20201707-police

ପୋଲିସଙ୍କୁ ୩ ମାସ ମହଲତ

ଭୁବନେଶ୍ୱର: ପୋଲିସକୁ ଫିଟ୍ ରଖିବାକୁ କମିଶନରେଟ୍ ପୋଲିସର ଏସଓପି । ନିଜ କର୍ମଚାରୀଙ୍କୁ ସୁସ୍ଥ ଓ ଫିଟ ରହିବାକୁ କମିଶନରେଟ ପୋଲିସ ଜାରି କଲା ନିର୍ଦ୍ଦେଶନାମା । କରୋନା ରକ୍ତଚାପ, ମଧୁମେହ ଆକ୍ରାନ୍ତଙ୍କ ପାଇଁ ବିପଦ ସୃଷ୍ଟି କରିଛି । ଏଭଳି ସ୍ଥଳେ ପୋଲିସକୁ ଫିଟ୍ ରଖିବାକୁ ସମସ୍ତ କର୍ମଚାରୀଙ୍କ ଉଚ୍ଚତା ଓ ଓଜନ ମାପ କରାଯିବ । ଏହାପରେ ସେମାନଙ୍କୁ ଲିଖିତ ଆକାରରେ ବର୍ତ୍ତମାନର ବଡି ମାସ ଇଣ୍ଡେକ୍ସ-ବିଏମଆଇ ବା ବୟସ ଓ ଉଚ୍ଚତା ଅନୁସାରେ ଆନୁପାତିକ […]

Continue Reading
20200716-corona

ରାଜ୍ୟରେ ପୁଣି 3 ଅଙ୍କରେରେ ବଢ଼ିଲା କରୋନା ସଂକ୍ରମଣ ସଂଖ୍ୟା, 172 ଜଣ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର : ସାରା ବିଶ୍ୱରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସମାନ୍ତରାଳ ଭାବେ ରାଜ୍ୟରେ ମଧ୍ୟ ବଢ଼ିବାରେ ଲାଗିଛି ସଂକ୍ରମଣ । ଆଜି ପୁଣି ରାଜ୍ୟରେ 494 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ସୁଦ୍ଧା 15 ହଜାର 392 ଜଣ ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 322 ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 172 ଜଣ ସ୍ଥାନୀୟ ଅଞ୍ଚଳରୁ […]

Continue Reading
Police-BBSR-Corona-2

କେବଳ ପାଟ୍ରୋଲିଂରେ ଭୁବନେଶ୍ୱର ପୋଲିସ ଖର୍ଚ୍ଚ କରୁଛି ଏତେ ଟଙ୍କା

ଭୁବନେଶ୍ୱର: ଲକଡାଉନ ଓ ସଟଡାଉନ ବେଳେ ପାଟ୍ରୋଲିଂ ପାଇଁ କମିଶନରେଟ ପୋଲିସକୁ ମିଳିଛି ଅତିରିକ୍ତ ଗାଡ଼ି ଓ ଖର୍ଚ୍ଚ ହେଉଛି ଅତିରିକ୍ତ ଇନ୍ଧନ । ସହରକୁ ସୁରକ୍ଷା ଦେବାକୁ ମୁତୟନ ହୋଇଛନ୍ତି ପ୍ଲାଟୁନ ପ୍ଲାଟୁନ ପୋଲିସ୍‌ ଫୋର୍ସ । ଥାନାର ରୁଟିନ୍‌ କାମକୁ ଛାଡ଼ିଦେଲେ ମହାମାରୀ ଆଇନକୁ କାର୍ଯ୍ୟକାରୀ କରିବା ପୋଲିସ ପାଇଁ ବର୍ତ୍ତମାନ ଏକ ବଡ଼ ଚ୍ୟାଲେଞ୍ଜ ପାଲଟିଛି । କରୋନା ମହାମାରୀ ସମୟରେ ବଢ଼ିଛି ପୋଲିସର କାର୍ଯ୍ୟ ସୀମା । ଆପରାଧିକ ଘଟଣାର ତଦନ୍ତ, […]

