ଶହୀଦ ଭଗତ ସିଂଙ୍କ ଜୟନ୍ତୀରେ ଆପର ରକ୍ତଦାନ ଶିବିର

ଭୁବନେଶ୍ୱର : ଶହୀଦ ଭଗତ ସିଂଙ୍କ ଜୟନ୍ତୀ ପାଳନ କରିବା ଅବସରରେ ଆମ୍ ଆଦମୀ ପାର୍ଟି ଓଡିଶା ତରଫରୁ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆପ୍ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର ରକ୍ତଦାନ ଶିବିରର ଉଦଘାଟନ କରି ରକ୍ତଦାନ କରିଥିଲେ ।  ଡେଙ୍ଗୁ ପାଇଁ ରାଜଧାନୀରେ ପ୍ଲାଟଲେଟର ଅଭାବ ଥିଲାବେଳେ, ଆଜିର ଏହି ରକ୍ତଦାନ ଶିବିର ଜନ ସାଧାରଣଙ୍କୁ ସାହାଯ୍ୟ କରିବ […]

Continue Reading

୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବ୍ରାଉନସୁଗର ଜବତ

ଭୁବନେଶ୍ୱର: ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବ୍ରାଉନସୁଗର ଜବତ, ଜଣେ ଗିରଫ। ଗିରଫ ବ୍ୟକ୍ତି ଜଣକ ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ଫରେଷ୍ଟ ପାର୍କ ଅଞ୍ଚଳର ଉମେଶ ବେହେରା(୨୪)। ସେ କାର୍‌ରେ ବ୍ରାଉନସୁଗାର ବିକ୍ରି କରିବା ଉଦ୍ଦେଶ୍ୟରେ ଆଣି ଆସୁଥିଲେ। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ଓ ଜଟଣୀ ରୋଡ୍‌ରେ ଚଢ଼ାଉ କରି ଏସ୍‌ଟିଏଫ୍ ଓ କମିଶନରେଟ୍‌ ପୁଲିସ ଏହି ବ୍ୟକ୍ତିକୁ ଗିରଫ କରିଛି। ଗତକାଲି ଏ ଚଢ଼ାଉ କରାଯାଇଥିବା ସମ୍ପର୍କରେ ଏସ୍‌ଟିଏଫ୍ ଆଜି […]

Continue Reading

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ: ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ଓ ଯାଞ୍ଚ ବ୍ୟବସ୍ଥାକୁ ସରକାର କଡ଼ାକଡ଼ି କାର୍ଯ୍ୟକାରୀ କରିବା ନେଇ ପରିବହନ ବିଭାଗ ଠାରୁ ଜବାବ ମାଗିଲେ ହାଇକୋର୍ଟ। ଏଭଳି ନମ୍ବର ପ୍ଲେଟ ଲଗାଇବା ନିମନ୍ତେ ସରକାର ନିର୍ଦ୍ଧାରିତ କରି‍ଥିବା ସମୟସୀମାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହ ଜବାବ ଦେବାକୁ କହିଛନ୍ତି। ଆବଶ୍ୟକୀୟ ଭିତ୍ତଭୂମି ବିନା ଏହାକୁ ଲାଗୁ କରିବା କେତେ ଦୂର ଠିକ୍, ସମୟସୀମା ଆଉ ବଢ଼ାଯାଇ ପାରିବ କି ନାହିଁ, ଏହାର […]

Continue Reading

ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ: ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର: ବିଜେଡିର ଜିଲ୍ଲା ପରିସଦ ପ୍ରାର୍ଥୀ ଧର୍ମେନ୍ଦ୍ରଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ ଦାବିରେ ଛାତ୍ର କଂଗ୍ରେସ ଭିକ୍ଷୋପ କରିଛନ୍ତି । ଏଥିସହିତ ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ ସହ ତାଙ୍କ ବାସଭବନକୁ ଅଣ୍ଡା ଓ ଟମାଟୋ ମାଡ କରିଛନ୍ତି । ଏଥିସହିତ ଗଣଶିକ୍ଷା ମନ୍ତ୍ରୀ ତୁରନ୍ତ ତାଙ୍କ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ଦାବି ହୋଇଛି । ଏହାପରେ ପୋଲିସ ଓ ଛାତ୍ର କଂଗ୍ରେସକର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହେବାପରେ ପୋଲିସ ଛାତ୍ର କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଛି […]

