ବିଜେଡିରେ ମିଶିଲେ ୨ଶହରୁ ଅଧିକ ବିଜେପି କର୍ମୀ

ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି କର୍ମୀମାନେ ବିଜେଡିରେ ସାମିଲ ହୋଇଛନ୍ତି । ଏହାଦ୍ୱାରା ବିଜେଡିର ଶକ୍ତି ଆହୁରି ବୃଦ୍ଧି ହୋଇଛି ।ଅନ୍ୟପଟେ ଯାହାକୁ ବି ପୌର ନିର୍ବାଚନରେ ନବୀନ ବାବୁ […]

Continue Reading

ଋଷ୍-ୟୁକ୍ରେନ ଯୁଦ୍ଧ :୨୧୯ ଜଣ ଛାତ୍ରଛାତ୍ରୀ ଭାରତ ଫେରୁଛନ୍ତି , ରୋମାନିଆରୁ ଉଡାଣ ଭରିଲା ବିମାନ

ଭୁବନେଶ୍ୱର : ଋଷ୍-ୟୁକ୍ରେନ ଯୁଦ୍ଧରେ ଫସିଥିବା ଭାରତୀୟ ଛାତ୍ରଛାତ୍ରୀମାନେ ଭାରତ ଫେରୁଛନ୍ତି ।୨୧୯ ଜଣ ଭାରତୀୟ ନାଗରିକଙ୍କ ସହ ମୁମ୍ବାଇକୁ ପ୍ରଥମ ବିମାନ ଶନିବାର ରୋମାନିଆର ବୁଖାରେଷ୍ଟ ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରିଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ନିରାପଦ ସ୍ଥାନାନ୍ତର ପାଇଁ ଦିନରାତି ଉଦ୍ୟମ ଚାଲିଛି । ମୁଁ ବ୍ୟକ୍ତିଗତ ଭାବେ ମନିଟରିଂ କରୁଛି ବୋଲି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର ଟ୍ୱିଟ କରି କହିଛନ୍ତି । ସୂଚନା […]

Continue Reading

୩୧୫ ଜୋନର ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ, ୨୬୮ ଜୋନରେ ଆଗୁଆ ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି । ବର୍ତ୍ତମାନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ସମସ୍ତ ରାଜନୈତିକ ଦଳଠାରୁ ଆଗରେ ରହିଛି ବିଜୁ ଜନତା ଦଳ । ଆଜି ୩୧୫ ଜୋନରେ ଭୋଟ ଗଣତି ହେଉଛି । ତେବେ ତାଜା ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ସମସ୍ତ ୩୧୫ ଜିଲ୍ଲା ପରିଷଦ ଆସନର ପ୍ରାରମ୍ଭିକ ଟ୍ରେଣ୍ଡ ଆସିଯାଇଛି । ସମସ୍ତ ୩୧୫ ଜିଲ୍ଲା ପରିଷଦ ଜୋନର ପ୍ରାରମ୍ଭିକ ଟ୍ରେଣ୍ଡ ରାଜ୍ୟ […]

Continue Reading

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଦିଆଗଲା ଅନ୍ତିମ ବିଦାୟ

ଭୁବନେଶ୍ୱର : ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି । ୮୩ ବର୍ଷ ବୟସରେ ହେମାନନ୍ଦ ବିଶ୍ୱାଳ ଆରପାରିକୁ ଚାଲିଯାଇଛନ୍ତି । ଆଜି ବିଧାନସଭାରେ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଗାର୍ଡ ଅଫ୍ ଦିଆଯାଇଥିଲା । ବିରାଟ ଶୋଭାଯାତ୍ରାରେ ହେମାନନ୍ଦ ବିଶ୍ୱାଳଙ୍କୁ ବିଧାନସଭାକୁ ନିଆଯାଇଥିଲା । ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ କଂଗ୍ରେସ ଭବନରେ […]

Continue Reading

ପୌର ନିର୍ବାଚନ: ପ୍ରାର୍ଥୀଙ୍କ ପାଇଁ ସତ୍ୟପାଠ ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟରେ ପୌର ନିର୍ବାଚନ ପାଇଁ ବିଜିଛି ବିଗୁଲ । ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ ଗ୍ରହଣ । ଏନେଇ ଆୟୋଜିତ ପ୍ରେସମିଟରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାନ ପାଢ଼ୀ ଘୋଷଣା କରିଛନ୍ତି । ଏଥର ନାମାଙ୍କନ ସହ ପ୍ରାର୍ଥୀଙ୍କ ୨ଟି ସତ୍ୟପାଠ ବାଧ୍ୟତାମୂଳକ । ଶିକ୍ଷାଗତ ଯୋଗ୍ୟତା, ଅପରାଧିକ ମାମଲା ଓ ସମ୍ପତ୍ତି ତାଲିକା ରହିବା ଆବଶ୍ୟକ । ଏହା ସହ ଗୋଟିଏ ସ୍ତ୍ରୀ ଜୀବିତ ଏବଂ ୨ରୁ ଅଧିକ ପିଲା […]

