ଓଡ଼ିଶା ରାଜ୍ୟ ଏଡିଇଓ ସଂଘ ଗଠିତ, ପ୍ରଭାତ ତିୱାରୀ ସଭାପତି
ଭୁବନେଶ୍ବର: ସମଗ୍ର ରାଜ୍ୟରେ ଥିବା ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକ (ଏଡିଇଓ) ମାନଙ୍କୁ ନେଇ ବିଶ୍ୱ ବନ୍ଧୁତ୍ୱ ଦିବସ ଅବସରରେ ନୂତନ ଭାବେ ଓଡ଼ିଶା ରାଜ୍ୟ ଏଡିଇଓ ସଂଘ (ଓସା) ଗଠନ କରାଯାଇଛି । ଭୁବନେଶ୍ୱର ସ୍ଥିତ ଅଶୋକ ନଗରଠାରେ ଥିବା ହୋଟେଲ ଆର୍ଯ୍ୟ ପ୍ୟାଲେସ୍ର ସମ୍ମିଳନୀ କକ୍ଷରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସଭାପତି ଓ ସମ୍ପାଦକମାନଙ୍କୁ ନେଇ ନୂତନ ରାଜ୍ୟ ସଂଘର କାର୍ଯ୍ୟକର୍ତ୍ତା ଚୟନ କରାଯାଇଥିଲା । ସର୍ବସମ୍ମତି କ୍ରମେ […]
Continue Reading