Continue Reading

ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ ରାୟଗଡ଼ା ଜିଲ୍ଲା ଚିକିତ୍ସାଳୟକୁ ମିଳିଲା NQAS ସାର୍ଟିଫିକେଟ୍

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟସ୍ତରର ପ୍ରମାଣପତ୍ର ମିଳିଛି । ଚିକିତ୍ସାଳୟର ଗୁଣାବତ୍ତା ମାନ ରଖିବା କ୍ଷେତ୍ରରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ରାୟଗଡ଼ା ଜିଲ୍ଲା ସଦରମହକୁମାର ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ ଗୁଣାବତ୍ତା ନିଶ୍ଚିତତା ମାନକ ପ୍ରମାଣପତ୍ର (NQAS) ପ୍ରଦାନ କରାଯାଇଛି । ଯାହାକି ସ୍ୱାସ୍ଥ୍ୟସେବା କ୍ଷେତ୍ରର ସର୍ବୋତ୍ତମ ପ୍ରମାଣପତ୍ର । ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୮୯ ପ୍ରତିଶତ ଅଙ୍କ ସହିତ ଗୁଣାବତ୍ତା ନିଶ୍ଚିତତା ମାନକ ପ୍ରମାଣପତ୍ର ନିର୍ଦ୍ଧାରିତ […]

Continue Reading

ହକି ବିଶ୍ୱକପ ମ୍ୟାଚ୍‌ସୂଚୀ: ସ୍ପେନ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ

ନୂଆଦିଲ୍ଲୀ: ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ୨୦୨୩ ପୁରୁଷ ହକି ବିଶ୍ୱକପ ପାଇଁ ଆଜି ମ୍ୟାଚ୍‌ସୂଚୀ ପ୍ରକାଶ ପାଇଛି। ଆୟୋଜକ ଭାରତ ପ୍ରଥମ ଦିନ ଅର୍ଥାତ ଜାନୁଆରୀ ୧୩ରେ ସ୍ପେନ ବିପକ୍ଷ ମ୍ୟାଚ୍‌ରୁ ତା’ର ବିଶ୍ୱକପ ଅଭିଯାନ ଆରମ୍ଭ ହେବ। ହେଲେ ଏହା ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ନାହିଁ। ଭାରତ ଓ ସ୍ପେନ ମଧ୍ୟରେ ପ୍ରଥମ ଲିଗ୍‌ ମ୍ୟାଚ୍‌ ରାଉରକେଲାରେ ନୂଆ କରି ତିଆରି ହୋଇଥିବା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ। […]

Continue Reading

ଭଗତ ସିଂହଙ୍କ ଜୟନ୍ତୀରୁ ଆପର ରକ୍ତ ଦାନ ଦିବସ

ଭୁବନେଶ୍ୱର : ଭଗତ ସିଂଙ୍କ ଜୟନ୍ତୀ ଉପଲକ୍ଷେ ତଥା ଆମ୍ ଆଦମୀ ପାର୍ଟୀର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜରିୱାଲଙ୍କ ଆହ୍ଵାନ କ୍ରମେ ତା.୨୮.୦୯.୨୦୨୨ରିଖ ଦିନଟିକୁ “ରକ୍ତ ଦାନ ଦିବସ”ଭାବେ ସମଗ୍ର ଭାରତରେ ପାଳନ କରାଯିବ। ଓଡ଼ିଶାରେ ମଧ୍ୟ ରାଜ୍ୟ ଆପ ତରଫରୁ ଓଡ଼ିଶାର ପ୍ରତ୍ୟକ ଜିଲ୍ଲାରେ ରକ୍ତ ଦାନ ଶିବିରର ଆୟୋଜନ କରାଯାଇଅଛି । ଜିଲ୍ଲା ମୁଖ୍ୟାଳୟ ଓ ବ୍ଲକ ମୁଖ୍ୟାଳୟ ମାନଙ୍କରେ ମଧ୍ୟ ଭଗତ ସିଂହଙ୍କ ଜୟନ୍ତୀ ତଥା ରକ୍ତ ଦାନ ଦିବସ ପାଳନ କରାଯିବ […]

