ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ
ଭୁବନେଶ୍ୱର: ରଜରେ ଓଡ଼ିଶା ଛୁଇଁବ ମୌସୁମୀ । ହେଲେ ତା ପୂର୍ବରୁ ନିଅଣ୍ଟିଆ ବର୍ଷା ଚାଷୀଙ୍କୁ ଆତଙ୍କିତ କଲାଣି । ପାଣିପାଗ ବିଭାଗର ସୂଚନା ପ୍ରକାର ଜୁନ୍ ୧ରୁ ୧୨ ମଧ୍ୟରେ ରାଜ୍ୟରେ ୧୦.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ୫୦.୮ ମିମି ତୁଳନାରେ ୭୯% କମ୍ ରହିଛି । ଏହି ସମୟ ପରିଧି ମଧ୍ୟରେ ୩ ଜିଲ୍ଲାରେ ଆଦୌ ହୋଇନଥିବା ବେଳେ ୩ ଜିଲ୍ଲାରେ ୨୦%ରୁ ୫୯% ପ୍ରତିଶତ ଏବଂ […]
Continue Reading
