୧୨ରୁ ବଢ଼ିବ ବର୍ଷା, ଦକ୍ଷିଣ ଓଡିଶାରେ ଅଧିକ ବର୍ଷିବ

ରାଜ୍ୟରେ ୧୨ରୁ ବଢିପାରେ ବର୍ଷା। ୧୨ରୁ ୧୪ ଯାଏ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ଅଛି। ମୁଖ୍ୟତଃ ଦକ୍ଷିଣ ଓଡିଶାରେ ବର୍ଷା ଅଧିକ ରହିବ। ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି। ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ୧୨ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ […]

Continue Reading

ମିଳିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା, ବାଦ ପଡ଼ିଥିବା ହିତାଧିକାରୀଙ୍କ ପାଇଁ ଆଉ ଥରେ ହେବ ସର୍ଭେ

ରାକ୍ଷୀ ପୂର୍ଣ୍ଣିମାରେ ମିଳିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା । କୋରାପୁଟ ଜୟପୁରରେ ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକାଥରେ ୧ କୋଟି ହିତାଧିକାରୀଙ୍କ ଖାତାକୁ ଗଲା ୫ହଜାର ଟଙ୍କା ଆଜିର ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ଏହି ଯୋଜନାରୁ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଏଥିରେ ସାମିଲ କରିବାକୁ ଆଉଥରେ ସର୍ଭେ ହେବ । […]

Continue Reading

ଓଡ଼ିଶା ରାଜ୍ୟ ଏଡିଇଓ ସଂଘ ଗଠିତ, ପ୍ରଭାତ ତିୱାରୀ ସଭାପତି

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଥିବା ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକ (ଏଡିଇଓ) ମାନଙ୍କୁ ନେଇ ବିଶ୍ୱ ବନ୍ଧୁତ୍ୱ ଦିବସ ଅବସରରେ ନୂତନ ଭାବେ ଓଡ଼ିଶା ରାଜ୍ୟ ଏଡିଇଓ ସଂଘ (ଓସା) ଗଠନ କରାଯାଇଛି । ଭୁବନେଶ୍ୱର ସ୍ଥିତ ଅଶୋକ ନଗରଠାରେ ଥିବା ହୋଟେଲ ଆର୍ଯ୍ୟ ପ୍ୟାଲେସ୍‌ର ସମ୍ମିଳନୀ କକ୍ଷରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସଭାପତି ଓ ସମ୍ପାଦକମାନଙ୍କୁ ନେଇ ନୂତନ ରାଜ୍ୟ ସଂଘର କାର୍ଯ୍ୟକର୍ତ୍ତା ଚୟନ କରାଯାଇଥିଲା । ସର୍ବସମ୍ମତି କ୍ରମେ […]

Continue Reading

କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଂ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର: କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଂ ୨୦୨୬ ଆଜି ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି । ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଦକ୍ଷିଣ ଏସିଆରେ ୫୫ତମ ସ୍ଥାନ ହାସଲ କରିଛି । ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ୯ମ ସ୍ଥାନରେ ରହିଛି । କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ଥର ପାଇଁ କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ […]

Continue Reading

IMS ଛାତ୍ର ଛାତ୍ରୀଙ୍କ ଭେଟଘାଟ, ନାଚିଲେ, ଗାଇଲେ ଝୁମିଲେ

ଭୁବନେଶ୍ୱର: ଦିନ ଯାଏ, ଚିହ୍ନ ରହେ। ଏହାହିଁ ପ୍ରମାଣ ହୋଇଛି ଇନଷ୍ଟିଚ୍ୟୁଟ ଅଫ ମିଡିଆ ଷ୍ଟଡିଜ୍ (ଆଇଏମଏସ) ର ପୁରାତନ ଛାତ୍ରଛାତ୍ରୀଙ୍କ ପ୍ରଥମ ଭେଟ ଘାଟରେ। ମଇ ୧୧ ରବିବାର, ହୋଟେଲ ସେଭେନ ମାଇଲରେ ଇନଷ୍ଟିଚ୍ୟୁଟ ଅଫ ମିଡିଆ ଷ୍ଟଡିଜ୍ ର ପୁରାତନ ଛାତ୍ରଛାତ୍ରୀଙ୍କ ମହା ସମ୍ମେଳନ ହୋଇଯାଇଛି। ଆଇଏମଏସ ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ଉପେନ୍ଦ୍ର ପାଢ଼ୀ ଚାରାରେ ପାଣି ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ପୁରାତନ ଛାତ୍ର ତଥା ଏବେ ପ୍ରତିଷ୍ଠିତ ସଂସ୍ଥାରେ […]

Continue Reading

ଏସିଆର ଶ୍ରେଷ୍ଠ ୧୮୪ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତବର୍ଷ ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ପ୍ରକାଶ ପାଇଛି । ବୁଧବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗରେ ପୂର୍ବବର୍ଷଗୁଡ଼ିକ ଭଳି ଏବର୍ଷ ମଧ୍ୟ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ଅତି ଉନ୍ନତ ପ୍ରଦର୍ଶନ କରିଛି । ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୮୪ ତମ ସ୍ଥାନରେ ରହିଛି । ଏହା ସହ କିଟ୍‍ ଦେଶର ସମଗ୍ର ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ […]

