ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ: ରାଧାରାଣୀ ପଣ୍ଡା ହେଲେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା : ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀଙ୍କ ନାଁରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ଆଉ ଏହା ସହ ପ୍ରଥମ ଦଳ ଭାବେ ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ନାଁ ଘୋଷଣା କରିଛି ବିଜେପି । ପୂର୍ବରୁ ବ୍ରଜରାଜନଗରରୁ ବିଧାୟିକା ରହି ସାରିଛନ୍ତି ରାଧାରାଣୀ । ତେବେ ଗତ […]

Continue Reading

ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପୀ ଗରିୟସୀ: ମାତୃ ଦିବସରେ ମାଆକୁ ସମ୍ମାନ

ଭୁବନେଶ୍ୱର:ମା’ ସେ ସର୍ବଂସହା । ସେ ଜନନୀ, ସେ ଜଗଧାତ୍ରୀ । ମା’ଠୁ ବଳି ଦୁନିଆରେ କିଛି ବି ନାହିଁ । ସେଥିପାଇଁ କୁହାଯାଏ ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପୀ ଗରିୟସୀ । ମା’ ଥିଲେ ସବୁ ଦୁଃଖ ପାଶୋରି ହୋଇଯାଏ । ତାର  ଭଲପାଇବାର ନାହିଁ ତୁଳନା । ସେ ଅତୁଳନୀୟ । ଆଜି ମାତୃ ଦିବସ । ପ୍ରତିବର୍ଷ ମେ ମାସର ଦ୍ୱିତୀୟ ରବିବାରରେ ପଡେ ମାଆ ପାଇଁ ଏହି ଦିନଟିଏ  ।  ମା’ ମାନଙ୍କ […]

Continue Reading

ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ୫୦୦ କୋଟିରୁ ଅଧିକ ଟଙ୍କା ପଡ଼ି ରହିଛି। ଏହି ଅର୍ଥ ଏଯାବତ୍‌ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଖର୍ଚ୍ଚ କରି ପାରୁ ନାହାନ୍ତି। ଅନ୍ୟପକ୍ଷରେ ଭିତ୍ତିଭୂମି ବିକାଶ ଲାଗି ଅନ୍ୟ ସଂସ୍ଥାକୁ ସହାୟତା ମାଗୁଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଏଥିରୁ ନିବୃତ୍ତ ରହିବାକୁ ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ବିଶ୍ୱବିଦ୍ୟାଳୟର ଏଭଳି ଆଚରଣକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର। ଏନେଇ କୁଳପତିଙ୍କୁ ଚିଠି ଲେଖି ଅବଗତ […]

Continue Reading

ସଟର ଟେକୁ ଟେକୁ ଶପିଂ ମଲରେ ରେଡ୍ ଚାଲିଛି ଛାନଭିନ୍

ଭୁବନେଶ୍ୱର: ରବିବାର ଛୁଟି ଦିନ । ମଉକା ଦେଖି ବେପାର ପାଇଁ ତୟାର ଥିଲେ ମଲ୍ କର୍ତ୍ତୃପକ୍ଷ । ଏ ନେଇ ସଅଳ ସପିଂ ମଲର ସଟର ଟେକି ବେପାର କରିବାକୁ ସଜ ହୋଇ ସାରିଥିଲେ । ହେଲେ ଗ୍ରାହକ ବଦଳରେ ତଦନ୍ତକାରୀ ଟିମର ସାମ୍ନା କରିବାକୁ ପଡିଛି ରସୁଲଗଡ ସ୍ଥିତ ଏସପ୍ଲାନେଡ ମଲ୍ କର୍ତ୍ତୃପକ୍ଷଙ୍କୁ ।  ସକାଳ ୧୦ଟା ବେଳେ ପ୍ରଥମ ସଟର ଖୋଲୁ ଖୋଲୁ ଅଚାନକ ପହଞ୍ଚିଥିଲେ ଫାୟାର ସର୍ଭିସର ଟିମ୍। ଏଏଫଓ ସୁଶାନ୍ତ […]

Continue Reading

ଦେବାଶିଷଙ୍କ କଟା ଘା’ରେ ଚୂନ ମାରିଲେ ଦାମ ରାଉତ

ଭୁବନେଶ୍ୱର: କଟକ ବାରାବାଟିର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ପାରାଦୀପ ବିଧାନସଭା ଆସନରେ ନିର୍ବାଚନ ଲଢିବାକୁ ଇଚ୍ଛା ରଖିଛନ୍ତି ବୋଲି ଏକ ସଭାରେ କହିବା ପରେ ଜବାବ ରଖିଛନ୍ତି ପାରାଦୀପର ପୂର୍ବତନ ବିଧାୟକ ତଥା ଏବେର ବିଧାୟକ ସମ୍ବିତ ରାଉତରାୟଙ୍କ ବାପା  ଦାମୋଦର ରାଉତ । ସେ କହିଛନ୍ତି ପାରାଦୀପର ମା ମାନେ କାନ୍ଦନ୍ତି ନାହିଁ, ତେଣୁ ଏମାନଙ୍କ ଲୁହ ପୋଛିବା କଥା ଭୁଲିଯାଆନ୍ତୁ ଦେବାଶିଷ। ସେ ନିଜ ନିର୍ବାଚନ ମଣ୍ଡଳୀର ମା’ଙ୍କ ଲୁହ ପୋଛି ପାରିଲେନି […]

