ଗୋ-ଚାଲାଣକାରୀଙ୍କ ଗୁଳିମାଡ଼ରେ ୨ ଆହତ
ମୟୂରଭଞ୍ଜ : ଗୋରୁ ଗାଡ଼ିକୁ ଅଟକାଇବାରୁ ଗୁଳି ଚଳାଇଲେ ଗୋଚାଲାଣକାରୀ । ଗୁଳିମାଡରେ ଦୁଇ ଜଣ ଆହତ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ୪୯ ନମ୍ବର ଜାତୀୟ ରାଜପଥ ବେଗନା ଟୋଲଗେଟ ନିକଟରେ ଘଟିଛି ଏପରି ଘଟଣା । ଆଜି ସକାଳୁ ସକାଳୁ କିଛି ଗୋ ଚାଲାଣକାରୀ ଏକ ଟ୍ରକ୍ରେ କୋଲକାତା ଅଭିମୁଖେ ଯାଉଥିଲେ । ଗୋ ଚାଲାଣ କରୁଥିବା ଖବର ପାଇ କିଛି ଦେବସେନାର ଗୋ-ସୁରକ୍ଷା କର୍ମୀ ଟୋଲଗେଟ୍ ନିକଟକୁ ଯାଇ ସେଠାର […]
Continue Reading
