ଭୁବନେଶ୍ୱରରେ ଓଲଟିଲା ପଥର ବୋଝେଇ ଟ୍ରକ୍; ୪ ଆହତ
ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ସ୍ଥିତ ମେଣ୍ଢାଶାଳ ଛକ ନିକଟରେ ଏକ ପଥର ବୋଝେଇ ମିନି ଟ୍ରକ୍ ଓଲଟି ପଡିବା ଫଳରେ ପ୍ରାୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଉକ୍ତ ଟ୍ରକଟି ଖୋର୍ଦ୍ଧାରୁ ଚନ୍ଦକା ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିବା ସହ ପାଖରେ ଥିବା ହୋଟେଲ୍ ଓ କେବିନରେ ବାଡେଇ ହୋଇଯାଇଥିଲା । ଖବର ପାଇ ଚନ୍ଦକା ପୋଲିସ ଘଟଣାସ୍ଥଳରେ ପହଞ୍ଚି […]
Continue Reading