Continue Reading

ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ କେବେ ଆରମ୍ଭ ହେବ, କହିଲେ ବୋର୍ଡ ସଭାପତି

ଭୁବନେଶ୍ୱର: ଶେଷ ହେଲା ମାଟ୍ରିକ ପରୀକ୍ଷା । ହେଲେ ଫର୍ମ ପୂରଣ କରିଥିବା ଅଧିକାଂଶ ଛାତ୍ରଛାତ୍ରୀ ପରୀକ୍ଷା ନଦେବା ପଛର କାରଣ କଣ ହୋଇପାରେ । ପରୀକ୍ଷା ଶେଷ ହେବା ପରେ ଗଣଣାଧ୍ୟମ ପ୍ରତିନିଧିଙ୍କର ଏପରି ପ୍ରଶ୍ନର ଜବାବ ରଖିଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ରାମାସିସି ହାଜିରା। ଅନେକ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଦେଇଥିଲେ ହେଲେ ପରୀକ୍ଷା ଦେବାକୁ ଆସିନାହାନ୍ତି । ପ୍ରକୃତ କାରଣ ଜାଣିବାକୁ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀମାନଙ୍କୁ […]

Continue Reading

ବାତ୍ୟା ପାଇଁ ବ୍ଳକ୍ ଏବଂ ପୌର କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ସମୀକ୍ଷା କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ବାତ୍ୟା ବେଳେ ଗଛ ଭାଙ୍ଗିବାର ଏବଂ ବିଜୁଳି ସେବା ପ୍ରଭାବିତ ହେବାର ସମ୍ଭାବନା ରହିଛି। ସେହିପରି ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ କିପରି ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରି ଆଶ୍ରୟ ସ୍ଥଳୀରେ ରଖାଯିବ ସେ ନେଇ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବାତ୍ୟାରେ ୧୮ଟି ଜିଲ୍ଳା ୨୦୯ ବ୍ଳକର  ୭୭ ପୌରଞ୍ଚଳ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା […]

Continue Reading

ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜାମିନ୍

ଦେଓଗଡ: ବିଧାୟକ ସୁବାସ ପାଣିଗ୍ରାହୀ ପାଇଲେ ଜାମିନ । ଜିଲ୍ଲା କୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକ ଏବଂ ତାଙ୍କର ଦୁଇ ସହଯୋଗୀ ଗିରଫ ହୋଇଥିଲେ। ଏବେ 7 ଦିନ ପରେ କୋର୍ଟ ଜାମିନ ଆବେଦନର ଶୁଣାଣି କରି ଉଭୟ ବିଧାୟକ ଏବଂ ଦୁଇ ସହଯୋଗୀ ଅକାଳୁ ଧଳ ଓ କୁମରମଣି ସାହୁଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । କୋର୍ଟ ଏହି […]

Continue Reading

୭.୨୧ କୋଟି ଟଙ୍କାର ମାଲିକ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏଲ୍‌ଆଇଙ୍କ ୯୧ଟି ପ୍ଲଟ ସହ ୭ କୋଟି ୨୧ ଲକ୍ଷ ଟଙ୍କାର ସଂପତ୍ତି କାଲି ଠାବ ହୋଇଥିଲା । ଭିଜିଲାନ୍ସ ବିଭାଗକୁ ସୂଚନା ମିଳିଛି ଯେ, ଶ୍ରୀ ରାଉତଙ୍କ ଆୟ ତୁଳନାରେ ୩୬୫% ଅଧିକ ସମ୍ପତ୍ତି ଆହରଣ କରାଯାଇଛି । ଭିଜିଲାନ୍ସ ବିଭାଗ ଏଲ୍‌ଆଇ ଜଗନ୍ନାଥ ରାଉତଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଥିବା […]

Continue Reading

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ଗଛମୂଳେ ପ୍ରସବ କଲେ ମହିଳା

ଢ଼େଙ୍କାନାଳ : ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯେତେ ଡିଣ୍ଡିମ ପିଟିଲେ ବି ବାସ୍ତବ ଚିତ୍ର କିନ୍ତୁ ଭିନ୍ନ ରହିଛି ।  ଆଜି ବି ରାଜ୍ୟର ଅନେକ ଗାଁରେ ଚିକିତ୍ସା ସୁବିଧା ନାହିଁ । କେଉଁଠି ହସ୍ପିଟାଲ ନାହିଁ ତ କେଉଁଠି ହସ୍ପିଟାଲ ଥିଲେ ଡାକ୍ତର ନାହାନ୍ତି । କେଉଁଠି ଷ୍ଟାଫ୍‌ ନାହାନ୍ତି । ଏମିତିକି ଗୋଟିଏ ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତର ନିଯୁକ୍ତି ଥିବା ବେଳେ ସେ ଅଧିକାଂଶ ସମୟ ଛୁଟିରେ […]

Continue Reading