ପୁରୀ ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ !
ପୁରୀ : ପୁରୀ ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ ହୋଇ ଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚତା ସାଢ଼େ ୩ଫୁଟ ଏବଂ ଓଜନ ୩ କିଲୋଗ୍ରାମରୁ ଅଧିକ ହେବ। ଗୁରୁବାର ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀ ଶୋଭାଯାତ୍ରା ପାଇଁ ମଙ୍ଗଳଗିରି ତୋରଣ ଖୋଜିବା ବେଳେ ଏଭଳି ଘଟଣା ପଦାକୁ ଆସିଛି । ଏହି ମୂଲ୍ୟବାନ ତୋରଣକୁ ନେଇ ଦେବୋତ୍ତର ବିଭାଗ ଅଧିକାରୀ କେଉଁଠି ରଖୁଛନ୍ତି ନା ମଠ ଟ୍ରଷ୍ଟବୋର୍ଡ ଜିମାନିମାରେ ରହିଛି ତାହା ସ୍ପଷ୍ଟ ହୋଇନାହିଁ । […]
Continue Reading
