ବଡ଼ ଖବର: ଓଡ଼ିଶାରେ ୨୨ରୁ ୨୪ ପର୍ଯ୍ୟନ୍ତ ପରୀକ୍ଷା ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପରେ ଏବେ ପୌର ନିର୍ବାଚନ ପାଇଁ ଚାଲିଛି ପ୍ରସ୍ତୁତି । ପୌର ନିର୍ବାଚନ ପାଇଁ ରାଜ୍ୟରେ ୨୨ ତାରିଖରୁ ୨୪ ପର୍ଯ୍ୟନ୍ତ ପରୀକ୍ଷା ବନ୍ଦ ରହିବ । ୨୨ରୁ ୨୪ ପର୍ଯ୍ୟନ୍ତ +୩ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ଏନେଇ ସବସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖାଯାଇଛି । ଚିଠି ଲେଖି ପରୀକ୍ଷା ବନ୍ଦ ନେଇ ଜଣାଇଛି ଉଚ୍ଚଶିକ୍ଷା ବିଭାଗ । ତେବେ […]

Continue Reading

ପୁରୀରେ ବିମାନବନ୍ଦର ନେଇ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ଟିମର ସର୍ଭେ

ପୁରୀ : ପୁରୀ ଶ୍ରୀ ଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ବୈଷୟିକ ଟିମର ସର୍ଭେ ଆରମ୍ଭ । ୭ ଜଣିଆ ଟିମ୍ ପୁରୀ ଗସ୍ତରେ ଆସି ସିପସରୁବାଲିର ସଂପୃକ୍ତ ଅଞ୍ଚଳ ବୁଲି ଦେଖିବା ସହ ବୈଷୟିକ ଦିଗ ଅନୁଧ୍ୟାନ କରିଛନ୍ତି । ଉକ୍ତ ପ୍ରକଳ୍ପର ଆର୍ଥିକ ବ୍ୟୟ ବରାଦ ଆକଳନ କରିଛି ଟିମ୍ । ଏହି ସମୟରେ ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ଉକ୍ତ ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ […]

Continue Reading

ମାର୍ଚ୍ଚ ୨୫ରୁ ୩୧ ଯାଏଁ ବଜେଟ ଅଧିବେଶନ

ଭୁବନେଶ୍ୱର: ଖୁବଶୀଘ୍ର ବସିବ ବିଧାନସଭାର ବଜେଟ ଅଧିବେଶନ ।  ମାର୍ଚ୍ଚ ୨୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୫ରୁ ୩୧ ପର୍ଯ୍ୟନ୍ତ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ପରେ ମାର୍ଚ୍ଚ ୩୦ ତାରିଖରେ ୨୦୨୨- ୨୩ ପାଇଁ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ  ନିରଞ୍ଜନ ପୂଜାରୀ।  ମାର୍ଚ୍ଚ ୩୧ ତାରିଖରେ  ବ୍ୟୟ ମଞ୍ଜୁରୀ ବିଲ ପରିତ ହେବ । ଗୃହ ପରିଚାଳନା […]

Continue Reading

ଲିଙ୍ଗରାଜଙ୍କ ଦର୍ଶନ କରି ପ୍ରଚାର ମଇଦାନକୁ ଓହ୍ଲାଇଲେ ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ରଣନୀତି । କାଲି ନାମାଙ୍କନ ଦାଖଲ ସରିଥିବା ବେଳେ ଆଜିଠାରୁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡିର ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ । ଆଜି ପ୍ରଥମେ ସୁଲୋଚନା ଲିଙ୍ଗରାଜ ମନ୍ଦିରରେ ଦର୍ଶନ କରି ପ୍ରଚାର ଆରମ୍ଭ କରିଛନ୍ତି ।ଏହି ସମୟରେ ଲିଙ୍ଗରାଜ ମନ୍ଦିର ପରିସରରେ ବହୁ ଜନ ଗହଳି ପରିଲକ୍ଷିତ ହୋଇଥିଲା । ଏହି ସମୟରେ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ […]

