣସି ରାୟନ ଦେବାକୁ କ୍ୟାଭେଟ୍ ଫାଇଲ୍ କରିଛନ୍ତି […]

Continue Reading