ଗଞ୍ଜାମରେ ଓଏଏସ ସ୍ତରରେ ଅଦଳବଦଳ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଡିଏ ସଚିବ ସମ୍ବିତ ରାଉତଙ୍କ ଗତ ଡିସେମ୍ବର ୬ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଥିଲା। ଏହି ବଦଳି ନିର୍ଦ୍ଦେଶକୁ ରାଜ୍ୟ ସରକାର ବୁଧବାର ବାତିଲ କରିଛନ୍ତି। ଛତ୍ରପୁର ଉପ-ଜିଲ୍ଲାପାଳ ନୀଳମାଧବ ଭୋଇଙ୍କ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି। ସେରଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମ୍ବୁନାଥ ନନ୍ଦିଙ୍କୁ ଜିଲା ଗ୍ରାମ୍ୟ ଉନ୍ନୟନ […]
Continue Reading
