ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ବାଧ୍ୟତାମୂଳକ
କଟକ : ଭୁବନେଶ୍ୱର ପରେ କଟକରେ ମାସ୍କ ବାଧ୍ୟତାମୂଳକ ହେଲା । କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍ସି । କୋଭିଡ଼ ସଂକ୍ରମଣ ବଢ଼ିବାରୁ ପ୍ରଶାସନ କଟକଣା କଡ଼ା କରିଛି । କଟକରେ ରହୁଥିବା ଲୋକଙ୍କ ସମେତ କଟକକୁ ଆସୁଥିବା ଲୋକ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି । ସେହିପରି ବାହାରକୁ ଗଲେ ବା ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ କରାଯାଇଛି । ଏହାସହ ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତ୍ୱ […]
Continue Reading