Continue Reading
20200710-bidhansabha-odisha

ବିଧାନସଭା ସଟଡାଉନ

ଭୁବନେଶ୍ୱର: ସଟଡାଉନ ହେଲା ବିଧାନସଭା । ଆଜି ଦିନକ ପାଇଁ ବିଧାନସଭାକୁ ସଟଡାଉନ୍ କରାଯାଇଛି । ବିଧାନସଭାର ଜଣେ କର୍ମଚାରୀଙ୍କ ମା କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି । ଶନିବାର ଓ ରବିବାର ଦୁଇ ଦିନ ଛୁଟି ରହୁଥିବାରୁ ବିଧାନସଭା ଗେଟ୍ ସୋମବାର ଖୋଲିବ । ଖୋର୍ଦ୍ଧା ଜିଲ୍ଲା ସହ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୧୯୪ରେ ପହଞ୍ଚିଛି । ସେହିଭଳି […]

Continue Reading
20200710-barsa

ପୁଣି ଭିଜିବ ୧୩ ଜିଲ୍ଲା

ଭୁବନେଶ୍ୱର: ପୁଣି ଭିଜିବ ଓଡିଶା । ପୂର୍ବାନୁମାନ କଲା ଭୁବନଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଅନୁଗୁଳ, ଢେଙ୍କାନାଳ, ନୟାଗଡ, କେନ୍ଦୁଝର, ବୌଦ୍ଧ, ଗଞ୍ଜାମ, ବରଗଡ, ସମ୍ବଲପୁର, ନୂଆପଡା, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି।

Continue Reading
20200710-3

ପଳାଶୁଣି ଦୁର୍ଗା ମଣ୍ଡପରେ ରକ୍ତଦାନ ଶିବିର

ଭୁବନେଶ୍ୱର : ଆଜି ସମର୍ପିତ ଓଡିଶା, ସେବା ଫାଉଣ୍ଡେସନ ଓ କମିଶନରେଟ ପୋଲିସ ର ମିଳିତ ଆନୁକୂଲ୍ୟରେ କ୍ୟାପିଟାଲ ହସ୍ପିଟାଲ ରକ୍ତଭଣ୍ଡାର ସହଯୋଗ ରେ ପଳାଶୁଣି ଦୁର୍ଗା ପୂଜା ମଣ୍ଡପ ରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ହାଉସିଂ ବୋର୍ଡ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରିୟଦର୍ଶୀ ମିଶ୍ର,କମିଶନରେଟ ପୋଲିସ ଏ ସି ପି ଶ୍ରୀଯୁକ୍ତ ଲଳିତେନ୍ଦୁ ମହାନ୍ତି ଓ କ୍ୟାପିଟାଲ ହସ୍ପିଟାଲ ରକ୍ତଭଣ୍ଡାର ଅଧିକାରୀ ଡା. ଦେବାଶିଷ ମିଶ୍ର ଙ୍କ ଦ୍ଵାରା ଶିବିର ଉଦ୍ଘାଟିତ […]

Continue Reading
2020710-1

ବୁଲା ଷଣ୍ଢ ଓ ଗାଈ ଙ୍କ ସିଙ୍ଗ ରେ ଲଗାଗଲା ଲାଲ ଷ୍ଟିକର

ଭୁବନେଶ୍ୱର : ବର୍ତ୍ତମାନ ସହରରେ ବିଭିନ୍ନ ରାସ୍ତାରେ ବୁଲୁଥିବା ବୁଲା ଷଣ୍ଢ ଓ ଗାଈଙ୍କର ବିଚରଣ ଏକ ସାଧାରଣ ସମସ୍ୟା ହେଲାଣି। ବୁଲା ଗୋରୁ ମାନେ ଖାଦ୍ୟ ଅଭାବ ଓ ରହିବା ସ୍ଥାନ ଅଭାବରୁ ରାସ୍ତାଘାଟ ରେ ବୁଲାବୁଲି କରୁଛନ୍ତି ଓ ଦୁର୍ଘଟଣା ର ଶିକାର ହୋଇ ଅକାଳ ରେ ମୃତ୍ୟୁବରଣ ମଧ୍ୟ କରୁଛନ୍ତି। ପ୍ରତ୍ୟେକ ଗୁରୁବାର ସହରରେ ବିଭିନ୍ନ ସ୍ଥାନରେ ବୁଲା ଗାଈଗୋରୁ, ବୁଲା କୁକୁର ଓ ଅନ୍ୟ ଜୀବଜନ୍ତୁ ମାନଙ୍କ ପାଇଁ ଦିବ୍ୟ ଆଧାର […]

