ରାଜ୍ୟରେ ୨୪ ଘଣ୍ଟାରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୪୨୧ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୩୨ ଜଣଙ୍କର ଆଣ୍ଟିଜେନ, ୭୦୮୬ ଟି ଆରଟିପିସିଆର୍ ଓ ୧୦୩ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା […]
Continue Reading