Continue Reading

ପ୍ରତିବାଦ କରିବା ମହଙ୍ଗା ପଡିଲା : ଲୁହାଛଡ଼ରେ ପିଟିପିଟି ମାରିଦେଲେ ଦୁର୍ବୃତ୍ତ

କେନ୍ଦ୍ରାପଡା : ଲୁହାଛଡ଼ରେ ପିଟିପିଟି ମାରିଦେଲେ ଦୁବୃର୍ତ୍ତ । କେନ୍ଦ୍ରାପଡା ଜିଲ୍ଲା ରାଜ ନଗର ଚନ୍ଦ୍ରଶେଖର ପୁର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଥିବା ଅଭିଯୋଗ ହୋଇଛି ।ମୃତକ ଜଣକ ହେଉଛନ୍ତି ବିଚିତ୍ରା ନନ୍ଦ ବିଶ୍ୱାଳ । ପ୍ରେମ ବ୍ୟାପାରକୁ ନେଇ ଏପରି ହତ୍ୟା କାଣ୍ଡ ଘଟିଥିବା ଅଭିଯୋଗ ହୋଇଛି । ଝିଆରୀକୁ ଉଠାଇ ନେବାକୁ ପ୍ରତିବାଦ କରିବା ବେଳେ ଦାଦା ବିଚିତ୍ରା ନନ୍ଦଙ୍କୁ ଦୁବୃର୍ତ୍ତ ମାନେ ହତ୍ୟା କରିଛନ୍ତି ବୋଲି ପରିବାର ଲୋକ ଅଭିଯୋଗ ଆଣିଛନ୍ତି […]

Continue Reading

ବ୍ରିଲିଆଣ୍ଟ ଗ୍ରୁପ ନୂଆ ପ୍ରଡକ୍ଟର ବଜାର୍ ପ୍ରବେଶ

ଭୁବନେଶ୍ୱର: ବ୍ରିଲିଆଣ୍ଟ ଗ୍ରୁପ ପକ୍ଷରୁ ଗ୍ରାହକ ମାନଙ୍କ ପାଇଁ ନୂଆ ବ୍ରିଲିଆଣ୍ଟ ନାଇଟ୍, ରାଜ, ଡାଇମଣ୍ଡ, ରୋୟାଲ, ଓମ୍, kids, ପାଞ୍ଚମ ଓଡିଶା ରେ ବଜାର୍ ପ୍ରବେଶ କରିଛି। ଓଡ଼ିଶାର ପ୍ରଥମ କମ୍ପାନୀ ଭାବେ ବ୍ରିଲିଆଣ୍ଟ ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଦେଶର ବିଭିନ୍ନ୍ ସ୍ଥାନରେ ବି ନିଜର ବ୍ୟବସାୟୀ ଚଳାଇଛି। ମାତ୍ର ଓଡ଼ିଶାରେ ପ୍ରସ୍ତୁତ ସମାଗ୍ରୀ ଓଡ଼ିଶାରେ ହିଁ ଅଧିକ ବିକ୍ରୟ କରିବାକୁ ମନ ବଳାଇଛନ୍ତି। କମ୍ପାନୀ ଆରମ୍ଭରୁ ପୂଜା ଧୂପରୁ ବ୍ୟବସାୟୀ ଆରମ୍ଭ ହୋଇଥିଲା। […]

Continue Reading

ପୌର ନିର୍ବାଚନରୁ ହଟିଲା କୋଭିଡ୍ କଟକଣା: ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ପୌର ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳଗୁଡ଼ିକ ଚଳଚଞ୍ଚଳ ହୋଇପଡ଼ିଛନ୍ତି । ତେବେ ଏହା ମଧ୍ୟରେ ଆସିଛି ରାଜ୍ୟ କମିଶନଙ୍କ ଗାଇଡଲାଇନ୍ । ଚଳିତ ପୌର ନିର୍ବାଚନ ସମୟରେ ଲାଗୁ ହେବନି କୋଭିଡ୍ କଟକଣା । ସମସ୍ତ ରାଜନୈତିକ ଦଳମାନେ ବିନା କଟକଣାରେ ସେମାନଙ୍କର ପ୍ରଚାର କାର୍ଯ୍ୟ କରିପାରିବେ । ରାଜ୍ୟରେ ବର୍ତ୍ତମାନ କୋଭିଡ୍ ପଜିଟିଭ୍ ହାର ନିମ୍ନମୁଖୀ ହୋଇଛି । ସାଧାରଣ ଭାବେ ଯେପରି ପ୍ରଚାର ହୁଏ, ସେପରି ପୌର ନିର୍ବାଚନରେ […]

