ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ବିଏମସି ମେୟର
ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଗତକାଲି ଭୁବନେଶ୍ୱରରେ ବର୍ଷା ହୋଇଥିଲା । ରାତିରୁ ସକାଳ ଯାଏ ବି ବର୍ଷା ହୋଇଛି । ଏହାପରେ ସକାଳୁ ସକାଳୁ ଗ୍ରାଉଣ୍ଡରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ଭୁବନେଶ୍ୱରେର ପାଣି ଜମୁଥିବା ତଳିଆ ଅଞ୍ଚଳରେ ସ୍ଥିତି ପରଖିଛନ୍ତି । ତାଙ୍କ ସହ ସାଙ୍ଗରେ ଥିଲେ ବିଏମସିର ବିଭାଗୀୟ ଯନ୍ତ୍ରୀ ଓ କର୍ପୋରେଟର । ବିଏମସି ମେୟର ସୁଲୋଚନା ଦାସ କହିଛନ୍ତି, […]
Continue Reading
