ଢେଙ୍କାନାଳର ବିରାଶୋଳ ଠାରେ ଏକ ବିଶ୍ୱସ୍ତରୀୟ ବିମାନ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ରେ ଓଡ଼ିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆ ଯିବ ସ୍ୱତନ୍ତ୍ର ଟ୍ରେନିଂ Air Works ସହିତ MoU ସ୍ୱାକ୍ଷରିତ; ଭୁବନେଶ୍ୱର ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ MRO ସୁବିଧା ସ୍ଥାପିତ ହେବ ଗତ ୧୪ ମାସରେ, ଓଡିଶାର ବିମାନବନ୍ଦର ଗୁଡ଼ିକ 15ଟି ନୂଆ ଗନ୍ତବ୍ୟସ୍ଥଳ ସହିତ ଯୋଡି ହୋଇଛି ଏୟାରପୋର୍ଟ ଗୁଡିକରେ ଫ୍ଲାଇଟ ଟ୍ରେନିଂ, UAV ଟ୍ରେନିଂ , ଓ ଏୟାରସ୍ପୋର୍ଟ୍ସ ପାଇଁ ବ୍ୟବସ୍ଥା କରାଯିବ ଢେଙ୍କାନାଳର ବିରାଶୋଳ […]

Continue Reading

ଡିସେମ୍ବର ସୁଦ୍ଧା ଅଗ୍ନିଶମ ବାହିନୀରେ ପୂରଣ ହେବ ୩୦୦ ପଦବୀ: ମୁଖ୍ୟମନ୍ତ୍ରୀ

ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ୬୧ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୯୧୧ ଅଗ୍ନିଯୋଦ୍ଧା ସାମିଲ ହେଲେ ଅଗ୍ନିଶମ ବାହିନୀରେ ଡିସେମ୍ବର ସୁଦ୍ଧା ପୂରଣ ହେବ ଖାଲିଥିବା ୩୦୦ ପଦବୀ ଗତ ଏକ ବର୍ଷରେ ଓଡ଼ିଶା ଅଗ୍ନିଶମ ୭୫୯୯ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତି ଉନ୍ନତ ପ୍ରଶିକ୍ଷଣ ପାଇଁ ୧୦ କୋଟିରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ସିମୁଲେଟର ରାମଚଣ୍ଡୀ ଠାରେ ଜାତୀୟ ସ୍ତରୀୟ ଜଳଦକ୍ଷତା ଓ ଜୀବନରକ୍ଷା ପ୍ରଶିକ୍ଷଣ କେନ୍ଦ୍ର ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ ହେବ […]

Continue Reading

ଆନନ୍ଦ ବଜାର ଭିତରେ ଖୋଲାଯିବ ପୋଲିସର ଏକ ପୋଷ୍ଟ , ସାବାଡ ହେବେ ଅମାନିଆ

ଶ୍ରୀମନ୍ଦିର ଉପରକୁ ଚଢ଼ିବାକୁ ଶୁକ୍ରବାର ଜଣେ ବ୍ୟକ୍ତି ଉଦ୍ୟମ କରିଛନ୍ତି। ପଶ୍ଚିମ ଦ୍ୱାର ନୃସିଂହ ମନ୍ଦିର ଦେଇ ଚଢ଼ିବାକୁ ଉଦ୍ୟମ ବେଳେ ତାଙ୍କୁ କାବୁ କରାଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଉତ୍ତରପ୍ରଦେଶ ଆଜମଗଡ଼ର ବୋଲି ସୂଚନା ମିଳିଛି ଶୁକ୍ରବାର ଶ୍ରୀମନ୍ଦିର ଥାନାରେ ଅଟକ ରହିଥିବା ବ୍ୟକ୍ତି ଜଣକ ହେଲେ ଉତ୍ତରପ୍ରଦେଶ ଆଜମଗଡର ମନୋଜ ସିଂ। ସେ ଜଣେ ସାଧାରଣ ସେବକ ବେଶରେ ଆସିଥିଲେ, ପଶ୍ଚିମଦ୍ବାର ସମ୍ମୁଖସ୍ଥ  ନୃସିଂହ ମନ୍ଦିର ଦେଇ ଉପରକୁ ଚଢିଥିଲେ। ଏହା ଦେଖି ଶ୍ରୀମନ୍ଦିର […]

Continue Reading

ସାରା ରାତି ଝରକା ରେଲିଂରେ ଫସି ରହିଲେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ

କେନ୍ଦୁଝର ଜିଲ୍ଲାରେ ଅଭାବନୀୟ ଘଟଣା।ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ସ୍କୁଲରେ ସାରା ରାତି ବିଦ୍ୟାଳୟ ଘରର ଝରକା ରେଲିଂରେ ଫସି ରହିଥିଲେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ। ସକାଳୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଛାତ୍ରୀ ଜଣକ ସୁସ୍ଥ ଅଛନ୍ତି। ଗୁରୁବାର ବାଂଶପାଳ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅଞ୍ଜର ଠାରେ ଦ୍ଵିତୀୟ ଶ୍ରେଣୀର ଛାତ୍ରୀ ବିଦ୍ୟାଳୟ ଭିତରେ ରହିଯାଇଥିଲେ।  ଆଜି ବିଦ୍ୟାଳୟ ଗେଟ୍ ଖୋଲି ତାକୁ ବାହାର କରା ଯାଇଥିଲା। ପରେ […]

Continue Reading

କେନ୍ଦୁଝର ଜିଲ୍ଲାରେ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା: ଧନ୍ୟବାଦ ଜଣାଇଲେ ଜିଲ୍ଲାବାସ

କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟବୃହତ ଇସ୍ପାତ କାରଖାନା ବିଶ୍ୱର ପ୍ରସିଦ୍ଧ ଇସ୍ପାତ ଉତ୍ପାଦନକାରୀ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁ ମିଶି ସ୍ଥାପନ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତାଜଣାଇଲେ ଜିଲ୍ଲାବାସୀ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା […]

Continue Reading

ବେଆଇନ ଚାନ୍ଦା ଆଦାୟ ସମ୍ପୂର୍ଣ୍ଣ ବନ୍ଦ: ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ଏହ ସହ ତୃଣମୂଳ […]

Continue Reading

କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

କଟକ କାଳିଆବୁଦା ସ୍ଥିତ କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ବିଦ୍ୟାଳୟକୁ ଏକ ଜ୍ଞାନ ଦୀପସ୍ତମ୍ଭ, ଯାହା ୬୦ ବର୍ଷ ହେଲାଣି କଟକ ସହରରେ ଜ୍ଞାନର ଆଲୋକ ବିକିରଣ କରୁଛି ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କମଳାକାନ୍ତ ଉଚ୍ଚ ବିଦ୍ୟାଳୟର ଡାଇମଣ୍ଡ ଜୁବୁଲି ହଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧ କୋଟି ଟଙ୍କା ସହାୟତା […]

Continue Reading

ପାଞ୍ଚ ବର୍ଷରେ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ ନିର୍ମାଣ ହେବ: ନିମ୍ନ ମାନର କାମ ହେଲେ କାର୍ଯ୍ୟାନୁଷ୍ଠାନ

ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ପାଞ୍ଚ ବର୍ଷରେ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ ନିର୍ମାଣ ହେବ ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ ସଡକ ଓ ସେତୁ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଓ ରକ୍ଷଣା ବେକ୍ଷଣ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ କଣ୍ଟ୍ରାକ୍ଟର ମାନଙ୍କ ପାଇଁ ହେବ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]

Continue Reading

୪୫୧୫ କୋଟିର ଶିଳ୍ପ ପ୍ରସ୍ତାବକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରି

୮୨୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଢେଙ୍କାନାଳରେ ବ୍ୟାଟେରୀ ଷ୍ଟୋରେଜ ବି ନିର୍ମାଣ ହେବ ଖୋର୍ଦ୍ଧାରେ ନୂଆ ଇଭି କାରଖାନା ଜଗତସିଂପୁରରେ ହେବ ୩ଷ୍ଟାର ହୋଟେଲ ଅନୁଗୁଳରେ ହେବ ଏନର୍ଜି ଯନ୍ତ୍ରାଂଶ କାରଖାନା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଛି, ରାଜ୍ୟସ୍ତରୀୟ ସିଂଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟିର ୧୩୯ତମ ବେଠକ। ବୈଠକରେ ୪,୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପ ସବୁ ଅନୁଗୁଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, […]

Continue Reading

ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିସଚାର୍ଜ ସମୟରେ ନବୀନ କହିଲେ ଆଇ ଆମ ଫାଇନ ନାଓ । ହସ୍ପିଟାଲରେ ଭଲ ଯତ୍ନ ନେଇଥିବାରୁ ସମ୍ ଅଲ୍ଟିମେଟ୍ ମେଡିକେୟାର ଡାକ୍ତର ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । ମେଡିକାଲ୍‌ ରୁ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି । ଯେଉଁଥିରେ ସେ କହିଛନ୍ତି ‘ମୁଁ ବିଲକୁଲ ଭଲ ଅଛି। […]

Continue Reading