୪ କେଜି ସୁନା ଓ ୧୮୫ କେଜି ରୁପା ଜବତ; ୪ ଅଟକ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଳ ଜଙ୍କସନ୍ରୁ ଏକ କାରରୁ ୪ କେଜି ୬୬୪ ଗ୍ରାମ ସୁନା ଓ ୧୮୫.୫ କେଜି ରୁପା ଜବତ କରିଛି ଗୋଳନ୍ଥରା ଥାନା ପୁଲିସ୍। ଏହାର ମୂଲ୍ୟ ପ୍ରାୟ ୩ କୋଟି ୧୦ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ପୁଲିସ୍ର ସୂଚନା ଅନୁଯାୟୀ, ତାମିଲନାଡୁରୁ ବ୍ରହ୍ମପୁର ବଡ଼ ବଜାରକୁ ଏହି ସୁନା ଓ ରୁପା ଚାଲାଣ ହେଉଥିଲା। କାର୍ରେ ଲୁଚାଇ ଏହି ସୁନା ଓ ରୁପାକୁ ନିଆଯାଉଥିଲା। ପୁଲିସ୍ ଏହି ଘଟଣାରେ […]
Continue Reading
