ଗଞ୍ଜାମ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଦିବ୍ୟଜ୍ୟୋତି ପରିଡ଼ା
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ନୂତନ ଜିଲାପାଳ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି ପରିଡ଼ା । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦାୟୀ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ବିଦାୟ ସମ୍ବର୍ଦ୍ଧନା ସହ ନୂତନ ଜିଲାପାଳ ପରିଡ଼ାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରାୟ ୪ ବର୍ଷ ପର୍ଯ୍ୟନ୍ତ ଜିଲ୍ଲାପାଳ ଭାବେ କୁଲାଙ୍ଗେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ଆଗାମୀ ଦିନରେ ସେଗୁଡ଼ିକର ସଫଳ କାର୍ଯ୍ୟକାରିତାକୁ ଗୁରୁତ୍ୱ ଦିଆଯିବ […]
Continue Reading
