କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

କଟକ କାଳିଆବୁଦା ସ୍ଥିତ କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ବିଦ୍ୟାଳୟକୁ ଏକ ଜ୍ଞାନ ଦୀପସ୍ତମ୍ଭ, ଯାହା ୬୦ ବର୍ଷ ହେଲାଣି କଟକ ସହରରେ ଜ୍ଞାନର ଆଲୋକ ବିକିରଣ କରୁଛି ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କମଳାକାନ୍ତ ଉଚ୍ଚ ବିଦ୍ୟାଳୟର ଡାଇମଣ୍ଡ ଜୁବୁଲି ହଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧ କୋଟି ଟଙ୍କା ସହାୟତା […]

Continue Reading

ପାଞ୍ଚ ବର୍ଷରେ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ ନିର୍ମାଣ ହେବ: ନିମ୍ନ ମାନର କାମ ହେଲେ କାର୍ଯ୍ୟାନୁଷ୍ଠାନ

ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ପାଞ୍ଚ ବର୍ଷରେ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ ନିର୍ମାଣ ହେବ ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ ସଡକ ଓ ସେତୁ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଓ ରକ୍ଷଣା ବେକ୍ଷଣ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ କଣ୍ଟ୍ରାକ୍ଟର ମାନଙ୍କ ପାଇଁ ହେବ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]

Continue Reading

୪୫୧୫ କୋଟିର ଶିଳ୍ପ ପ୍ରସ୍ତାବକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରି

୮୨୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଢେଙ୍କାନାଳରେ ବ୍ୟାଟେରୀ ଷ୍ଟୋରେଜ ବି ନିର୍ମାଣ ହେବ ଖୋର୍ଦ୍ଧାରେ ନୂଆ ଇଭି କାରଖାନା ଜଗତସିଂପୁରରେ ହେବ ୩ଷ୍ଟାର ହୋଟେଲ ଅନୁଗୁଳରେ ହେବ ଏନର୍ଜି ଯନ୍ତ୍ରାଂଶ କାରଖାନା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଛି, ରାଜ୍ୟସ୍ତରୀୟ ସିଂଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟିର ୧୩୯ତମ ବେଠକ। ବୈଠକରେ ୪,୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପ ସବୁ ଅନୁଗୁଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, […]

Continue Reading

ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିସଚାର୍ଜ ସମୟରେ ନବୀନ କହିଲେ ଆଇ ଆମ ଫାଇନ ନାଓ । ହସ୍ପିଟାଲରେ ଭଲ ଯତ୍ନ ନେଇଥିବାରୁ ସମ୍ ଅଲ୍ଟିମେଟ୍ ମେଡିକେୟାର ଡାକ୍ତର ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । ମେଡିକାଲ୍‌ ରୁ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି । ଯେଉଁଥିରେ ସେ କହିଛନ୍ତି ‘ମୁଁ ବିଲକୁଲ ଭଲ ଅଛି। […]

Continue Reading

ସବୁ ଜିଲ୍ଲାରେ ପ୍ରତିଷ୍ଠା ହେବ ‘ଏମଏସଏମଇ ପାର୍କ’

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ଲୋକ ସେବା ଭବନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସମସ୍ତ ଜିଲ୍ଲାରେ MSME ପାର୍କ ପ୍ରତିଷ୍ଠା ତ୍ବରାନ୍ବିତ କରାଯାଉଛି। ଓଡି଼ଶାରେ ଉତ୍ପାଦିତ MSME ଉତ୍ପାଦକୁ ସରକାରୀ ସଂସ୍ଥାଗୁଡ଼ିକରେ ବ୍ୟବହାର ପ୍ରୋତ୍ସାହିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲକ୍ଷପତି ଦିଦିମାନେ ହେଉଛନ୍ତି ବିଭାଗର ସବୁଠାରୁ ବଡ଼ ଅଂଶୀଦାର। ରାଜ୍ଯର ୧୭ ଲକ୍ଷ ଲକ୍ଷପତି ଦିଦିମାନଙ୍କ ମଧ୍ଯରେ ଥିବା MSME […]

