ପ୍ରମୋଦିନି ରାଉଳ ଏସିଡ୍ ମାଡ଼ ଘଟଣା: ଦୋଷୀଙ୍କୁ ୧୪ ବର୍ଷ ଜେଲ୍
ଜଗତସିଂହପୁର: ବହୁ ଚର୍ଚ୍ଚିତ ପ୍ରମୋଦିନି ରାଉଳ ଏସିଡ୍ ମାଡ଼ ଘଟଣାର ଜଗତସିଂହପୁର ମହିଳା କୋର୍ଟ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏସିଡ୍ ମାଡ଼ କରିଥିବା ମୁଖ୍ୟ ଅଭିଯୁକ୍ତ ସନ୍ତୋଷ କୁମାର ବେଦାନ୍ତ ଓ ତାର ସହଯୋଗୀ ଅନିଲ ଦଳସିଂହକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଦେବାପାଇଁ ରାୟରେ ଦର୍ଶାଇଛନ୍ତି। ତେବେ ଅନାଦେୟ ଅର୍ଥ ବାବଦ ୯ମାସ ଅଧିକ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ତିର୍ତ୍ତୋଲ ଥାନା କନକପୁର […]
Continue Reading