Continue Reading

ପଞ୍ଚାୟତ ନିର୍ବାଚନ: ସକାଳ ୮ଟାରୁ ହେବ ଭୋଟ୍ ଗଣତି

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ଶେଷ ହୋଇଛି । ଏହା ପରେ ୨୬ ଫେବ୍ରୁଆରୀ ବା ଆସନ୍ତାକାଲିଠାରୁ ହେବ ଭୋଟ୍ ଗଣତି । ଏନେଇ ଆଜି ପ୍ରେସମିଟରେ ଭୋଟ ଗଣତିକୁ ନେଇ ସୂଚନା ଦେଇଛନ୍ତିି ରାଜ୍ୟ ନିର୍ବାଚନ କମିଶନରଙ୍କ ସଚିବ ରବୀନ୍ଦ୍ର ସାହୁ । ତାଙ୍କ କହିବା ମୁତାବକ, ‘ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ । ପ୍ରତି ରାଉଣ୍ଡ ଗଣତି ସରିବା ପରେ ଫଳାଫଳ ଘୋଷଣା କରାଯିବ । କଡ଼ା ସୁରକ୍ଷା […]

Continue Reading

ୟୁକ୍ରେନରୁ ଫେରିବେ ଓଡ଼ିଆ, ସମସ୍ତ ଖର୍ଚ୍ଚ ଭରିବେ ରାଜ୍ୟ ସରକାର

ଭୁବନେଶ୍ୱର: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଧିରେ ଧିରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ୟୁକ୍ରେନରେ ଫସିଥିବା ଭାରତୀୟମାନଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି । ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ମିଳିଥିବା ତାହା ଅପଡେଟ ହିସାବରେ, ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ସମସ୍ତ ଖର୍ଚ୍ଚ ବହନ […]

Continue Reading

ମାର୍ଚ୍ଚ ୨୪ରେ ପୌର ନିର୍ବାଚନ: ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର: ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଆଜି ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ ଗ୍ରହଣ । ଏନେଇ ଆୟୋଜିତ ପ୍ରେସମିଟରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାନ ପାଢ଼ୀ ଘୋଷଣା କରିଛନ୍ତି । ମାର୍ଚ୍ଚ ୨୪ରେ ଭୋଟ ଗ୍ରହଣ ହେବା ସହ ମାର୍ଚ୍ଚ ୨୬ରେ ଭୋଟ ଗଣତି ହେବ । ପୌର ନିର୍ବାଚନ ପାଇଁ ଫେବ୍ରୁଆରୀ ୨୮ରେ ବିଜ୍ଞପ୍ତି […]

Continue Reading

ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ,୪ଟି ସ୍ଥାନରେ ଚାଲିଛି ରେଡ

କୋରାପୁଟ : ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ । କୋରାପୁଟ ବୋରିଗୁମ୍ମାର ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ପ୍ରବୀଣ କୁମାର ହୋତା ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।ବୋରିଗୁମ୍ମାରେ ଜଣେ ହେଲପରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।ଏହା ସହ ସେ ହେଲପରଙ୍କୁ ବିଭିନ୍ନ ଧମକ ଚମକ ଦେଉଥିବା ତାଙ୍କ ନାରେ ଅଭିଯୋଗ ଥିଲା। ବୋରିଗୁମ୍ମା ବିଦ୍ୟୁତ ବିଭାଗ ଉପଭୋକ୍ତାଙ୍କ ଠାରୁ ଲାଞ୍ଚ ନେଉଥିବା ତାଙ୍କ ନାରେ […]

Continue Reading

ୟୁକ୍ରେନରେ ଫସି ରହିଛନ୍ତି ଯାଜପୁର ପୁଅ, ଚିନ୍ତାରେ ପରିବାର ଲୋକ

ଯାଜପୁର : ୟୁକ୍ରେନ୍ ଉପରେ ଘନ ଘନ ଆକ୍ରମଣ କରୁଛି ଋଷ ।ଏହି ସମୟରେ ୟୁକ୍ରେନରେ ଫସିଯାଇଛନ୍ତି ଯାଜପୁର ଜିଲ୍ଲା କୋରେଇ ବ୍ଲକ ବରୁଣ୍ଡେଇ ପଞ୍ଚାୟତର ବିରୁହାଁପଡା ଗାଁର ବସନ୍ତ ନାୟକଙ୍କ ଏକମାତ୍ର ପୁଅ ପ୍ରଳୟ କୁମାର ନାୟକ । ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯିବା ଫଳରେ ପୁଅକୁ ପାଇବା ପାଇଁ ଏବେ ଚିନ୍ତାରେ ପଡିଯାଇଛନ୍ତି ପୁରା ପରିବାର ବର୍ଗ । ଏନେଇ ପ୍ରଳୟଙ୍କ ମା’ ଓ ପରିବାର ଲୋକ ନିଜ ପୁଅ […]

Continue Reading