ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରଙ୍ଗର ପର୍ବ ହୋଲି ।ଏନେଇ ପଲ୍ଲିଠୁ ସହର ସବୁ ଉତ୍ସବ ମୁଖର । ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟ ବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ସମସ୍ତେ କୋଭିଡ ନିୟମ ପାଳନ କରି ହୋଲି ଉତ୍ସବରେ ସାମିଲ […]

Continue Reading

ଖରସ୍ରୋତା ନଦୀରେ ୭ ଜଣ ବୁଡି ଯିବା ଘଟଣା : ମିଳିଲା ଆଉ ଜଣଙ୍କ ମୃତ ଦେହ , ୩ ନିଖୋଜ

ଯାଜପୁର  : ଯାଜପୁର ବନ୍ଧମୁଣ୍ଡା ମଙ୍ଗଳାଘାଟରେ ଖରସ୍ରୋତା ନଦୀରେ ଘଟିଥିବା ଅଘଟଣ ।ଆଉ ଜଣେ ଯୁବକଙ୍କ ମୃତ ଦେହ ଆଜି ସକାଳୁ ଉଦ୍ଧାର । ଓଡ୍ରାଫ୍ ଟିମ୍ ସକାଳୁ ସକାଳୁ ଖୋଜାଖୋଜି କରିବା ପରେ କ୍ରିଷ୍ଣା ଜେନା ନାମକ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି । ବର୍ତମାନ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।ଗତକାଲି ଅପରାହ୍ନରେ ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକ ହୋଲି ଖେଳ ସାରି ଗାଧୋଇବାକୁ ଯାଇଥିଲେ । ସେମାନଙ୍କ ମଧ୍ୟରୁ […]

Continue Reading

ଭୀଷଣ ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ: ଏହି ଜିଲ୍ଳାଗୁଡିକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ନେଇ ଜାରି ହେଲା ସତର୍କ ସୂଚନା । ରାଜ୍ୟର ୭ ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟରେ ଲାଗି ରହିଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ଏକ ନିଷ୍ପତ୍ତି ନିଆଯାଇଛି । ରାଜ୍ୟର ଅନେକ ଜିଲ୍ଲାର ତାପମାତ୍ରା ଏବେ ୩୮ ଡିଗ୍ରୀ ଉପରେ ରହିଛି । ପାଣିପାଗ କେନ୍ଦ୍ର ତରଫରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ୭ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଝାରସୁଗୁଡା, […]

Continue Reading

ବଡ଼ ଖବର: ଏପ୍ରିଲ ୨୮ରୁ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା

ଭୁବନେଶ୍ୱର: +୨ ପରୀକ୍ଷାକୁ ନେଇ ଆସିଛି ବଡ଼ ଖବର । ଏପ୍ରିଲ ୨୮ରୁ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା ଆରମ୍ଭ ହେବ । ୨୮ରୁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ହେବ । ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଅଫଲାଇନରେ ଯୁକ୍ତ ଦୁଇ ପରୀକ୍ଷା ଦେବେ । ଖରାକୁ ଦେଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ […]

Continue Reading

ଭିଜିଲାନ୍ସ ଜାଲରେ ସୋର ସହକାରୀ ଯନ୍ତ୍ରୀ: ୫ଟି ସ୍ଥାନରେ ଚାଲିଛି ରେଡ୍

ସୋର: ଭିଜିଲାନ୍ସ ଜାଲରେ ଫସିଲେ ବାଲେଶ୍ୱର ଜିଲ୍ଲା ସୋର ଆରଡବ୍ଲୁ ସେକ୍ସନର ସହକାରୀ ଯନ୍ତ୍ରୀ । ସହକାରୀ ଯନ୍ତ୍ରୀ ପ୍ରମୋଥ ବେହୁରିଆଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ଟିମ୍ କରୁଛି ଚଢ଼ାଉ । ସୋର କାର୍ଯ୍ୟାଳୟ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଥିବା ନେଇ ସୂଚନା ମିଳିଛି । ଚଢ଼ାଉ ଟିମରେ ଜଣେ ଅତିରିକ୍ତ ଏସପି, ୪ ଜଣ ଡିଏସପି ଓ ୪ […]

Continue Reading

ଓଡ଼ିଶାରେ ବାତ୍ୟା ପ୍ରଭାବହୀନ: ୨୩ ତାରିଖରେ ବାଂଲାଦେଶରେ ହେବ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ଲଘୁଚାପ ଓ ସମ୍ଭାବ୍ୟ ବାତ୍ୟା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଆଇଏମଡି ଡିଜି । ୨୩ ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଯେ, ‘କାଲି ସନ୍ଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କ ଲୋ-ପ୍ରେସର ରୂପନେବ । କାଳକ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ୨୦ରେ ଅବପାତ ଓ […]