Continue Reading
20200710-pratap sadangi copy

ଆସିଲା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର: କିଛି ଦିନ ତଳେ ବିଜେପି ବିଧାୟକ କରୋନା ପଜିଟିଭ ଥିବା ଜଣାପଡିଥିଲା। ତାଙ୍କ ସହ ବାଲେଶ୍ୱର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସାକ୍ଷାତ କରିଥିଲେ । ବିଧାୟକ ପଜିଟିଭ ଚିହ୍ନଟ ହେବାପରେ ନୂଆ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ସେ ନିଜକୁ ସଂଘରୋଧରେ ରଖିଥିବା ପ୍ରକାଶ କରିଥିଲେ । ତେବେ ଗୁରୁବାର ଅପରାହ୍ନରେ ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ତାଙ୍କର ନମୂନା ପରୀକ୍ଷଣ ନିମନ୍ତେ ସଂଗ୍ରହ କରାଯାଇଥିଲା। ଏହାପରେ ଆଜି ଏହାର ରିପୋର୍ଟ ଆସିଛି ଯାହାକି […]

Continue Reading
20200709-keonjhar

ସିଲ ହେଲା କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗ

କେନ୍ଦୁଝର: ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହେବା ପରେ ସଂପୃକ୍ତ ବିଭାଗକୁ ସିଲ୍ କରାଯାଇଛି। ଏଥିସହ ହସ୍ପିଟାଲ ପରିସର ମୁଖ୍ୟ କୋଠାକୁ ସ୍ତ୍ରୀ ଓ ପ୍ରସୂତି ବିଭାଗ ସ୍ଥାନାନ୍ତର କରାଯାଇଛି।ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୦ ଜଣଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ମୋଟ୍ ୨ ଜଣ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିସହ ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ବଡ଼ବିଲର ୩୪ ଜଣ ଆଉ ସବୁ ଲୋକାଲ୍ […]

Continue Reading
20200709-abhay

ଗଞ୍ଜାମରେ ପୋଲିସ ଡିଜି

ଛତ୍ରପୁର : ଗଞ୍ଜାମ ଜିଲ୍ଲା ଗସ୍ଥରେ ପୋଲିସ ଡିଜି ଅଭୟ । କରୋନା ସ୍ଥିତି ସମୀକ୍ଷା କରିବାକୁ ଯାଇଛନ୍ତି ଅଭୟ । କରୋନା ହଟ୍‌ସ୍ପଟ୍‌ ଗଞ୍ଜାମରେ ମୃତ୍ୟୁ ଓ ସଂକ୍ରମଣ ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃସ୍ଟିରେ ରଖି ଗୁରୁବାରଠାରୁ ଜିଲ୍ଲାର ସବୁ ସହରାଞ୍ଚଳ ଓ ୫ଟି ବ୍ଲକ ସଦର ମହକୁମାକୁ ଜିଲ୍ଲା ପ୍ରଶାସନ ୫ଦିନ ସଟ୍‌ଡାଉନ୍‌ ଘୋଷଣା କରିଛି। ଛତ୍ରପୁରରେ ଗଞ୍ଜାମ ପୁଲିସ ଜିଲ୍ଲା ମୁଖ୍ୟାଳୟରେ ଦକ୍ଷିଣା‌ଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ଗଞ୍ଜାମ […]

Continue Reading