ଆନ୍ଧ୍ର ମୁହାଁ ଅସାନି: ପରୀକ୍ଷା ସ୍ଥଗିତ, ବିମାନ ଉଡାଣ ବାତିଲ
ଭୁବନେଶ୍ୱର: ବାତ୍ୟାରେ ପରିଣତ ହୋଇଛି ଅସାନିି। ଆନ୍ଧ୍ରରେ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆନ୍ଧ୍ରପ୍ରଦେଶ ପାଣିପାଗ ବିଭାଗ ସୂଚନା ଅନୁସାରେ, ବର୍ତ୍ତମାନ ଏହା କାକିନାଡ଼ାଠାରୁ ୨୬୦ କିଲୋମିଟର ଦୂରରେ ରହିଛି । ଏହାର ପ୍ରଭାବରେ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ସାଙ୍ଗକୁ ସମୁଦ୍ରରେ ଉଚ୍ଚ ଜୁଆର ଉଠୁଥିବା ଦେଖିବାକୁ ମିଳିଛି। ବିଶାଖାପାଟନମଠାରୁ ବାତ୍ୟା ଅସାନି ୩୦୦ କିଲୋମିଟର ଦୂରରେ ରହିଛି । ଏହା ଦକ୍ଷିଣ- ପଶ୍ଚିମ ଆଡ଼କୁ ଗତି କରୁଛି । ଅମରାବତୀର […]
Continue Reading