Continue Reading

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍: ପଢନ୍ତୁ ପୁରା ଖବର

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର। ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଣ୍ଟନ ପାଇଁ ପ୍ରତି ଛାତ୍ର ପାଇଁ ଏକ ହଜାର ଟଙ୍କା ପାଣ୍ଠି ଆବଶ୍ୟକ। ଏଥିପାଇଁ ପାଣ୍ଠି ଅନୁମୋଦନ ଦେବାକୁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗକୁ ଚିଠି ଲେଖିଛି ଓସେପା। ମନ୍ତ୍ରୀ କହିଛନ୍ତି ରାଜ୍ୟର ୪୫ ହଜାର […]

Continue Reading

ରାଜ୍ୟରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ୍ ଷ୍ଟାଫ୍ ନିଯୁକ୍ତି ପାଇବେ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ରାଜ୍ୟରେ ଖୁବଶୀଘ୍ର  ୧୮୪୦ ଡାକ୍ତର ଓ ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ୍ ଷ୍ଟାଫ୍ ନିଯୁକ୍ତି ପାଇବେ। ମେଡିକାଲ କଲେଜରେ ପ୍ରଫେସର ପଦବୀ ପୂରଣ କରାଯିବ । ଆଦିବାସୀ ଅଧୁଷିତ ଅଂଚଳରେ ଅଧିକରୁ ଅଧିକ ଡାକ୍ତର ନିଯୁକ୍ତି ଦିଆଯିବ । ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିବା ସହ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ରାଜ୍ୟ […]

Continue Reading

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା: ଆଗକୁ ଆହୁରି ବର୍ଷିବ

ରାଜ୍ୟରେ ଲାଗି ରହିଛି ବର୍ଷା। ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଛି। ଆଗକୁ ଆହୁରି ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଅବପାତରେ ପରିଣତ ହୋଇ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଏହା ଦକ୍ଷିଣ ଓଡିଶା – ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ୭ […]

Continue Reading

ଭିଜିଲାନ୍ସ ଜାଲରେ ଆଉ ଜଣେ ଇଞ୍ଜିନିୟର: ୮ଟି ଠିକଣାରେ ଚାଲିଛି ରେଡ୍

ଭିଜିଲାନ୍ସ ଜାଲରେ ଆଉ ଜଣେ ଇଞ୍ଜିନିୟର। ଇଞ୍ଜିନିୟରଙ୍କ ଘରେ ରେଡ୍ । ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଥିବା ଅଭିଯୋଗରେ ଅଧୀକ୍ଷଣ ଯନ୍ତ୍ରୀଙ୍କ ଠିକଣାରେ ଭିଜିଲାନ୍ସ ଚଢାଉ କରିଛି । ଅନୁଗୁଳ ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ୮ଟି ଠିକଣାରେ ଚାଲିଛି ରେଡ୍। ଭୁବନେଶ୍ବରରୁ ସୁନ୍ଦରଗଡ଼ ଖୋଳତାଡ଼ ଚାଲିଛି। ସୁନ୍ଦରଗଡ଼ରେ ତିନି ମହଲା ଘର, ରାଉରକେଲା ଛେଣ୍ଡରେ ଦୁଇ ମହଲା ଘର, ଭୁବନେଶ୍ବର ଘାଟିକିଆ ଅରୋଭିଲାରେ […]

Continue Reading

୩ ଦିନ ପ୍ରବଳ ବର୍ଷା: ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ ଛୁଟି

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆହୁରି ୩ ଦିନ ପ୍ରବଳ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଏହା ଆସନ୍ତା ୨୪ ଘଣ୍ଟାରେ ଅଧିକା ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଅତି ପ୍ରବଳରୁ […]

Continue Reading