ସାରଦା ଚିଟ୍ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ଖାରଜ
କଟକ: ସାରଦା ଚିଟ୍ଫଣ୍ଡ ଠକେଇ ମାମଲାରେ ଏହାର ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ଖାରଜ କଲେ ଓଡ଼ିଶା ହାଇକୋର୍ଟ। ସାରଦା ରିଅଲଇଷ୍ଟେଟ୍ କମ୍ପାନୀ ଲୋକଙ୍କୁ ଲୋଭ ଦେଖାଇ ଓଡ଼ିଶାର ବିଭିନ୍ନ ସ୍ଥାନରେ କୋଟି କୋଟି ଟଙ୍କାର ସମ୍ପତ୍ତି ହଡପ୍ କରିଥିଲା। ଏ ନେଇ ଅଭିଯୋଗ ହେବା ପରେ ଥାନାରେ ମାମଲା ରୁଜୁ ହୋଇଥିଲା ପଶ୍ଚିମବଙ୍ଗରେ ଏହାର ସିବିଆଇ ତଦନ୍ତ ମଧ୍ୟ ଜାରି ରହିଛି। ତେବେ ୨୦୧୭ରେ ବାଲେଶ୍ୱର ସ୍ୱତନ୍ତ୍ର ଅଧିକୃତ କୋର୍ଟ କମ୍ପାନୀର ୪ କୋଟି […]
Continue Reading