Continue Reading

ଆସନ୍ତା ବର୍ଷରୁ ୪୦ ସ୍କୁଲରେ ଖୋଲିବ ଯୁକ୍ତ ଦୁଇ କ୍ଲାସ

ଭୁବନେଶ୍ୱର: ଆସନ୍ତା ବର୍ଷରୁ ୪୦ ସ୍କୁଲରେ ଖୋଲିବ ଯୁକ୍ତ ଦୁଇ କ୍ଲାସ। ୫ଟି ଅନ୍ତର୍ଗତ ରୂପାନ୍ତରିକରଣ ହୋଇଥିବା ସ୍କୁଲକୁ ଅପଗ୍ରେଡ୍ ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ତେଣୁ ଆସନ୍ତା ୨୦୨୩-୨୪ ଶିକ୍ଷା ବର୍ଷରୁ ୪୦ଟି ସ୍କୁଲକୁ ଅପଗ୍ରେଡ୍ କାମ ଶେଷ କରି ପାଠପଢ଼ା ଆରମ୍ଭ କରାଯିବ ବୋଲି ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଏହି ୪୦ଟି ସ୍କୁଲରେ ଆସନ୍ତା ବର୍ଷ ଠାରୁ ଏକାଦଶ ଶ୍ରେଣୀ […]

Continue Reading

ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବିଡିଓ

ବଲାଙ୍ଗିର: ଭିଜିଲାନ୍ସ, ଜାଲରେ ଗୁଡ଼ଭେଲା ବିଡିଓ । ଗୁଡ଼ବେଲା ଭିଡିଓ ବିନୋଦ କୁମାର ନାଏକ ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ବିଡିଓ ବିନୋଦ ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଲାଞ୍ଚ ଟଙ୍କା ଜବତ କରିବା ସହ ଭିଜିଲାନ୍ସ ବିନୋଦଙ୍କ ୩ଟି ସ୍ଥାନରେ ରେଡ୍ କରିଛି । ଦେଢ଼ ଲକ୍ଷ ଟଙ୍କାର କାମ ପାଇଁ କଣ୍ଟ୍ରାକ୍ଟରଙ୍କ ଠାରୁ ବିଡିଓ ପୂର୍ବରୁ ୩୦ ହଜାର […]

Continue Reading

ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ଆସିଲା ନୂଆ ନିୟମ: ଜାଣନ୍ତୁ କ’ଣ

ଭୁବନେଶ୍ୱର: ହାଇସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ଆସିଛି ବଡ଼ ଖବର । ଏଥିପାଇଁ ଆସିଛି ନୂଆ ନିୟମ । ଟାଇମଲାଇନ ଭିତରେ ବୁକିଂ କରିଥିଲେ ମିଳିବ ରିହାତି । ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ଏହା ସହ ଧାର୍ଯ୍ୟ ତାରିଖ ଭିତରେ ବୁକିଂ କୌଣସି ଫାଇନ୍ ଦେବାକୁ ପଡିବନି । ଗାଡ଼ି ନମ୍ବର ୧,୨ରେ ଶେଷ ହେଉଥିଲେ ୩୦ ସେପ୍ଟେମ୍ବର ହେଉଛି ଡେଡଲାଇନ୍ । ସେହିପରି ୩ ଓ ୪ରେ ଶେଷ ହେଉଥିବା […]

Continue Reading