ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୪ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏକ ଅବପାତରେ ପରବର୍ତ୍ତୀ ୪୮ ଘଣ୍ଟାରେ ପରିଣତ ହେବ । ଏହାପରେ ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗତରେ […]
Continue Reading