Continue Reading

ଫ୍ରିଜରେ ଟଙ୍କା ଲୁଚାଇଥିଲେ କଟକର ନିର୍ବାହୀ ଯନ୍ତ୍ରୀ! ବାହାରିଲା ପୁଳା ପୁଳା…

କଟକ: ଭିଜିଲାନ୍ସ ଜାଲରେ ଫସିଛନ୍ତି କଟକ ଡ୍ରେନେଜ୍ ଡିଭିଜନର ନିର୍ବାହୀ ଯନ୍ତ୍ରୀ । ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରାଙ୍କ ଘରେ ଚଢ଼ାଉ ପରେ ଜବତ ହୋଇଛି ବିପୁଳ ସମ୍ପତ୍ତି । ଯନ୍ତ୍ରୀଙ୍କ ଫ୍ରିଜର ପରିବା ଟ୍ରରେ ଲୁଚାଯାଇଥିବା ୭୫ ହଜାର ଟଙ୍କା ଜବତ କରାଯାଇଛି । ଘର ଭିତରୁ ନଗଦ ୩ ଲକ୍ଷ ୩୧ ହଜାର ଟଙ୍କା ଓ ଅଧକିଲୋ ସୁନା ଜବତ ହୋଇଛି । ମହାନଦୀ ବିହାର ଘରର ମୂଲ୍ୟ ୨ କୋଟି ୨୪ ଲକ୍ଷ […]

Continue Reading

କେନ୍ଦ୍ରାପଡ଼ାରେ ସ୍କୁଲ ଗାଡ଼ିର ଫାଟିଲା ରେଡିଏଟର: ୩ ଛାତ୍ର ଗୁରୁତର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା । ସ୍କୁଲ ଗାଡ଼ିର ରେଡିଏଟର ଫାଟିଯିବା କାରଣରୁ ୩ ଛାତ୍ର ଗୁରୁତର ଆହତ ହୋଇଛନ୍ତି । କେନ୍ଦ୍ରାପଡ଼ା ମାର୍ଶାଘାଇର ଏକ ଘରୋଇ ଇଂଲିଶ ମିଡିଅମ ସ୍କୁଲର ୩ ଛାତ୍ର ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସ୍କୁଲରୁ ଘରକୁ ଫେରିବା ବେଳେ ବାଟରେ ଗାଡ଼ିର ରେଡିଏଟର ଫାଟିଥିବା ଜଣାପଡିଛି । ତେବେ ଗୁରୁତର ୩ ଛାତ୍ର ୨ୟ, ୩ୟ ଶ୍ରେଣୀର ହୋଇଥିବା ସୂଚନା ମିଳିଛି । […]

Continue Reading

୨୩ରେ ବାଂଲାଦେଶ ଛୁଇଁବ ବାତ୍ୟା : ଓଡ଼ିଶାରେ ପକାଇବ କି ପ୍ରଭାବ? ଜାଣନ୍ତୁ କ’ଣ କହିଲେ IMD ଡିଜି

ଭୁବନେଶ୍ୱର: ଲଘୁଚାପ ଓ ସମ୍ଭାବ୍ୟ ବାତ୍ୟା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଆଇଏମଡି ଡିଜି । ୨୩ ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଯେ, ‘କାଲି ସନ୍ଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କ ଲୋ-ପ୍ରେସର ରୂପନେବ । କାଳକ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ୨୦ରେ ଅବପାତ ଓ […]

Continue Reading

ପଞ୍ଜାବ କଂଗ୍ରେସ ସଭାପତି ପଦରୁ ସିଦ୍ଧୁଙ୍କ ଇସ୍ତଫା: ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି କହିଲେ ଏପରି…

ଚଣ୍ଡିଗଡ଼: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳର ସଭାପତି ନବଜୋତ ସିଂ ସିଦ୍ଧୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ସିଦ୍ଧୁଙ୍କୁ ନିଜ ପଦରୁ ଇସ୍ତଫା ଦେବାକୁ କହିଥିଲେ । ନବଜୋତ ସିଂ ସିଦ୍ଧୁ ନିଜର ଇସ୍ତଫା ପତ୍ରକୁ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି । ସେ ଏ ବିଷୟରେ ଟ୍ୱିଟ କରି ଇସ୍ତଫା ପତ୍ର ସେୟାର କରିଛନ୍ତି । ଇସ୍ତଫା ପତ୍ରରେ ସିଦ୍ଧୁ […]

Continue Reading