Continue Reading

ମୁରୁସୁଆଁ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

କେନ୍ଦୁଝର: ମୁରୁସୁଆଁ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ଖଗେଶ୍ବର ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥିଭାବେ ପାଟଣା ଗୋଷ୍ଠୀ ଶିକ୍ଷାଧୂକାରୀ ପୂର୍ଣ୍ଣ ଚନ୍ଦ୍ର ଅମାନୁ, ମୁଖ୍ୟ ବକ୍ତା ଅବସର ପ୍ରାପ୍ତ ଖେଳ ଶିକ୍ଷକ ରବୀନ୍ଦ୍ର ସାହୁ, ସମ୍ମାନିତ ଅତିଥ୍‌ଭାବେ ସହ – ଶିକ୍ଷାଧିକାରୀ ପ୍ରକାଶ ଚନ୍ଦ୍ର ରାୟ, ଅଧ୍ୟାପକ ପଦ୍ମଲୋଚନ ସାହୁ, ଅବସର ପ୍ରାପ୍ତି ସହ -ଶିକ୍ଷାଧୂକାରୀ ଶିକ୍ଷକ ଜ୍ଞାନେନ୍ଦ୍ର କୁମାର ସାହୁ, ଅବସର ପ୍ରାପ୍ତ […]

Continue Reading

ରାଜ୍ୟସ୍ତରୀୟ ରେଡ଼କ୍ରସ ସେବା ସମ୍ମାନ

ଭୁବନେଶ୍ୱର: ଯୁବ ରେଡ୍‌ କ୍ରସ୍‌ ଶାଖା, ଭାରତୀୟ ରେଡ୍‌ କ୍ରସ୍‌ ସୋସାଇଟି, ଓଡିଶା ତରଫରୁ ରାଜଭବନର ଅଭିଷେକ ଭବନରେ ୨୦୧୯-୨୦ ରୁ ୨୦୨୩-୨୪ ମଧ୍ୟରେ ମାନବ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପ୍ରଦାନକାରୀ ୭୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଛି । ମାନନୀୟ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପାଟି ଏହି ଅବସରରେ ଉପସ୍ଥିତ ରହି ସମାଜର ସୁବିଧା ଅସୁବିଧାରେ ଲୋକଙ୍କ ସହ ରହିଥିବାରୁ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେବା ପାଇଁ ଛାତ୍ରଛାତ୍ରୀଙ୍କୁ ଉପଢୌକନ ଏବଂ […]

Continue Reading

ମନୁଆଲ୍‍‍ ଓ୍ବର୍କ ନୁହେଁ, ମଡର୍ଣ୍ଣାଇଜ‍୍ ହେବାକୁ ପଡ଼ିବ: ଶାନ୍ତନୁ ଆଚାର୍ଯ୍ୟ

ଭୁବନେଶ୍ବର: ଓଡ଼ିଆ ଜାଣିବାକୁ ହେଲେ ଏବଂ ମୁଁ ଓଡ଼ିଆ ବୋଲି ଗର୍ବରେ କହିବାକୁ ହେଲେ ପ୍ରଥମେ ଓଡ଼ିଆ ଭାଷାର ଇତିହାସ ଜାଣିବାକୁ ହେବ। ଓଡ଼ିଶାରେ ତଥା ଭୁବନେଶ୍ବରରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମାତୃଭାଷା ସମ୍ମିଳନୀର ୧୧ତମ ସଂସ୍କରଣରେ ମୁଖ୍ୟଅତିଥି ତଥା ଉଦ୍‍‍ଘାଟକ ଭାବେ ଯୋଗଦେଇ ବରିଷ୍ଠ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟ ଉପରୋକ୍ତ ମତବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ ମନୁଆଲ୍‍‍ ଓ୍ବର୍କରେ ଖାଲି ଅ-ଆ ଲେଖିଦେଲେ ଚଳିବନି, ଆମକୁ ମଡର୍ଣ୍ଣାଇଜ‍୍ ହେବାକୁ ପଡ଼ିବ। ଏଥିପାଇଁ […]

Continue Reading
Swomen Agarbati makes history in India, young women will get double income

ଭାରତରେ ଇତିହାସ କଲା Swomen Agarbati, ଯୁବକ ଯୁବତୀ ପାଇବେ ଡବଲ ରୋଜଗାର

ଭୁବନେଶ୍ବର : ଓଡ଼ିଆରେ ପୁଣି ନୂଆ ଇତିହାସ୍ ସୃଷ୍ଠି କଲା Swomen Agarbati। ପୁରା ଭାରତ ବର୍ଷରେ ରୋଜଗାର ଦିଗରେ ଏହା ଏକ ବେଶ୍ ଭଲ ପଦକ୍ଷେପ। ପ୍ରଥମ ଥର ପାଇଁ ଲଞ୍ଚ ହେଲା ଡବଲ ପିସ୍ତନ Agarbati ମେସିନ୍ । ଯାହାକି ପୂର୍ବ ମେସିନ୍ ଅପେକ୍ଷା ଦୁଇଗୁଣ ଅଧିକ ପ୍ରଡକସନ୍ ପ୍ରସ୍ଥୁତ କରିବ। ଯାହା ରୋଜଗାର ଦିଗରେ ଏକ ଭଲ ଫଳପ୍ରଦ ହେବ। ଏହା ଭାରତରେ ପ୍ରଥମ ଥର ବଜାର୍ ପ୍ରବେଶ କରିଛି। ଏହି ମେସିନ୍ […]

Continue Reading