Continue Reading

ପ୍ରୀତି ପ୍ରଣତି ଯୁବ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ଏ ପି ଶୁଭକାନ୍ତ

କେନ୍ଦୁଝର: କେନ୍ଦୁଝର ଜିଲ୍ଳା ଆନନ୍ଦପୁରର ଆନନ୍ଦଭବନ ଠାରେ ପ୍ରୀତି ପ୍ରଣତି ସାହିତ୍ୟ ପରିବାର ପକ୍ଷରୁ ଆୟୋଜିତ ପ୍ରଥମ ବାର୍ଷିକ ଉତ୍ସବରେ ଏ ପି ଶୁଭକାନ୍ତଙ୍କୁ ଚଳିତ ବର୍ଷ ପ୍ରୀତି ପ୍ରଣତି ଯୁବ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି।  ପରିବାରର ସଭାପତି ବିଭୁତି ଭୂଷଣ ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଭବ୍ୟ ସମାବେଶରେ ମୁଖ୍ୟ ସମ୍ପାଦକ ଦେବବ୍ରତ ବାରିକ, ମୁଖ୍ୟ ଅତିଥି ଭାବେ ପ୍ରାଧ୍ୟାପକ ରମାକାନ୍ତ ନାୟକ,ମୁଖ୍ୟ ବକ୍ତା ଭାବେ ସଂଗ୍ରାମ କେଶରୀ ସାମନ୍ତରାୟ,ସମ୍ମାନିତ ବକ୍ତା ଭାବେ ଶିଶୁ […]

Continue Reading

ନରାଜରେ ପୁଣି ଫସିଲେ ହାତୀ, ଉଦ୍ଧାର ପାଇଁ ବନ ବିଭାଗର ତତ୍ପରତା

କଟକ: ପୁଣି ଆଜି ନରାଜ ବ୍ୟାରେଜରେ ଫସିଲେ ଦାତୀ । କଟକ ନରାଜ ବ୍ୟାରେଜ ନିକଟରେ ୨ଟି ହାତୀ ପାଣି ପିଇବାକୁ ଆସି ଫସି ରହିଥିବା ଖବର ରହିଛି । ବନ ବିଭାଗ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ହତୀମାନଙ୍କୁ ଜଗି ରହିଛି । ଖବର ଅନୁସାରେ, ରବିବାର ଅପରାହ୍ନ ସମୟରେ ୨ଟି ହାତୀ ନରାଜ ନିକଟରେ ଫସି ରହିଥିବା ଦେଖିବାକୁ ମିଳିଥିଲା । ଏନେଇ ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ […]

Continue Reading

ବିଜେପିରୁ ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ହେଲେ ଡକ୍ଟର ସୁନୀତି ମୁଣ୍ଡ୍

ଭୁବନେଶ୍ୱର : ବିଜେପି ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀଙ୍କ ନା ଘୋଷଣା କରିଛି । ବିଜେପିର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେଲେ ସୁନୀତି ମୁଣ୍ଡ୍ । ଡକ୍ଟର ସୁନୀତି ମୁଣ୍ଡଙ୍କୁ ବିଜେପି ପକ୍ଷରୁ ମେୟର ପ୍ରାର୍ଥୀ ଘୋଷଣା କରାଯାଇଥିବା ନେଇ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ  । ସାମ୍ବାଦିକରୁ ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି ସୁନୀତି ମୁଣ୍ଡ୍ । ମୁଁ ସାହିତ୍ୟ ସହିତ ଭଲ ଭାବେ ଜଡିତ ତେଣୁ ସମ୍ବେଦନଶୀଳତାକୁ ଭଲ […]

Continue Reading